Home Archive by category Odisha News (Page 12)

Odisha News

Odisha News
ଭୁବନେଶ୍ୱର, ୧୭/୩: ଦଳୀୟ ନିର୍ଦ୍ଦେଶାବଳୀକୁ ଅବମାନନା କରିବା କଂଗ୍ରେସ ତିନି ବିଧାୟକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛନ୍ତି । କଟକ-ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋସ, ସାନଖେମୁଣ୍ଡି ବିଧାୟକ ରମେଶ ଜେନା, ଏବଂ ମୋହନା ବିଧାୟକ ଦାଶରଥୀ ଗୋମାଙ୍ଗୋଙ୍କୁ ଦଳରୁ ନିଲମ୍ବିତ କରାଯାଇଛି ।ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ କରାଯାଇଥିବା କଂଗ୍ରେସ ମିଡ଼ିଆ ସେଲ୍ ସଭାପତି ଅରବିନ୍ଦ ଦାଶ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।ଉପରୋକ୍ତ ତିନି ଜଣ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୬/୩ : ଦକ୍ଷିଣ ଓଡ଼ିଶାର ଆରାଧ୍ୟ ଦେବୀ ତଥା ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ନିକଟସ୍ଥ ଋଷିକୂଲ୍ୟା ନଦୀକୂଳରେ ଅବସ୍ଥିତ ମା’ ତାରାତାରିଣୀଙ୍କ ଚଇତି-ଯାତ୍ରା ଗତ ମଙ୍ଗଳବାର ଠାରୁ ଆରମ୍ଭ ହୋଇଯାଇଛି।ଏହି ଯାତ୍ରାର ପ୍ରଥମ ପାଳି ମଙ୍ଗଳବାର ଦିନରେ ଯେତିକି ଭକ୍ତ ସମାଗମ ହୋଇଥିଲା ଦ୍ୱିତୀୟ ପାଳିରେ ବାରୁଣୀ ସ୍ନାନ ପଡ଼ୁଥିବାରୁ ତଥା ଦଣ୍ଡୁଆ ମାନେ ମାନସିକ କରି ୨୧ଦିନିଆ ଦଣ୍ଡଯାତ୍ରା ଆରମ୍ଭକୁ ନଜରରେ ରଖି ପ୍ରବଳ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୬/୩ :ଖୋରଧା ଟାଉନ୍ ରେଳଷ୍ଟେସନ୍ ନିକଟବର୍ତ୍ତି ପଲ୍ଲା ତୋଟାପଡ଼ା ମୌଜାରେ ଏକ ଇଷ୍ଟର ଷ୍ଟେଟ୍ ବସ୍ ଟର୍ମିନାଲ (ଆଇ.ଏସ୍.ବି.ଟି) କରାଯିବା ପାଇଁ ଖୋରଧା ବିକାଶ ମଞ୍ଚ ତରଫରୁ ପୁନର୍ବାର ଦାବୀ ଦୋହରାଯାଇଛି ।ବିକାଶ ମଞ୍ଚର ସଭାପତି ନରେନ୍ଦ୍ର ପୃଷ୍ଟିଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସାକ୍ଷାତ କରି ଏ ସମ୍ପର୍କରେ ସ୍ମାରକ ପତ୍ର ପ୍ରଦାନ Continue Reading
Odisha News
ବରଗଡ଼,୧୬/୩: ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବକେୟା ରହିଥିବା ଦରମା ଉଠାଣ ପାଇଁ ଜଣେ ବିଭାଗୀୟ କର୍ମଚାରୀଙ୍କୁ ସେ ୬ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ଏହି ବିଷୟରେ କ୍ଷୁବ୍ଧ ହୋଇ ସେ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କୁ ଖବର ଦେଇଥିଲେ।ସମ୍ପୃକ୍ତ କର୍ମଚାରୀ ଏନେଇ ଅଭିଯୋଗ କରିବା ପରେ ଲାଞ୍ଚୁଆ Continue Reading
Odisha News
ଭୁବନେଶ୍ୱର,୧୬/୩ : ରାଜ୍ୟସଭା ନିର୍ବାଚନ ପାଇଁ ଆଜି ଓଡ଼ିଶା ବିଧାନସଭାରେ ଭୋଟିଂ ଚାଲିଛି।ଏହାରି ଭିତରେ କ୍ରସ ଭୋଟିଂକୁ ନେଇ ସବୁଠାରୁ ବଡ଼ ଖବର ଆସିଛି।ଦଳୀୟ ହ୍ୱିପକୁ ଅବମାନନା କରି ୮ ଜଣ ବିଧାୟକ କ୍ରସ ଭୋଟିଂ କରିଛନ୍ତି। ସବୁଠାରୁ ବଡ଼ ଧକ୍କା ଲାଗିଛି କଂଗ୍ରେସକୁ। ଦଳର ତିନି ଟାଣୁଆ ନେତା ରମେଶ ଜେନା, ସୋଫିଆ ଫିର୍ଦୋସ୍ ଏବଂ ଦାଶରଥୀ ଗମାଙ୍ଗ କ୍ରସ୍ ଭୋଟିଂ କରିଛନ୍ତି। ନିଜେ ପିସିସି ସଭାପତି ଭକ୍ତ ଦାସ ଏହି ଖବରକୁ ସ୍ପଷ୍ଟ କରିବା […]Continue Reading
