Home Archive by category Odisha News (Page 108)

Odisha News

Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୩୧/୧୨: ଆସନ୍ତା ଖରିଫ ଋତୁ ୨୦୨୫-୨୬ରେ ମଣ୍ଡିରେ ଧାନ କ୍ରୟ ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଗୌତମ ବୁଦ୍ଧ ସଂସ୍କୃତି ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଛି।ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ତଥା ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ ଶ୍ରୀ ଶିବାନନ୍ଦ ସ୍ୱାଇଁ, ଉପଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ, ଯୋଗାଣ ଅଧିକାରୀ,ଶ୍ରୀ ଦିଲ୍ଲୀପ Continue Reading
Odisha News
ଭୁବନେଶ୍ୱର, ୩୧/୧୨: ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରୁଥିବାରୁ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହାସହ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଅନୁ ଗର୍ଗ ଦାୟିତ୍ୱ ନେଇଛନ୍ତି ।ନୂଆ ବର୍ଷରେ ଓଡ଼ିଶାକୁ ନୂଆ ଶାସନ ସଚିବ ମିଳିଥିବା ବେଳେ ଓଡ଼ିଶା ଇତିହାସରେ ଜଣେ ମହିଳାଙ୍କ ହାତକୁ ଯାଇଛି ମୁଖ୍ୟ ଶାସନ ସଚିବ ପଦବୀ । ଉନ୍ନୟନ କମିସନର ଥିବା ଅନୁ ଗର୍ଗ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ […]Continue Reading
Odisha News
ଭୁବନେଶ୍ୱର, ୩୧/୧୨ : ଅଲଚିକି ଲିପି ଏବଂ ସାନ୍ତାଳୀ ଭାଷା ସାହିତ୍ୟର ପ୍ରଚାରକ ମାଳତୀ ମୁର୍ମୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱର ୟୁନିଟ୍‌-୬ ସ୍ଥିତ ସରକାରୀ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୫୧ ବର୍ଷ ବୟସ ହୋଇଥିଲା ।ମାଳତୀ ମୁର୍ମୁ ମିସନ ଅଲଚିକିର ଦୃଢ଼ ସଂଗଠକ ଥିଲେ । ସାନ୍ତାଳୀ ଏବଂ ଅଲିଚିକି ଲିପିର ପ୍ରଚାର ପ୍ରସାରରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ମାଳତୀ ମାସିକ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୧/୧୨ : ମଙ୍ଗଳବାର ପାଞ୍ଚ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲା ପ୍ରଶାସନ,ଜିଲ୍ଲା ସଂସ୍କୃତି ପରିଷଦ ଓ ଜିଲ୍ଲା ମହୋତ୍ସବ କମିଟି ପକ୍ଷରୁ ଆସନ୍ତା ଜାନୁଆରୀ ଦୁଇ ତାରିଖ ରୁ ପାଞ୍ଚ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ବୌଦ୍ଧ ମହୋତ୍ସବ, ପଲ୍ଲୀଶ୍ରୀ ମେଳା, ଆତ୍ମ ନିର୍ଭରଭାରତ, ସ୍ଵଦେଶୀ ମେଳା ଏବଂ ବୟନିକା ହସ୍ତତନ୍ତ ପ୍ରଦର୍ଶନୀ ମେଳା ୨୦୨୬ ପାଇଁ ପ୍ରଚାର ପ୍ରସାର ନିମନ୍ତେ ଏକ ପ୍ରଚାର ଗାଡ଼ି ଶୁଭାରମ୍ଭ ହୋଇଯାଇଛି ।ଉକ୍ତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୩୧/୧୨ : ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ସାମାଜିକ ନ୍ୟାୟ ଏବଂ ସଶସ୍ତିକରଣ ମନ୍ତ୍ରଣାଳୟ ଭାରତ ସରକାରଙ୍କ ସହଯୋଗ ଓ ସାମାଜିକ ଅନୁଷ୍ଠାନ ‘ସଖା’ ଆନୁକୂଲ୍ୟରେ ତୃତୀୟ ଲିଙ୍ଗିଙ୍କ ଅଧିକାର ସୁରକ୍ଷା ଆଇନ ୨୦୧୯ ଓ ନିୟମ ୨୦୨୦ ସମ୍ପର୍କିତ ଏକ ସଚେତନତା କର୍ମଶାଳା ଗଣମାଧ୍ୟମର ପ୍ରତିନିଧିଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠାନର ସଭାପତି ନେହା ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି Continue Reading
