Home Archive by category Odisha News (Page 109)

Odisha News

Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୧୨ : ଆଜି କୁଶଙ୍ଗ ଗ୍ରାମ ପଞ୍ଚାୟତର ଆଗ ଧାଡ଼ିର ବିଜେପି କର୍ମୀ ସାନନ୍ଦ ଭୋଇ ବ୍ରହ୍ମାନନ୍ଦ ନାୟକ ସୁଶାନ୍ତ ସାହୁ ବିଶ୍ୱନାଥ ପ୍ରଧାନ ଦଣ୍ଡୁଆ ମଲ୍ଲିକ ପ୍ରମୁଖ ଡବଲ ଇଞ୍ଜିନ ସରକାରର କାର୍ଯ୍ୟଧାରାରେ ଅତିଷ୍ଠ ହୋଇ ବିଜୁ ଜନତାଦଳର ସାମାଜିକ ଗଣମାଧ୍ୟମ ସଂଯୋଜକ ଶ୍ରୀଯୁକ୍ତ ଅବକାଶ ସାହୁ କୁଶଙ୍ଗ ଗ୍ରାମପଞ୍ଚାୟତ ବିଜୁ ଜନତାଦଳ ସଭାପତି ସଞ୍ଜୟ ଦେହୁରୀ ପ୍ରମୁଖଙ୍କ ଉପସ୍ଥିତିରେ ଭଗାମୁଣ୍ଡା ଠାରେ ଆୟୋଜିତ ଏକ ମିଶ୍ରଣ Continue Reading
Odisha News
ପୁରୀ, ୩୦/୧୨: ସରକାରୀ ଅଧିକାରୀ ନେଇପାରିବେ ନାହିଁ ଛୁଟି। ଆଜିଠାରୁ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ। ପୁରୀ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି।ମୁଖ୍ୟ କାର୍ଯ୍ୟାଳୟ ନଛାଡିବାକୁ ଜିଲ୍ଲାପାଳଙ୍କ କଡା ନିର୍ଦ୍ଦେଶ ରହିଛି। ୨୦୨୬ ନୂଆବର୍ଷ ଭିଡକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି।ପୁରୀରେ ପର‌୍ୟ୍ୟଟକ ଏବଂ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ନିଆଯାଇଛି ପଦକ୍ଷେପ। Continue Reading
Odisha News
କଟକ, ୩୦/୧୨: ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଛି।ମଙ୍ଗଳବାର ସକାଳୁ ଏକକାଳୀନ ୪ଟି ସ୍ଥାନରେ ରେଡ୍ ମାରିଛି ଭିଜିଲାନ୍ସ ଟିମ୍। ଚଢାଉରେ ଜିତେନ୍ଦ୍ର ପଣ୍ଡାଙ୍କ ଘରୁ ୭୫ ଲକ୍ଷ ଜବତ କରାଯାଇଛି। ଭୁବନେଶ୍ବର ବଡ଼ଗଡ଼ ବ୍ରିଟ କଲୋନୀ ସ୍ଥିତ ଶାଶୁଙ୍କ ଘରୁ ଏହି ୭୫ ଲକ୍ଷ ଜବତ ହୋଇଛି। ଏଥିସହ ୩ଟି ସୁଉଚ୍ଚ କୋଠା, ଗୋଟିଏ ଫ୍ଲାଟ ଓ ୪ଟି ଦାମୀ ପ୍ଲଟ ପାଇଛି […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୩୦/୧୨ : ଆଜି ଜେ ଏସ ଏମ କଲେଜ ର ବାର୍ଷିକ ଉତ୍ସବ କଲେଜ ର ନିର୍ଦେଶକ ସି.ଏ.ଶ୍ରୀକାନ୍ତ ଶର୍ମା ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି।ଶିକ୍ଷାବିତ୍ ତଥା ବଲାଙ୍ଗିର ନାଗରିକ କମିଟି ର ପୂର୍ବତନ ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ମନୋରଞ୍ଜନ ସାହୁ ସ୍ବାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ।କଲେଜ ର ଅଧ୍ୟକ୍ଷା ମନସ୍ମିତା ମିଶ୍ର ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଏ ବି ରାମ ଲିପ୍ସା ସଭା […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୧୨ : କନ୍ଧମାଳ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ତୁମୁଡ଼ିବନ୍ଧ ବ୍ଲକ୍ ସଭାଗୃହ ଠାରେ ଅନୁଷ୍ଠିତ ହୋଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବେଦଭୂଷଣ ଙ୍କ ସମେତ , ଆରକ୍ଷୀ ଅଧିକ୍ଷକ ହରିଶ ବିସି, ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀ ଏବଂ ତୁମୁଡି଼ବନ୍ଧ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ମାଝୀ ଓ ଜିଲ୍ଲାର ବିଭିନ୍ନ ପ୍ରଶାସନିକ ଅଧିକାରୀ, ଅଧିକାରିଣୀ ଯୋଗ ଦେଇଥିବା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୯/୧୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏକ ବିରାଟ ପଦଯାତ୍ରା ବାହାରି ଜିଲ୍ଲା ସଦର ଟିପିଏସ ଓଡିଏଲ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲେ ।