Home Archive by category Odisha News (Page 13)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୨/୯: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ‘ଉଲ୍ଲାସ’ କାର୍ଯ୍ୟକ୍ରମ ଅଧୀନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା ଅନୁଷ୍ଠିତ ହୋଇଛି।ବ୍ଲକର ୧୬ଟି କ୍ଲଷ୍ଟରରେ ଏହି ପରୀକ୍ଷା ଆୟୋଜିତ ହୋଇଥିବା ବେଳେ ପ୍ରାୟ ୧୮୦୦ରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଏଥିରେ ଅଂଶ ଗ୍ରହଣ କରିଥିଲେ। ବାଲିଗୁଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କ ସମେତ ସହକାରୀ ଗୋଷ୍ଠୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧ /୯ : ଲୋକଙ୍କ ସମସ୍ୟାର ତ୍ୱରିତ ସମାଧାନ ଏବଂ ପ୍ରଶାସନିକ ସେବାକୁ ଅଧିକ ଜନମୁଖୀ କରିବା ଲକ୍ଷ୍ୟରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ସୋମବାର ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଥିଲା।ଶିବିରରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ଶତାଧିକ ଜନସାଧାରଣ ନିଜ ଅଭିଯୋଗ ଉପସ୍ଥାପନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୯ : ଗଜପତି ଜିଲ୍ଲାରେ ସମ୍ଭାବ୍ୟ ଗଭୀର ଅବଜପତିପାତ ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନୀନ୍ଦ୍ର ହୋନନାଗା\’ଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇ ଯାଇଅଛି।ଭାରତୀୟ Continue Reading
Odisha News
ଡ଼. ସତ୍ୟଜିତ ନାୟକ, ଆଇପିଏସ୍କଟକ, ୧୯/୯ : ରାଧା ଅଷ୍ଟମୀ କେବଳ ଏକ ଧାର୍ମିକ ପର୍ବ ନୁହେଁ; ଏହା ନିଷ୍କାମ ପ୍ରେମ, ଅନନ୍ୟ ଭକ୍ତି, ତ୍ୟାଗ, ସମର୍ପଣ ଓ ଆତ୍ମିକ ପବିତ୍ରତାର ଏକ ଶାଶ୍ୱତ ବାର୍ତ୍ତା। ଶ୍ରୀରାଧାଙ୍କ ଜୀବନ ଓ ଭକ୍ତିଭାବ ମାନବ ସମାଜକୁ ଏହି ଶିକ୍ଷା ଦିଏ ଯେ ସତ୍ୟ ପ୍ରେମ କୌଣସି ପ୍ରତିଦାନ ଆଶା କରେ ନାହିଁ। ଏହା ହୃଦୟକୁ ପବିତ୍ର କରେ, ମନକୁ ଶାନ୍ତ କରେ ଏବଂ ମଣିଷକୁ ମାନବିକତାର ପଥରେ ଆଗେଇ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୯/୯ : ପୂଜା, ପର୍ବପର୍ବାଣୀ ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର କାରଣ ପାଲଟିଛି। ଉଚ୍ଚଶବ୍ଦରେ ଦୀର୍ଘ ସମୟ ଧରି ଡିଜେ ବାଜିବା ଯୋଗୁଁ ବୟସ୍କ, ଶିଶୁ ଓ ଅସୁସ୍ଥ ବ୍ୟକ୍ତିମାନେ ବିଶେଷ ଭାବେ ହଇରାଣ ହେଉଥିବା ଅଭିଯୋଗ ହେଉଛି।ବିଶେଷ କରି ହୃଦ୍‌ରୋଗୀ ଓ ଅନ୍ୟ ଗୁରୁତର ରୋଗୀଙ୍କ ପାଇଁ ଅତ୍ୟଧିକ ଶବ୍ଦ ଅଡୁଆ ସୃଷ୍ଟି କରୁଛି।