Home Archive by category Odisha News (Page 126)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୧୨: ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ ଗଛରେ ଝୁଲାଇ ପୋଡ଼ି ହତ୍ୟା କରିଥିବା ଘଟଣାକୁ ନେଇ ସାରା ଭାରତରେ ବିକ୍ଷୋଭ ପ୍ରଦର୍ଶନ ହେଉଛି।ଏହି କ୍ରମରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ସହରରେ ମଧ୍ୟ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର ପ୍ରତିବାଦ ଶୋଭାଯାତ୍ରା Continue Reading
Odisha News
ଭୁବନେଶ୍ୱର,୨୮/୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ ସଂଗଠନ ପାଇଁ ୧୬୦ ଓ ଛାତ୍ର ସଂଗଠନ ପାଇଁ ୧୪୫ ଜଣିଆ ତାଲିକା ପ୍ରକାଶ ପାଇଛି। ପ୍ରତିଷ୍ଠା ଦିବସ ପରେ ତାଲିକା ଘୋଷଣା କରିଛନ୍ତି ନବୀନ।ସେହିପରି ସୁପ୍ରିମୋ ଶନିବାର ୧୧ ସାଙ୍ଗଠନିକ ଜିଲା ପାଇଁ ତାଲିକା ପ୍ରକାଶ କରିଥିଲେ। ଏହି ଜିଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୧୨ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ୨ ଜଣ ହେଲେ ଉକ୍ତ ଥାନା ଅଞ୍ଚଳର ଏନ୍‌ସ ପ୍ରଧାନ ଏବଂ ନରେନ୍ଦ୍ର ଦିଗାଲ। ସେମାନଙ୍କୁ ଅଗ୍ନିଶମ ବିଭାଗ କର୍ମଚାରି ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଦୁହିଁଙ୍କ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୭ /୧୨: ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ଭୁବନେଶ୍ବର ଜଟଣୀ ସ୍କୁଲ ଅଫ୍ ହ୍ୟୁମାନିଟିଜ୍, ସୋସିଆଲ ସାଇନ୍ସେସ୍ ଏବଂ ମ୍ୟାନେଜମେଣ୍ଟ (ଏସଏଚଏସଏସଏମ), ଭକ୍ତିବେଦାନ୍ତ ଇନଷ୍ଟିଚ୍ୟୁଟ୍, ଭୁବନେଶ୍ବର ଫାଉଣ୍ଡେସନ୍ ଅଫ୍ ସାଇନ୍ସ ଆଣ୍ଡ କନସିଅସ ସେଣ୍ଟରର ସ‌ହ‌ଯୋଗରେ, ଆଜି ଆନ୍ତର୍ଜାତୀୟ ଚିନ୍ତାଧାରା, ଧାରଣା ଏବଂ ବାସ୍ତବତା ସମ୍ମିଳନୀ (ଆଇସିଟିପିଆର -୨୦୨୫) ଉଦଘାଟନ କରିଛି।ଉଦଘାଟନୀ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର,୨୭/୧୨ : ଆଞ୍ଚଳିକ ପରିବହନ ପ୍ରାଧିକରଣ ପକ୍ଷରୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସଡକ ସୁରକ୍ଷା ସମିତିର ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ସଡକ ସୁରକ୍ଷାର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ।ଦ୍ରୁତ ଗତିରେ ଗାଡ଼ି ଚାଳନା, ମଦ୍ୟ ପାନ କରି ଗାଡ଼ି ଚଳାଇବା, ହେଲମେଟ ନ ପିନ୍ଧିବା, ମୋବାଇଲରେ କଥା ହୋଇ ଗାଡ଼ି ଚଲାଇବା ଇତ୍ୟାଦି ଦୁର୍ଘଟଣାର ମୁଖ୍ୟ Continue Reading
Odisha News