Odisha News
ମଥୁରାନଗରୀ,୩୦/୧୨: ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ଧନୁଯାତ୍ରା ପଡ଼ିଆକୁ ଯାଇଥିଲେ।ମୁଖ୍ୟମନ୍ତ୍ରୀ ଏକ ସୁସଜ୍ଜିତ ହାତୀ ପିଠିରେ ବସି ମଥୁରା ନଗରୀ ପରିକ୍ରମା କରିଥିଲେ। ହାତୀ ଉପରେ ବସି ମୁଖ୍ୟମନ୍ତ୍ରୀ ମହାରାଜା କଂସଙ୍କ ଦରବାରକୁ ଯାଇଥିଲେ, ଯାହା ସେଠାରେ ଉପସ୍ଥିତ ଦର୍ଶକଙ୍କ ପାଇଁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୦/୧୨ : ଆଉ ଦିନକ ପରେ ଇଂଲିଶ ନବବର୍ଷ ପାଳିତ ହେବାକୁ ଥିବା ବେଳେ ସୋସିଆଲ ମିଡିଆ ଶୁଭେଚ୍ଛା ବାର୍ତ୍ତା ପ୍ରେରଣର ମାଧ୍ୟମ ସାଜିଛି। ପୂର୍ବରୁ ପରସ୍ପରକୁ ଶୁଭେଚ୍ଛା ଜଣାଇବାକୁ ଗ୍ରୀଟିଂସ୍ କାର୍ଡର ବ୍ୟବହାର କରାଯାଉଥିଲା। କିନ୍ତୁ ଏହା ବର୍ତ୍ତମାନ ଲୋପ ପାଇଛି ।ନବବର୍ଷ ଆସିଲେ ବିଭିନ୍ନ ଅଞ୍ଚଳର ଦୋକାନରେ ଗ୍ରୀଟିଂସ କାର୍ଡ କିଣିବାକୁ ଲୋକଙ୍କର ଭିଡ଼ ଜମୁଥିଲା। କିନ୍ତୁ କିଛି ବର୍ଷ ହେବ କନ୍ଧମାଳ ଜିଲା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୩୦/୧୨ : ଆଜି ପୂର୍ବାହ୍ନରେ ବେଗୁନିଆ ବ୍ଲକ ଅନ୍ତର୍ଗତ ହଟକେଶ୍ୱର ପ୍ରାଙ୍ଗଣରେ ଥିବା ସଭା ଗୃହରେ ମାନ୍ୟବର ବିଧାୟକ, ବେଗୁନିଆ ଶ୍ରୀଯୁକ୍ତ ପ୍ରଦୀପ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଶ୍ରୀ ଶ୍ରୀ ହଟକେଶ୍ୱର ମକର ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ବୈଠକରେ ଉପଜିଲ୍ଲାପାଳ, ଖୋର୍ଦ୍ଧା ଶ୍ରୀ କିଶୋର କୁମାର ପଣ୍ଡା, ତହସିଲଦାର, ବେଗୁନିଆ,ଏସଡିପିଓ, ଖୋର୍ଦ୍ଧା, ଆଇଆଇସି, ବେଗୁନିଆ, ଏସଡିଓ, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୩୦/୧୨ : ଆଜି ପୂର୍ବାହ୍ନରେ ବେଗୁନିଆ ବ୍ଲକ ଅନ୍ତର୍ଗତ ହଟକେଶ୍ୱର ପ୍ରାଙ୍ଗଣରେ ଥିବା ସଭା ଗୃହରେ ମାନ୍ୟବର ବିଧାୟକ, ବେଗୁନିଆ ଶ୍ରୀଯୁକ୍ତ ପ୍ରଦୀପ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଶ୍ରୀ ଶ୍ରୀ ହଟକେଶ୍ୱର ମକର ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ବୈଠକରେ ଉପଜିଲ୍ଲାପାଳ, ଖୋର୍ଦ୍ଧା ଶ୍ରୀ କିଶୋର କୁମାର ପଣ୍ଡା, ତହସିଲଦାର, ବେଗୁନିଆ,ଏସଡିପିଓ, ଖୋର୍ଦ୍ଧା, ଆଇଆଇସି, ବେଗୁନିଆ, ଏସଡିଓ, Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୦/୧୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ନିୟନ୍ତ୍ରିତ ବଜାର କମିଟି କାର୍ଯାଳୟ ପ୍ରାଙ୍ଗଣ ଠାରେ ଜିଲ୍ଲାସ୍ତରୀୟ ଖରିଫ-୨୦୨୫-୨୬ ଧାନ କ୍ରୟ ମଣ୍ଡି ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୁପେଶ କୁମାର ପାଣିଗ୍ରାହୀଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି ।କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା-ପରିଷଦ ସଭାପତି ଶ୍ରୀ ଜି: Continue Reading