Home Archive by category Odisha News (Page 131)

Odisha News

Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୦/୧୨ : ଜିଲ୍ଲା ସ୍ତରୀୟ ସୁଶାସନ ସପ୍ତାହ “ପ୍ରଶାସନ ଗାଁ କି ଓର” ସମ୍ପର୍କିତ ଏକ କର୍ମଶାଳା କାର୍ଯ୍ୟକ୍ରମ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ ଓସ୍ଵାନ ହଲ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତାରେ ଶୁଭାରମ୍ଭ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ଶିକ୍ଷା , ସ୍ୱାସ୍ଥ୍ୟ ଓ ଯୋଗାଯୋଗ ସମେତ ସାଧାରଣ ଜନତାଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରି ସମସ୍ତ Continue Reading
Odisha News
ଜଗତସିଂହପୁର, ୨୦/୧୨ : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍। ଜଗତସିଂହପୁର ବନ ବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।ଜଗତସିଂହପୁର ସଦର ଥାନା ଚାଟରା ସ୍ଥିତ ବାସ ଭବନ ଓ ସରକାରୀ କାର୍ଯ୍ୟାଳୟ ସମେତ ଏକା ସଙ୍ଗରେ ୫ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍। ତିର୍ତ୍ତୋଲ ଥାନା ସାମନ୍ତରାୟପୁର ଗାଁ ସ୍ଥିତ ପୈତୃକ ବାସଭବନରେ ବି ଚଢାଉ ହୋଇଛି। ଚଢଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର, Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୦/୧୨: ବଲାଙ୍ଗିର ସହରର ପ୍ରଣବିନ୍ଦୁ ସର୍ବ ପୁରାତନ ଦେଉଲବନ୍ଧ ଏବଂ କରଙ୍ଗାକଟା ପୋଖରୀ ପଙ୍କ ରେ ପୋତି ହୋଇ ତାର ଅସ୍ତିତ୍ବ ହରାଇ ବସିଲାଣି।ପୁନଃରୁଦ୍ଧାର ହେବ ବୋଲି ପ୍ରକାଶ କରିଛନ୍ତି ବଲାଙ୍ଗିର ପୌରପରିଷଦ ନିର୍ବାହୀ ଅଧିକାରୀ।ସର୍ବ ପୁରାତନ ଏହି ଦୁଇଟି ପୋଖରୀ ବଲାଙ୍ଗିର ସହରର ପ୍ରାଣକେନ୍ଦ୍ର କହିଲେ କୌଣସି ଅତ୍ୟୁକ୍ତି ହେବ ନାହିଁ।ଏହାର ଜଳ କୁ ନିତ୍ୟ ବ୍ୟବହାର୍ଯ୍ୟ ଭାବେ ବ୍ୟବହାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୦/୧୨ : ପାଣିରେ ବୁଡ଼ି ବୃଦ୍ଧଙ୍କ ମୃତ୍ୟୁ ଘଟିଛି ଏପରି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି, କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଦନେକବାଡ଼ି ପଞ୍ଚାୟତର ପାଡ଼ାନକେତା ଗ୍ରାମରେ, ଉକ୍ତ ଗ୍ରାମର ଡରାପା ପ୍ରଧାନ ଦୀର୍ଘ ବର୍ଷ ହେବ ଅପସ୍ମର ରୋଗରେ ପୀଡିତ ଥିଲେ ।ମଝିରେ ମଝିରେ ସେ ଅସୁସ୍ଥ ହେଉଥିଲେ ସେ ଅନେକ ଥର ଏଣେ ତେଣେ ଯାଉଥିଲେ ତାଙ୍କର ଦୁଇ ପୁଅ ବୋହୁ ଯତ୍ନନେଇ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨୦/୧୨ : ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ସହରରେ ଥିବା କ୍ୟାବିନ ଉଚ୍ଛେଦ ଅଭିଯାନ ବିଗତ ଦିନରେ ଜୋରଦାର ହୋଇଥିଲା। ମାରୱାଡ଼ି ପଟିରୁ ଆରମ୍ଭ ହୋଇ ଆଦର୍ଶ ଥାନା ସାମାନାରେ ଥିବା କ୍ୟାବିନ, ତହସିଲଦାର କାର୍ଯ୍ୟାଳୟ ସମୁଖ, ପଞ୍ଚ ସଖା ପରିବା ବଜାର ପର୍ଯ୍ୟନ୍ତ ,ପରବର୍ତ୍ତୀ ସମୟରେ ପୋଷ୍ଟ ଅଫିସ ସମ୍ମୁଖରେ ଥିବା କିଛି କ୍ୟାବିନ ଉଚ୍ଛେଦ ହୋଇଥିଲା।