ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୩୦/୧୦ : ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପ ଯେ ଏତେ ଭୟଙ୍କର ହୋଇପାରେ, ତାହାର ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ ଆସିଛି କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ଅନ୍ତର୍ଗତ ଡାଙ୍ଗେଶି ଗ୍ରାମରୁ। ପ୍ରବଳ ବର୍ଷା ପରେ ପାହାଡ଼ରୁ ମାଡ଼ି ଆସିଥିବା ମାଟି, ପଥର ଓ ପଙ୍କରେ ଗୋଟିଏ ହସଖୁସିର ପରିବାର ମାଟିରେ ମିଶିଯାଇଛି।ଏହି ଭୂସ୍ଖଳନରେ ଏକାସାଙ୍ଗରେ ଜୀବନ ହରାଇଛନ୍ତି ସ୍ୱାମୀ, ସ୍ତ୍ରୀ ଓ ସେମାନଙ୍କର ମାତ୍ର ୭ ମାସର Continue Reading




