ମୟୂରଭଞ୍ଜ , ୧୮/୧୦ : ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି। ଅଭୟାରଣ୍ୟକୁ ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ। ପିଠାବଟା ଓ କାଳିଆଣି ଫାଟକ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ। ବ୍ୟାଘ୍ର ପ୍ରକଳ୍ପର ମଜା ନେବେ ପର୍ଯ୍ୟଟକ।ବିଭାଗ ପକ୍ଷରୁ ଜାରି କରାଯାଇଥିବା ନିୟମାବଳୀ ଅନୁଯାୟୀ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକମାନେ ବାରିପଦାର ପିଠାବଟା ଫାଟକ ଏବଂ ଯଶିପୁରର କାଳିଆଣି ଫାଟକ ଦେଇ ପ୍ରବେଶ କରିବେ।ଦୈନିକ ସର୍ବାଧିକ ପ୍ରଥମେ Continue Reading