ପୁରୀ,୨୭/୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ ନିର୍ବାଚନ କମିଶନ ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ପ୍ରଥମେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ରତ୍ନସିଂହାସନରେ ଶ୍ରୀ ବିଗ୍ରହଙ୍କ ଦର୍ଶନ କରିଛନ୍ତି ।ଶନିବାର ପ୍ରାୟ ପୂର୍ବାହ୍ନ ୧୧ ସମୟରେ ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ମୁଖ୍ୟ ନିର୍ବାଚନ କମିଶନ ଓ ତାଙ୍କ ପତ୍ନୀ ପହଞ୍ଚିବା ପରେ Continue Reading
Odisha News
ପୁରୀ,୨୭/୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼ ୨୦୨୬ ନୂତନ ବର୍ଷ ଜାନୁଆରୀ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଶା କରାଯାଉଛି। ପବିତ୍ର ସହରରେ ସୁରକ୍ଷା, ଭିଡ଼ ପରିଚାଳନା ଏବଂ ନାଗରିକ ସୁବିଧାକୁ ଆହୁରି ସୁଦୃଢ଼ କରାଯାଇଛି।ପ୍ରଶାସନ ଆଇନ ଶୃଙ୍ଖଳା ବଜାୟ ରଖିବା ଏବଂ ଭକ୍ତଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ମନ୍ଦିର ପରିସରରୁ Continue Reading
Odisha News
କେନ୍ଦୁଝର, ୨୭/୧୨ : କେନ୍ଦୁଝର ମାଟି ହେଉଛି ବିପ୍ଲବୀ ମାଟି। ଏଠି ଅନେକ ବିପ୍ଲବୀ ଜନ୍ମ ଗ୍ରହଣ କରିଛନ୍ତି। କିନ୍ତୁ, ଯେତେବେଳେ ବି ବିପ୍ଳବୀଙ୍କ କଥା ଆଲୋଚନା ହେବ, ଆମ ଜିଲ୍ଲାରେ ଧରଣୀଧର ନାଏକଙ୍କ ନାମ ସର୍ବାଗ୍ରେ ଆସିବ। ବିପ୍ଳବୀ ଧରଣୀ ଧର ଆମ ପାଇଁ ପ୍ରେରଣାର ଉତ୍ସ ବୋଲି ବିପ୍ଳବୀ ଧରଣୀ ଧରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି।ଆଜି କେନ୍ଦୁଝର ସହରରର ପ୍ରବେଶ ଦ୍ବାର ନେକେଡା ଘରଠାରେ ବିପ୍ଳବୀ ଧରଣୀଧର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୭/୧୨ : ବୌଦ୍ଧ ବ୍ଲକ ବ୍ରାହ୍ମଣୀପାଲି ଗ୍ରାମ ପଂଚାୟତ ଅନ୍ତର୍ଗତ ବ୍ରାହ୍ମଣୀପାଲି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଛି ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ଅରାଜକତା ।ବିଦ୍ୟାଳୟ କର୍ମଚାରୀ ମାନଙ୍କୁ ଠିକ ବ୍ୟବହାର କରୁନଥିବା ବେଳେ ନିଜ ଇଛା ମୁତାବକ ବିଦ୍ୟାଳୟ ଆସୁଛନ୍ତି ।ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କ ସିଟ ପୂରଣ କରିବା ପାଇଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଅନ୍ୟ ଜିଲ୍ଲାର Continue Reading
Odisha News
ଭୁବନେଶ୍ବର, ୨୭/୧୨ : ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି ନିଷ୍ପତ୍ତି ନେଇଥିବା ନେଇ କୁହାଯାଇଛି । ହାତୀ ନଯିବା ପର୍ଯ୍ୟନ୍ତ ଶିଖରଚଣୀ ପୀଠକୁ ବନ୍ଦ ରଖାଯାଇଛି ।ଖବର ଅନୁସାରେ, ଭୁବନେଶ୍ୱର ଶିଖରଚଣ୍ଡୀ ପାହଡ଼ରେ ୨ ଦନ୍ତା ହାତୀ ବୁଲୁଥିବା ନେଇ ଖବର ସାମ୍ନାକୁ ଆସିଥିଲା । ଗତ ୫ ଦିନ ହେଲା ଶିଖରଚଣ୍ଡୀ ପାହଡ଼ରେ ବୁଲୁଛନ୍ତି ହାତୀ ।ତେବେ […]Continue Reading