ସେମାନଙ୍କୁ ଟିଏଲସି ପରିବା ବଜାର ଏବଂ ପାଖରେ ପୌର ପରିଷଦ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼ , ୨୦/୧୨ : ନୟାଗଡ଼ ଜିଲ୍ଲା ଦୌରା ଜଜ୍ ତଥା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଙ୍କ ନିର୍ଦ୍ଦେଶ ରେ ସଚିବ, ଅଞ୍ଜଳି ମଛଖଣ୍ଡ ଙ୍କ ପ୍ରତେକ୍ଷ ତତ୍ତ୍ଵାବଧାନରେ ଦଶପଲ୍ଲା ବ୍ଲକ , ଘୁଗୁଡ଼ିପଡ଼ା ପଞ୍ଚାୟତ ର ଘୁଗୁଡ଼ି ପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଶତାଧିକ ଛାତ୍ର ଛାତ୍ରୀ, ଅଧିକାର ମିତ୍ର ମାନଙ୍କୁ ନେଇ ଅଧାରୁ ପାଠ ଛାଡୁଥିବା ଛାତ୍ର ଛାତ୍ରୀ ମାନଙ୍କ ଉପରେ ଏକ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୧୨ : ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧ ଅଫିସ ଦ୍ୱାରା ଜିଲ୍ଲା କୋର୍ଟ ପରିସରରେ “ମାନ୍ୟବର ସୁପ୍ରିମକୋର୍ଟଙ୍କ ରାୟର ଇଂରାଜୀରୁ ଆଞ୍ଚଳିକ ଭାଷାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର କରି SUVAS(ସଫ୍ଟୱେର୍)କୁ ଅନୁବାଦ, ଓଡ଼ିଶା ହାଇକୋର୍ଟ ଭିଡିଓ କନଫରେନ୍ସିଂ ଫର୍ କୋର୍ଟ୍ସ ନିୟମ, ୨୦୨୦ ଏବଂ ସେମାନଙ୍କ ପାଇଁ ଉପଲବ୍ଧ ସୂଚନା ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ସୁବିଧା ଏବଂ ମାନ୍ୟବର ଓଡ଼ିଶା ହାଇକୋର୍ଟର Continue Reading
Odisha News
ଭୁବନେଶ୍ବର, ୧୯/୧୨: ସାଧାରଣ ନର୍ବାଚନରେ ପରାଜୟ ପରଠୁ ବିଜେଡିର ଦଳୀୟ କନ୍ଦଳ ପଦାରେ ପଡ଼ିଛି। ଦଳ ଅନ୍ୟ କାହାର ଇଙ୍ଗିତରେ ପରିଚାଳିତ ହେଉଥିବା ଅଭିଯୋଗ ଆଣି ଅନେକ ଦଳୀୟ ନେତା ଓ କର୍ମୀ ଅସନ୍ତୋଷ ପ୍ରକାଶ କରୁଥିବାର ଦେଖିବାକୁ ମିଳିଛି।ଖାଲି ସେତିକି ନୁହେଁ ବିଭିନ୍ନ ସମୟରେ ନେତା ମେଳି ମଧ୍ୟ କରୁଛନ୍ତି। ଯାହାକୁ ନେଇ ବେଶ୍ ଚର୍ଚ୍ଚା ବି ହେଉଛି। ଅବଶ୍ୟ ଦଳ ସଭାପତି ଏହାକୁ ନେଇ ତାଗିଦ କରିଛନ୍ତି। ହେଲେ ଏବେ ପୁଣି କିଛି ଦଳୀୟ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୯/୧୨ : ବୌଦ୍ଧ ବ୍ଲକ ମେଣ୍ଢାମାଳ ହାଇସ୍କୁଲ ଠାରେ ଶୁକ୍ରବାର ଜିଲ୍ଲାର ସମସ୍ତ ମେଣ୍ଡିମାଳ ହାଇସ୍କୁଲଠାରେ ଜିଲ୍ଲାସ୍ତରୀୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ବିଦ୍ୟାଳୟ ସମୁହର ବାର୍ଷିକ କ୍ରୀଡା ପ୍ରତିଯୋଗୀତା ଅନୁଷ୍ଠିତ ହୋଇ ଯାଇଛି ।ମେଣ୍ଢ୧ମାଳ ହାଇସ୍କୁଲ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ରୀଡା ଉତ୍ସବରେ ଜିଲ୍ଲା ମଙ୍ଗଳ ଅଧିକାରୀ ସୂର୍ଯ୍ୟ ନାରାୟଣ ବେହେରା ମୁଖ୍ୟ ଅତିଥି ଭାବରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୯/୧୨: ଓଡ଼ିଶା ରାଜ୍ୟ ନିର୍ବାଚନ କମିଶନର ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ ଶ୍ରୀ ମୁଧୁସୁଦନ ପାଢ଼ୀ ଖୋର୍ଦ୍ଧା ଜିଲ୍ଲା ଗସ୍ତକରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଆଗାମୀ ଦିନରେ ହେବାକୁ ଯାଉଥିବା ସାଧାରଣ ପୌରସଂସ୍ଥା ଓ ପଂଚାୟତ ନିର୍ବାଚନ ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରି ବିଭାଗୀୟ ଅଧିକାରୀ ଏବଂ ସମସ୍ତ ବି ଡି ଓ ତହସିଲଦାର, ପୌର ନିର୍ବାହୀ ଅଧିକାରୀ ମାନଙ୍କ Continue Reading