ଡିଜେର ପ୍ରଚଣ୍ଡ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୯/୯ : ପ୍ଲାଷ୍ଟିକ ବର୍ଜ୍ୟବସ୍ତୁର ସୁପରିଚାଳନା ଓ ଏଥିରୁ ଇନ୍ଧନ ତଥା ଶକ୍ତି ଉତ୍ପାଦନ ସମ୍ପର୍କରେ ଜନସଚେତନତା ସୃଷ୍ଟି ଲକ୍ଷ୍ୟରେ ଆଜି ଗଜପତି ଜିଲ୍ଲା କାଶୀନଗର ବ୍ଲକ୍ ଅନ୍ତର୍ଗତ ଚିତ୍ରକାର ଲକ୍ଷ୍ମୀପୁର ଗ୍ରାମରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ପାରଳାଖେମୁଣ୍ଡିର ଛାତ୍ରଛାତ୍ରୀ ମାନଙ୍କ ପକ୍ଷରୁ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନେ ‘ପ୍ଲାଷ୍ଟିକ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୯/୯: ଖୋର୍ଦ୍ଧା ସହରର ନୂଆ ବସ୍‌ଷ୍ଟାଣ୍ଡ ଅଞ୍ଚଳରୁ ଟିଏଲ୍‌ସି ରାସ୍ତାର ଦୀର୍ଘଦିନର ଦୁରବସ୍ଥାକୁ ନେଇ ପ୍ରଦେଶ କଂଗ୍ରେସ କମିଟିର ସାଧାରଣ ସମ୍ପାଦିକା ସୋନାଲି ସାହୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତାର ତୁରନ୍ତ ପୁନର୍ନିର୍ମାଣ ଓ ମରାମତି ପାଇଁ ସେ ଶନିବାର ଜିଲ୍ଲାପାଳଙ୍କୁ ଏକ ପତ୍ର ଲେଖି ଅନୁରୋଧ କରିଛନ୍ତି।ପତ୍ରରେ ସୋନାଲି ସାହୁ ଦର୍ଶାଇଛନ୍ତି ଯେ, Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୧୯/୯ : ଦର୍ଶନ ପାଇଁ ଯାଇଥିଲେ, ହେଲେ ଫେରିଲାନି ଜୀବନ। ମଧ୍ୟପ୍ରଦେଶରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୮ ଜଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ପରେ ଏବେ ଶୋକରେ ବୁଡ଼ିଛି ଭୁବନେଶ୍ୱର।ମୃତକମାନେ ଭୁବନେଶ୍ୱର ଜୟଦେବ ବିହାର ଅଞ୍ଚଳର ବୋଲି ଜଣାପଡ଼ିଛି। ଏହି ଦୁଃଖଦ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।ମଧ୍ୟପ୍ରଦେଶର ଆଗର ମାଲୱା ଜିଲ୍ଲା ନାଲଖେଡ଼ାରେ ଥିବା ମା’ ବଗଳାମୁଖୀ ମନ୍ଦିର Continue Reading
Odisha News
ନବରଙ୍ଗପୁର/ ଓଡ଼ିଶା, ୧୯/୯ : ଗଛକାଟି ଫରେଷ୍ଟର ନିଲମ୍ବିତ । ବିନା ଅନୁମତିରେ ବେଆଇନ ଭାବେ ଗଛ କାଟିବା ଏବଂ ଆର୍ଥିକ ଅନିୟମିତତା ଅଭିଯୋଗରେ ଓଡ଼ିଶାର ନବରଙ୍ଗପୁର ଡିଏଫ୍ଓ (DFO) ଉଦୟନ ସୁବୁଦ୍ଧି ଜଣେ ଫରେଷ୍ଟରଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।ନିଲମ୍ବିତ ହୋଇଥିବା ଅଧିକାରୀ ଜଣକ ହେଉଛନ୍ତି ନବରଙ୍ଗପୁର ଡାବୁଗାଁ ରେଞ୍ଜ ମୈଦଲପୁର ସେକ୍ସନର ଫରେଷ୍ଟର ବିପିନ କୁମାର ହରିଜନ।ସୂଚନା ଅନୁଯାୟୀ ଫରେଷ୍ଟର ବିପିନ କୁମାର ହରିଜନ ଝରିଗାଁ ମୋହରା ସେକ୍ସନରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୮/୯ : କଲରାପତରିଆ ବାଘର ଛାଲ ବିକ୍ରି ପାଇଁ ନେଉଥିବା ବେଳେ ବନ ବିଭାଗ ଓ ପୋଲିସର ମିଳିତ ଚଢ଼ାଉରେ ଜଣେ ବ୍ୟକ୍ତି ଧରାପଡ଼ିଛନ୍ତି। ତାଙ୍କ ନିକଟରୁ ଦୁଇଟି କଲରାପତରିଆ ବାଘର ଛାଲ ଜବତ କରାଯାଇଛି।ଏହି ଘଟଣାକୁ ନେଇ ବନ୍ୟଜନ୍ତୁ ଚମଡ଼ାର ବେଆଇନ କାରବାର ଉପରେ ପୁଣିଥରେ ପ୍ରଶ୍ନ ଉଠିଥିବା ବେଳେ, ଏହା ପଛରେ ଥିବା ଚେର ଖୋଜିବାକୁ ବନ ବିଭାଗ ତଦନ୍ତ ଆରମ୍ଭ କରିଛି।ସୂଚନାନୁଯାୟୀ, ବନ୍ୟଜନ୍ତୁ ସାମଗ୍ରୀ ବେଆଇନ Continue Reading