Home Archive by category Odisha News (Page 17)

Odisha News

Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୭/୩ : ଖୋରଧା ପୋଲିସ ଜିଲ୍ଲାରେ ଶୁକ୍ରବାର ନୂତନ ସାଇବର ଓ ଅର୍ଥନୈତିକ ଅପରାଧ ଥାନା ସ୍ଥାନୀୟ ବିଜେବି ହାଇସ୍କୁଲ ପୁରାତନ ଛାତ୍ରାବାସ ପରିସର କୋଠାରେ ଉଦ୍‌ଘାଟିତ ହୋଇଯାଇଛି।ଆଭାସୀ ମାଧ୍ୟମରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ନୂତନ ଥାନା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ବେଗୁନିଆ ବିଧାୟକ ପ୍ରଦୀପ ସାହୁ, ଜିଲାପରିଷଦ Continue Reading
Odisha News
କେନ୍ଦ୍ରାପଡା, ୭/୩: ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜଳସେଚନ ବିଭାଗ ଅଧୀନରେ ଡେରାବିଶ ଜଳସେଚନ ସବଡିଭିଜନାରୀ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପ୍ରମୋଦ ରାୟ। ଆୟ ବହିର୍ଭୁତ ସମ୍ପତି ଠୁଳ ଅବିଯୋଗରେ ସ୍ୱତନ୍ତ୍ର ବିଚାରପତି କଟକ ଭିଜିଲାନ୍ସ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡିଶା ଭିଜିଲାନ୍ସ ଦ୍ୱାରା ଚଢଉ ଜାରି ରହିଛି।ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ Continue Reading
Odisha News
ଭୁବନେଶ୍ୱର, ୭/୩ : ଯୁଦ୍ଧ ପାଇଁ ତେଲ ସରିଯିବା ଗୁଜବ ପରେ ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ କାଲି ରାତିରୁ ପ୍ରବଳଯୁଦ୍ଧ ପାଇଁ ତେଲ ସରିଯିବା ଗୁଜବ ପରେ ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ କା ପରିଲକ୍ଷିତ ହୋଇଛି।ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ ଲୋକେ ଲମ୍ବା ଲାଇନ୍ ଲଗାଇଛନ୍ତି। କିଏ ଗାଡ଼ି ଟାଙ୍କି ଫୁଲ୍ କରୁଛି ତ ଆଉ କିଏ ବ୍ୟାରେଲ୍ ତେଲ ବୋହି ନେଉଛି। ସେପଟେ କିନ୍ତୁ ଉତ୍କଳ ପେଟ୍ରୋଲିୟମ୍ ଡିଲର ସଂଘ ସମ୍ପାଦକ କହିଛନ୍ତି […]Continue Reading
Odisha News
ରାୟଗଡ଼ା, ୭/୩ : ୫ ବର୍ଷର ନାବାଳକକୁ ଗଳା କାଟି ହତ୍ୟା। ନାବାଳକକୁ ଅପହରଣ ପରେ ଗଳାକାଟି ହତ୍ୟା କରିଛନ୍ତି ଅପହରଣକାରୀ। ଥାନାରେ ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ।ଏପରି ଏକ ଚାଞ୍ଚଲ୍ୟକର ଘଟଣା ରାୟଗଡା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଚାଟିକଣା ଗାଁରେ ଘଟିଛି। ମୃତ ନାବାଳକ ବିଷମକଟକ ଥାନା ଅନ୍ତର୍ଗତ ଚାଟିକଣା ଗାଁର ପୁରଶୋତମ ଗନ୍ତାୟତଙ୍କ ୫ ବର୍ଷର ପୁଅ ଋଷି ଗନ୍ତାୟତ ବୋଲି ସୂଚନା ମିଳିଛି। ପରିବାର ଲୋକଙ୍କ ଅଭିଯୋଗକୁ ଅସଧାର କରି […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୭/୩ : (ଶୁକ୍ରବାର )ସନ୍ଧ୍ୟା ୬ ଘଟିକା ସମୟରେ ବୌଦ୍ଧ କଚେରୀ ପଡିଆ ଠାରେ ଜିଲ୍ଲା ସ୍ତରୀୟ ୭ ଦିନିଆ ସୁଭଦ୍ରା ଶକ୍ତି ମେଳା ଉଦଘାଟିତ ହୋଇଯାଇଛି ।ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହି ମେଳାର ଶୁଭ ଉଦଘାଟନ କରିଥିଲେ । ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୬/୩ : ପବିତ୍ର ଇଦ୍ ପର୍ବ ପାଳନ ପାଇଁ ମୁସଲିମ ସମ୍ପ୍ରଦାୟ ମଧ୍ୟରେ ପ୍ରସ୍ତୁତି ଜୋରଦାର ହୋଇଛି। ଇଦ୍ ମାସ ଆରମ୍ଭ ହେବା ସହିତ ମୁସଲିମ ଭାଇଭଉଣୀ ମାନେ ଧାର୍ମିକ କାର‌୍ୟ୍ୟକ୍ରମ ଓ ପୂଜାପାଠ ରେ ମଗ୍ନ ହୋଇ ପଡ଼ିଛନ୍ତି। ଏହି ପବିତ୍ର ମାସରେ ମୁସଲିମ ଧର୍ମାବଳମ୍ବୀ ମାନେ ଉପବାସ ରଖ୍ ଆଲ୍ଲାହଙ୍କ ପ୍ରାର୍ଥନା କରିଥାନ୍ତି। ଏହି ସମୟରେ ମସଜିଦ ଗୁଡ଼ିକରେ ବିଶେଷ ନମାଜ ଓ ଧାର୍ମିକ ଅନୁଷ୍ଠାନ ହେଉଥାଏ।ସକାଳୁ Continue Reading
Odisha News
ଭୁବନେଶ୍ବର, ୬/୩: ରାଜ୍ୟରେ ଆସନ୍ତା ଏପ୍ରିଲ ୧ ତାରିଖରୁ ଆରମ୍ଭ ହେବ ସ୍ବତନ୍ତ୍ର ସଘନ ସଂଶୋଧନ ବା SIR। ରାଜ୍ୟରେ SIR ଆରମ୍ଭକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍. ଏସ. ଗୋପାଳନ ସୂଚନା ଦେଇଛନ୍ତି । ସେ କହିଛନ୍ତି, ରାଜ୍ୟରେ ୯୦ ପ୍ରତିଶତ ଭୋଟର ତାଲିକାରେ ସଂଶୋଧନ ହୋଇସାରିଛି । ବାକି ୧୦ ପ୍ରତିଶତ ମଧ୍ୟରୁ ଅତିକମ୍‌ରେ ୮ ପ୍ରତିଶତ ସଂଶୋଧନ ହେବ । ଆମେ ଚେଷ୍ଟା କରୁଛୁ ଶତ ପ୍ରତିଶତ ସଂଶୋଧନ ପାଇଁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୩ : ବୌଦ୍ଧ ବ୍ଲକ ବଘିଆପଡା ପଂଚାୟତ ବେରେଡାବାରି ଗ୍ରାମର ଗୀତାଞ୍ଜଳି ଖେତି ବାଙ୍କମୁଣ୍ଡି ସ୍ୱୟଂ ସହାୟକ ଗୋଷ୍ଠୀରେ ସାମିଲ ହୋଇଥିଲେ ।ବଘିଆପଡ଼ା ଭାରତୀୟ ଷ୍ଟେଟ ବ୍ୟାଙ୍କର ବ୍ୟାଙ୍କ ମିତ୍ର ସସ୍ମିତା ପ୍ରଧାନଙ୍କ ଜରିଆରେ ଗୀତାଞ୍ଜଳି ଖେତି ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ଯୋଜନା ୪୩୬ ଟଙ୍କା ବାନ୍ଧି ଏକ ପଲିସୀ କରିଥିଲେ ।ଏଥିରେ ଗୀତାଞ୍ଜଳି ଖେତିଙ୍କ ଅକାଳ ବିୟୋଗ ଘଟିଥିଲା । ଏଥିପାଇଁ ତାଙ୍କ ପରିବାରକୁ ଏହି ଯୋଜନାରେ Continue Reading
Odisha News
ଭୁବନେଶ୍ବର, ୬/୩ : ଆଜି ଓଡ଼ିଶା ପହଞ୍ଚିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ପ୍ରଥମେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ଅମିତ ଶାହଙ୍କୁ ସ୍ବାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ନିର୍ବାଚନ ମଣ୍ଡଳୀ ସ୍ଥିତ ମହାସିଙ୍ଗ ଠାରେ ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ଉତ୍ସବ ମହାଆଡମ୍ବର ସହକାରେ ପାଳିତ ହୋଇ ଯାଇଛି ।ଏହି ଅବସରରେ ଜିଲ୍ଲା ବିଜେଡି ଉପସଭାପତି ଟୁନା ଦାସ ଙ୍କ ନେତୃତ୍ୱରେ ଆୟୋଜିତ ସଭାରେ ପ୍ରବାଦ ପୁରୁଷ ବିଜୁ ବାବୁ ଙ୍କ ଫୋଟୋ ଚିତ୍ର ରେ ଦୀପ ଧୂପ ପ୍ରଜ୍ବଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ […]Continue Reading