Home Archive by category Odisha News (Page 140)

Odisha News

Odisha News
କଟକ , ୧୦/୧୦ : ସୋସିଆଲ୍ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡ଼ା ଚେତାବନୀ । ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ କହିଲେ ପୋଲିସ କମିଶନର । ଦରଘା ବଜାର ଓ କଦମ ରସୁଲରେ ପୋଲିସର ଫ୍ଲାଗମାର୍ଚ୍ଚ ।କଟକ ସହର ସାରା ପୋଲିସ ମୁତୟନ ଅଛନ୍ତି, ସ୍ଥିତି ସ୍ବାଭାବିକ ଅଛି । ତଥାପି କିଛି ଲୋକ ସୋସିଆଲ ମିଡିଆରେ ବିଭ୍ରାନ୍ତ ତଥ୍ୟ ରଖୁଛନ୍ତି । ସୋସିଆଲ ମିଡିଆରେ ବିଭ୍ରାନ୍ତ ତଥ୍ୟ ରଖୁଛନ୍ତି, […]Continue Reading
Odisha News
ରାଜନଗର, ୧୦/୧୦ : ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ବେଳେ ଘଟିଲା ଅଘଟଣ। ସତଭାୟା ସମୁଦ୍ରରେ ବୁଡ଼ିଲା ବୋଟ। ଅଳ୍ପକେ ବର୍ତ୍ତିଲେ ୮ ମତ୍ସ୍ୟଜୀବୀ। ସମସ୍ତଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନରେ ଛଡାଯାଇଛି। ତେବେ ବୋଟଟି ଭଦ୍ରକ ଅଞ୍ଚଳର ଆସିଥିବା ନେଇ ସୂଚନା ମିଳିଛି।ସୂଚନା ଅନୁସାରେ, ଗୁରୁବାର ବିଳମ୍ବିତ ରାତିରେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ତାରିଣୀ -୨ ବୋଟ୍ ଟି ସମୁଦ୍ରକୁ ମାଛ ମାରିବା ପାଇଁ ଯାଇଥିଲା।ଏହି ସମୟରେ ହଠାତ ବୋଟଟି ଭାରସାମ୍ୟ ହରାଇ Continue Reading
Odisha News
ବ୍ରହ୍ମପୁର, ୧୦/୯ : ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ୭ ଜଣ ଅଟକ ଥିବା ସୂଚନା ମିଳିଛି । ଅଭିଯୁକ୍ତଙ୍କ ମଧ୍ୟରେ ୨ ଜଣ ଯବାନ ଥିବା କୁହାଯାଉଛି । ଜଣେ ସିଆଇଏସଅଫ ଯବାନ ଓ ଜଣେ ଅଷ୍ଟମ ବାଟାଲିୟନର ଯବାନଙ୍କୁ ଅଟକ ରଖାଯାଇଥିବା ସୂଚନା ମିଳିଛି ।ରିଜର୍ଭ ବାରାକରେ ଚାଲିଛି ପଚରାଉଚରା । ଦିଗପହଣ୍ଡି, ହିଞ୍ଜିଳି ଅଞ୍ଚଳର ଯୁବକଙ୍କୁ ଜେରା କରାଯାଉଛି । କିଛି ଟୋଲଗେଟ ରେ ବି ପୁଲିସ ଛାନଭିନ ଚଳାଇଥିବା […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୯/୧୦ : ଆଜି ପୂର୍ବାହ୍ନରେ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ଜିଲ୍ଲା ସମଗ୍ର ଶିକ୍ଷା ଆନୁକୁଲ୍ୟରେ ସ୍ଥାନୀୟ ବିଜେବି ହାଇସ୍କୁଲ ପ୍ରେକ୍ଷାଳୟ ସଭାଗୃହ ଠାରେ ଆସ ସ୍କୁଲ ଯିବା ଜିଲ୍ଲାସ୍ତରୀୟ ପଦଯାତ୍ରା ସଭାରେ ମାନ୍ୟବର ବିଧାୟକ ଖୋର୍ଦ୍ଧା, ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦେବ ମୁଖ୍ୟଅତିଥି ଭାବେ ଯୋଗଦେଇ ଶ୍ରୀ ଗଣନାଥଙ୍କ ପ୍ରତିମୂର୍ତ୍ତିରେ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ ପୂର୍ବକ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼ , ୯/୧୦ : ପ୍ରଦେଶ କଂଗ୍ରେସ କମିଟି ପ୍ରଥମ ସଭାପତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଏବଂ “ସମାଜ” ଖବରକାଗଜ ଏବଂ ଲୋକସେବକ ମଣ୍ଡଳ ପ୍ରତିଷ୍ଠାତା ଅଧ୍ୟକ୍ଷ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶ ଙ୍କ ପବିତ୍ର ଜନ୍ମଜୟନ୍ତୀ ଅବସରରେ ସ୍ଥାନୀୟ ରାମକୃଷ୍ଣ ଆଦର୍ଶ ବିଦ୍ୟାଳୟ ପରିସରରେ ସ୍ଥାପିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ଶ୍ରୀ ରଣଜିତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୧୦ : ଆଜି ବିଜୁ ଜନତାଦଳ ହରଭଙ୍ଗା ବ୍ଲକ କମିଟି ପକ୍ଷରୁ ସାମାଜିକ ଗଣମାଧ୍ୟମରେ ନବୀନ ବାବୁଙ୍କ ନୀତି ଆଦର୍ଶ ତଥା ଦଳର ଅଭିମୁଖ୍ୟକୁ ସ୍ପଷ୍ଟ ଭାବରେ ଭୟଶୁନ୍ୟ ହୋଇ ଉପସ୍ଥାପନା କରିବା ପାଇଁ ଏକ କର୍ମୀ ସମ୍ମିଳନୀ ବ୍ଲକ ସଭାପତି ପଙ୍କଜ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଦଳର ଜିଲ୍ଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ବାଚସ୍ପତି ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ବରିଷ୍ଠ ନେତୃତ୍ୱ ସୀତାରାମ ଅଗ୍ରୱାଲ Continue Reading
Odisha News
ଭୁବନେଶ୍ବର , ୯/୧୦ : ଓଡ଼ିଶା ପୁଲିସ୍ ରିକ୍ରୁଟମେଣ୍ଟ ବୋର୍ଡ (ଓପିଆର୍‌ବି) ଦ୍ୱାରା ପରିଚାଳିତ ହେବାକୁ ଥିବା ଓଡ଼ିଶା ପୁଲିସ ସନ୍‌ଇନ୍‌ସ୍ପେକ୍ଟର (ଏସ୍‌ଆଇ) ନିଯୁକ୍ତି କେଳେଙ୍କାରୀ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଆଉ ଏକ ବଡ଼ ଖୁଲାସା କରିଛି।ଏହି ପରୀକ୍ଷାରେ ଜାଲିଆତି ମାମଲାରେ କ୍ରାଇମ୍‌ବ୍ରାଞ୍ଚ ରାଜ୍ୟର ଏକ ଜଣାଶୁଣା ଘରୋଇ କୋଚିଂ ସେଣ୍ଟର ‘ବଣିକ’ ଉପରେ ଚଢ଼ଉ କରିଛି। ଇନଷ୍ଟିଚ୍ୟୁଟରେ ଏସ୍‌ଆଇ ଆଶାୟୀ ପାର୍ଥୀଙ୍କୁ ତାଲିମ ଅଭିଯୋଗରେ ଏହି ଚଢ଼ଉ Continue Reading
Odisha News
ଭୁବନେଶ୍ବର , ୯/୧୦ : ଗୁରୁବାର ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ। ଏହି ଅବସରରେ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଆୟୋଜନ କରାଯାଇଛି। ବିଧାନସଭା ପରିସରରେ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି।ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାଏକ, ବିଧାୟକ ବାବୁ ସିଂଙ୍କ ସମେତ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି।ଏହି ଅବସରରେ Continue Reading
Odisha News
ଭୁବନେଶ୍ୱର , ୯/୧୦ : ଭୁବନେଶ୍ୱରସ୍ଥିତ ବାବା ଲିଙ୍ଗରାଜ ମନ୍ଦିରରେ ବଜ୍ରପାତ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ ପାଇଁ ଭାରତୀୟ ପତ୍ନତତ୍ତ୍ୱ ବିଭାଗ ଟିମ୍ ପହଁଚିଛି ।ଏଏସ୍ଆଇର ଏକ ଟିମ୍ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରି ବଜ୍ରପାତ୍ର ମନ୍ଦିର କୌଣସି କ୍ଷତି ହୋଇଛି କି ନାହିଁ ତାହା ତଦାରଖ କରିବ । ଏହା ସହିତ ପୋଡ଼ି ଯାଇଥିବା ପତାକାକୁ କଢ଼ାଯାଇ ନୂଆ ପତାକା ଲଗାଯାଇଛି ।ଗତକାଲି ଅପରାହ୍ନରେ ବଜ୍ରପାତ ଯୋଗୁଁ ଲିଙ୍ଗରାଜ ମନ୍ଦିରରେ ବ୍ୟାପକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୧୦ : ଭାରତୀୟ କପା ନିଗମ ଲିମିଟେଡ଼ ଓ ନିୟନ୍ତ୍ରିତ ବଜାର କମିଟି ପାରଳାଖେମୁଣ୍ଡି ପକ୍ଷରୁ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ମୁଖ୍ୟ ଅତିଥି ଭାବରେ ଯୋଗଦେଇ କପା ଚାଷୀଙ୍କ ସଚେତନତା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଚଳିତ କପା ବର୍ଷ ୨୦୨୫-୨୬ ଏମଏସପି: ଅନୁଯାୟୀ କପା ବିକ୍ରି କରିବାକୁ ଗୁଗୁଲ ପ୍ଲେଷ୍ଟୋଟ ଏଵଂ ଆପଲ ଆଇଓଏସ ପୋଷ୍ଟରେ ଉପଲବ୍ଧ Continue Reading