ସେଠାରେ ଟିପିଏସ ଓଡିଏଲ ର ବ୍ୟାପକ ଅନିୟମିତତା ବିଷୟରେ ଦୃଷ୍ଟି ଆକର୍ଷଣ କରିଛନ୍ତି ।ଯାହାର ବିହିତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ।ଲିଖିତ ଅଭିଯୋଗ ଯାହା କି , ବିଭାଗୀୟ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨୯/୧୨ : ଶୀତର ଲହରୀ ଆରମ୍ଭ ସାଙ୍ଗକୁ ପର୍ଯ୍ୟଟକ ଋତୁରେ ମରାଳ ମାଳୀନି ଚିଲିକାକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି।ଏପରିକି ସକାଳେ ହେଉ ଅବା ସନ୍ଧ୍ୟାରେ ସ୍ଥାନୀୟ ଲୋକମାନେ ଚିଲିକା ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ଚିଲିକା କୁଳ ଜେଟିକୁ ବୁଲିବାକୁ ଯାଉଥିବା ବେଳେ ନିଜକୁ ସୁରକ୍ଷିତ ମଣୁ ନଥିଲେ।ଯାହାକି ଉକ୍ତ ଜେଟି ଅଞ୍ଚଳରେ ଦିନକୁ ଦିନ ଅସାମାଜିକ ବ୍ୟକ୍ତିଙ୍କ ପାଦୃର୍ଭାବ ବଢୁଥିବା ବେଳେ ମଦ,ଗଞ୍ଜେଇ Continue Reading
Odisha News
ଭୁବନେଶ୍ୱର, ୨୯/୧୨ : ନୂଆବର୍ଷ ପାଳନ ପାଇଁ ଜିରୋ ନାଇଟ୍ ସେଲିବ୍ରେସନ ଉପରେ ନଜର । ପୋଲିସ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ନୂଆ ଗାଇଡ ଲାଇନ ଅନୁଯାୟୀ, ବାର୍ ଓ ହୋଟେଲ ଗୁଡ଼ିକ ରାତି ୧୨ ଟା ୩୦ ଯାଏ ଖୋଲା ରହିବ । ରାତି ୧୨ଟା ୩୦ ପରେ ଜିରୋ ନାଇଟ୍ ସେଲିବ୍ରେସନ ବନ୍ଦ ରହିବ। ହୋଟେଲ ଓ ବାର୍ ଗୁଡ଼ିକରେ କିପରି ନୂଆ ବର୍ଷ ପାଳନ କରିବେ ସେନେଇ ବସିଥିଲା ବୈଠକ […]Continue Reading
Odisha News
ଭୁବନେଶ୍ୱର,୨୯/୧୨ : ନନ୍ଦନକାନନ ପାଳୁଛି ୬୬ ତମ ପ୍ରତିଷ୍ଠା ଦିବସ । ୨୯ ଡିସେମ୍ବର ୧୯୬୦ ମସିହା ଆଜିର ଦିନରେ ପ୍ରତିଷ୍ଠା ହୋଇଥିଲା ନନ୍ଦନକାନନ ପ୍ରାଣୀଉଦ୍ୟାନ ।ଏନେଇ ଚଳିତ ବର୍ଷ ନନ୍ଦନକାନନରେ ମହା ଆଡ଼ମ୍ବରରେ ପାଳିତ ହେଉଛି ପ୍ରତିଷ୍ଠା ଦିବସ। ଏହି ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷ ରାମସିଂ ଖୁଣ୍ଟିଆ ଯୋଗଦେବେ ।ନୂଆ ଖୁଆଡ଼ର ଶୁଭ ଉଦଘାଟନ କରିବେ । ଉତ୍ତର-ପୂର୍ବ ପଟତଳ, ଛୋଟ ବିରାଡ଼ି ଖୁଆଡ, ସମ୍ମୁଖ କାଚ ଦୃଶ୍ୟମାନ କଲରାପତରିଆ ବାଘ […]Continue Reading
Odisha News
ଭୁବନେଶ୍ୱର, ୨୯/୧୨ : ବହୁ ଚର୍ଚ୍ଚିତ ଓଡ଼ିଶା ପୋଲିସ ସବ୍ଇନସ୍ପେକ୍ଟର ପରୀକ୍ଷା ଜାଲିଆତି ମାମଲାରେ ସିବିଆଇ ତାର ପ୍ରାଥମିକ ଚାର୍ଜସିଟ୍ ଦାକଳ କରିଛନ୍ତି ।ଚାର୍ଜସିଟରେ ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହିତ ଚାର୍ଜସିଟ୍ ଦାଖଲ ହୋଇଛି । ମାଷ୍ଟରମାଇଣ୍ଡ କୁହାଯାଉଥିବା ଶଙ୍କର ପୃଷ୍ଟି, ସିଲିଟେକ୍ ଲ୍ୟାବ୍ ପ୍ରାଇଭେଟ୍ ଲିମିଟେଡର ସୁରେଶ ନାୟକ, ସୁରେଶଚନ୍ଦ୍ର ନାୟକ, ମୁଖ୍ୟ ଦଲାଲ ଅରବିନ୍ଦ ଦାସ ଓ ମୁନା ମହାନ୍ତି, ବିଶ୍ୱରଞ୍ଜନ ବେହେରା, ଶ୍ରୀକାନ୍ତ ମହାରଣା, Continue Reading