ଭୁବନେଶ୍ବର, ୨୪/୧୦ : ଆଉନାହାନ୍ତି ପ୍ରଖ୍ୟାତ କବି ଓ ଲେଖକ ରାଜେନ୍ଦ୍ର କିଶୋର ପଣ୍ଡା। ଆଜି(ଶୁକ୍ରବାର) ସକାଳ ୧୧.୩୦ରେ ତାଙ୍କ ପରଲୋକ ହୋଇଛି।ମରି କି ବି ଅମର ରହିବେ ପ୍ରଥିତଯଶା କବି, ଔପନ୍ୟାସିକ ଓ ପୂର୍ବତନ ପ୍ରଶାସକ ରାଜେନ୍ଦ୍ର କିଶୋର ପଣ୍ଡା। ନିଜ କାଳଜୟୀ କୃତି, ଲେଖକୀୟ ଢାଞ୍ଚା, ଚିର ସବୁଜ ସୃଷ୍ଟି, ସାହିତ୍ୟ ଜଗତରେ ନିଜର ରାଜକୀୟ ଛାପ ପାଇଁ ସ୍ବର୍ଗତ କବି ରାଜେନ୍ଦ୍ର କିଶୋର ପଣ୍ଡା ପାଠକଙ୍କ ମନରେ ତ ଅମର ରହିବେ କିନ୍ତୁ […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ, ୨୪/୧୦ : ଆଜି ସକାଳ ୧୦.୩୦ ମିନିଟ ସମୟରେ ଜିଲ୍ଲା ପରିଷଦ ସୃଜନ ସମ୍ମିଳନୀ କକ୍ଷରେଜିଲ୍ଲା ଉନ୍ନୟନ ସମନ୍ୱୟ ପର୍ଯ୍ୟାଲୋଚନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ ମାନ୍ୟବର ସାଂସଦ, କଟକ ନିର୍ବାଚନ ମଣ୍ଡଳୀ ଡଃ ଭର୍ତ୍ତୃହରି ମହତାବ । କାର୍ଯ୍ୟକ୍ରମର ପ୍ରାରମ୍ଭରେ ଆଜିର କାର୍ଯ୍ୟସୂଚୀ ଅନୁଯାୟୀ ଆଲୋଚନା ହୋଇଥିଲା।ମାନ୍ୟବର ସାଂସଦ ପ୍ରାରମ୍ଭରେ ମେଗା ପାଇପ୍ ୱ।ଟର ସପ୍ଲାଏ ଉପରେ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୧୦ : ଆଜି ଅପରାହ୍ନ ୪ ଘଣ୍ଟା ସମୟରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଭୁତିଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଉତ୍କର୍ଷରମାତ୍ରା ନିର୍ଧାରଣ କମିଟି ଓ ଜିଲ୍ଲା ସ୍ତରୀୟ ଉପଦେଷ୍ଟା କମିଟି (PC&PNDT) ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ, ଡାକ୍ତର ସଂଘମିତ୍ରା ପଣ୍ଡା, ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସନ୍ତୋଷ କୁମାର ତ୍ରିପାଠୀ, Continue Reading
ଭୁବନେଶ୍ୱର,୨୪/୧୦: ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ରାଜ୍ୟରେ କୃଷି ବିଭାଗ ପକ୍ଷରୁ ରବି କ୍ୟାମ୍ପେନ ଆରମ୍ଭ ହୋଇଥିବା ସେ କହିଛନ୍ତି।ଡାଲି ଏବଂ ତୈଳବିଜ ଚାଷ ପାଇଁ ରବି କ୍ୟାମ୍ପେନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହା ଦ୍ୱାର ଆଳୁ ଏବଂ ଡାଲିରେ ଓଡ଼ିଶା ଆତ୍ମନିର୍ଭର ହୋଇପାରିବ।ପଶ୍ଚିମବଙ୍ଗ ଆଉ ନାଲି ଆଖି ଦେଖାଇ ପାରିବ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସିଂଦେଓ କହିଛନ୍ତି। ଆଳୁ ଚାଷ ପାଇଁ ଚାଷୀଙ୍କୁ ୩ ଲକ୍ଷ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୪/୧୦ : ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଭାରତର ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଓ ଏକତା ପଦଯାତ୍ରା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ମାନ୍ୟବର ବ୍ରହ୍ମପୁର ସାଂସଦ ଡ଼: ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ । ବୈଠକରେ ମୁଖ୍ୟତଃ ଆସନ୍ତା ନଭେମ୍ବର ୭ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨୪/୧୦ : (ଗୁରୁବାର) ଦିବା ୧୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସାଇବର ସୁରକ୍ଷା କାର୍ଯ୍ୟକ୍ରମ ସମ୍ପର୍କୀତ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନାଙ୍କ ସମେତ ବିଭିନ୍ନ ଭିଭାଗର ଅଧିକାରୀ ଓ ପୋଲିସ ବିଭାଗର ଅଧିକାରୀ Continue Reading
ଭୁବନେଶ୍ୱର, ୨୪/୧୦ : ଏଣିତି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ। ଏନେଇ ୧୯ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି।ଅତିରିକ୍ତ ଚାଉଳ ବଣ୍ଟନ ଶେଷ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ରାସନ କାର୍ଡଧାରୀଙ୍କୁ ୫କେଜି ଅଧିକ ଚାଉଳ ମିଳିବ। ୧୯ ଜିଲ୍ଲାରେ ମୋଟ ୨ କୋଟି ୪୦ଲକ୍ଷ ହିତାଧିକାରୀ ଏଥିରେ ଉପକୃତ ହେବେ।ତେବେ ଅଧିକ ୫କେଜି Continue Reading
ଭୁବନେଶ୍ୱର, ୨୪/୧୦ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ ,ବଢିଲା ବାତ୍ୟା ଭୟ। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ୫ଟା୩୦ ସମୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି କ୍ଷ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୪ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଜ୍ଞାନୀ ଏକ୍ସରେ ଏନେଇ ସୂଚନା ଦେଇଛନ୍ତି ଯେ ବଙ୍ଗୋପସାଗରରେ ଏକ ବାତ୍ୟା ହେବାର ସମ୍ଭାବନା Continue Reading
ଭୁବନେଶ୍ବର , ୨୩/୧୦ : ଓଡ଼ିଶାରେ ବେଦାନ୍ତ ବିଶ୍ୱବିଦ୍ୟାଳୟ ଆଶା ପୁଣି ଦୋହରାଇଲେ ବେଦାନ୍ତ ମୁଖ୍ୟ ଅନୀଲ ଅଗ୍ରୱାଲ । କହିଲେ ସବୁ ରାଜ୍ୟ ମୋ ପଛରେ ପଡିଛନ୍ତି କିନ୍ତୁ ମୋ ହୃଦୟରେ ଓଡିଶା ଅଛି । ଆନ୍ଧ୍ର, ବିହାର ସବୁବେଳେ ଲାଗିଛନ୍ତି ।ଆମ ଦେଶର ୭ ଲକ୍ଷ ଛାତ୍ରୀଛାତ୍ରୀ ବିଦେଶରେ ପଢୁଛନ୍ତି । ଜମି ଆମର ଅଛି, ଓଡ଼ିଶା ଲୋକଙ୍କ ସମର୍ଥନ ଦରକାର । ୨ ଲକ୍ଷ କୋଟିର ପ୍ରକଳ୍ପ । ସୁପ୍ରିମକୋର୍ଟ ରାୟକୁ ସମୀକ୍ଷା […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୩/୧କ୍ଟ- ଖାଦ୍ୟ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ଗୁରୁବାର ଦିନ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ ଅନ୍ତର୍ଗତ ବାଣପୁର ବ୍ଲକ ସଭାଗୃହ ଠାରେ ଆୟୋଜିତ ଯୋଗ୍ୟ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ଼ ବଣ୍ଟନ କରାଯାଇଥିଲା।ଏହି ସମାରୋହରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଏବଂ ପୁରୀ ଲୋକସଭା ସାଂସଦ ଡ଼ାଃ ସମ୍ବିତ ପାତ୍ର ଯୋଗଦେଇ ୧୪୭ ଜଣ ହିତାଧିକାରୀଙ୍କୁ ରାସନ Continue Reading




