ଭୁବନେଶ୍ୱର, ୨୩/୧୦ : ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ବଡ଼ ଖବର। ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ। ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ ବିଦ୍ୟାଳୟରେ ପ୍ରଶ୍ନପତ୍ର ପହଞ୍ଚିବ।ପରୀକ୍ଷାର ସୁପରିଚାଳନା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ୍ଲାଇନ୍ ଜାରି ସହ ୩ ସ୍ତରୀୟ ଷ୍ଟିୟରିଂ କମିଟି ଗଠନ କରାଯାଇଛି। Continue Reading