Odisha News
କଟକ,୧୬।୩: ଏସସିବି ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ ଥିଲେ ବୋଲି ଜଣାପଡ଼ିଛି।ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ ସ୍ଥିତି ଉପୁଜିଛି। ଗୁରୁତର ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। କେମିତି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି। ନିଆଁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୫/୩ : ମୁସଲିମ ଧର୍ମର ପବିତ୍ର ରମଜାନ ମାସ ସରି ସରି ଆସୁଥିବା ବେଳେ ଖୋରଧା ନିକଟ ସରଧାପୁର ଗ୍ରାମ ସ୍ଥିତ ଅକିକ୍ ୱେଲଫ୍ୟାର୍ ଫାଉଣ୍ଡେସନର ରମଜାନ ଅବସରରେ ସ୍ଥାନୀୟ ଅସହାୟ ବ୍ୟକ୍ତି ମାନଙ୍କୁ ଶୁଖିଲା ଖାଦ୍ୟ ଏବଂ ବସ୍ତ୍ର ବଣ୍ଟନ କରାଯାଇଛି। ଏହି ରମଜାନ ମାସରେ ପ୍ରତ୍ୟେକ ମୁସଲିମ ନିଜର ଅର୍ଜିତ ସମ୍ପତିରୁ କିଛି ଅଂଶ ନିଜର ପୁଣ୍ୟ ଅର୍ଜନ କରିବା ପାଇଁ ଦାନ ଧର୍ମ କରିଥାନ୍ତି। ଅସହାୟ ମୁସଲିମ […]Continue Reading
Odisha News
By Tapaswini Sahoo New Delhi, 15 March 2026:The ninthedition of Odisha Parba, the three-day cultural festival celebrating the rich heritage, traditions and artistic legacy of Odisha, concluded successfully at Jawaharlal Nehru Stadium, New Delhi, drawing a large number of visitors and cultural enthusiasts from across the capital. The festival witnessed enthusiastic Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ର ସମସ୍ତ କ୍ଳଷ୍ଟରର ବିଦ୍ୟାଳୟ ରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ପରୀକ୍ଷା ସହ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଶ୍ରୀମତୀ ବିନୋଦିନୀ ସାମଲଙ୍କ ପରିଚାଳନା ରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ପ୍ରାୟ ୭୦୦ ଜଣ ପରୀକ୍ଷାର୍ଥୀ ଯୋଗ ଦେଇ ପରୀକ୍ଷା ଦେଇଥିଲେ । ଏହି କାର୍ଯ୍ୟକ୍ରମ ର ମୁଖ୍ୟ ତଥା ଗୁରୁତ୍ୱପୂର୍ଣ୍ଣ ଉଦ୍ଦେଶ୍ୟ ଯଥା : ଏହା Continue Reading
Odisha News
ବାରିପଦା/କରଞ୍ଜିଆ,୧୫ା୩ : ରବିବାର ଅପରାହ୍ନ ସାଢେ ୪ଟାରେ ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଳକ କଙ୍କଡା ଗ୍ରାମରେ କାଳବୈଶାଖୀର ଭୟଙ୍କର ତାଣ୍ଡବ ଦେଖାଯାଇଛି ।ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଲୋକ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସାଧିନ ରହିଛନ୍ତି ।ଏଥିରେ ୭୦ରୁ ଉର୍ଦ୍ଧ୍ୱ ଘର କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି । ଏପରିକି ଏକ ଯାତ୍ରୀବାହୀ ଅଟୋ ପବନରେ ଭାରସାମ୍ୟ ହରାଇ ଏକ ପୋଖରୀ ମଧ୍ୟକୁ ପଶିଯାଇଥିବା ବେଳେ ଚାଳକର ମୃତ୍ୟୁ Continue Reading