ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୯ : ବଢୁଥିବା ଅପରାଧକୁ କମ କରାଯାଇ କିପରି ସମାଜରେ ଶାନ୍ତି ପ୍ରତିଷ୍ଠା କରାଯାଇପାରିବ, ସେ କଥାକୁ ନଜରରେ ରଖି ଆଜି ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାଇ ମିନାଙ୍କ ସଭାପତିତ୍ୱରେ ଗଜପତି ଜିଲ୍ଲା ଆରକ୍ଷୀ ଅଧିକାରୀ କାର୍ଯ୍ୟାଳୟରେ ଜିଲ୍ଲାର ସମସ୍ତ ଥାନା ଅଧିକାରୀ ତଥା ସରକାରୀ ଓକିଲମାନଙ୍କର ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା।ଉକ୍ତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅବକାରୀ ବିଭାଗ ଆରକ୍ଷୀ ଅଧିକ୍ଷକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୯ : ଗଜପତି ଜିଲ୍ଲାର କାଶୀନଗର ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚ୍ସି) ପରିସରରେ ଆଜି ରୋଗୀ କଲ୍ୟାଣ ସମିତି (ଆରୋଗ୍ୟ କଲ୍ୟାଣ ସମିତି)ର ଗଭର୍ଣ୍ଣିଂ ବଡି ବୈଠକ ଅନୁଷ୍ଠିତ ହୋଇଯାଇଛି।ବୈଠକରେ ମୁଖ୍ୟତଃ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନଙ୍କୁ ଉନ୍ନତମାନର ଚିକିତ୍ସା ଓ ଆବଶ୍ୟକ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ସହିତ ଚିକିତ୍ସାଳୟର ବିଭିନ୍ନ ସମସ୍ୟା, ଭିତ୍ତିଭୂମିର ବିକାଶ ଓ ରୋଗୀ ମାନଙ୍କ ସୁବିଧା ବ୍ୟବସ୍ଥା Continue Reading
ଭୁବନେଶ୍ୱର,୯/୯ : ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା ଓ ବୈଠକ ଅନୁଷ୍ଠିତ ହେବ।ଏହି ପରିପ୍ରେକ୍ଷୀରେ ବ୍ୟବସାୟିକ ୟୁନିଟ୍ ଓ ଗ୍ରୁପ କମ୍ପାନୀଗୁଡ଼ିକ ସହ ରାଉଣ୍ଡ ଟେବୁଲ ଆଲୋଚନାମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଓଡ଼ିଶା ପ୍ରତିନିଧିମଣ୍ଡଳୀ ‘ଇଣ୍ଟରନ୍ୟାଶନାଲ ହୋଲ୍ଡିଂ କମ୍ପାନୀ (IHC)’ର ବିଭିନ୍ନ ବ୍ୟବସାୟିକ ୟୁନିଟ ଓ ଗ୍ରୁପ Continue Reading
ଭୁବନେଶ୍ୱର,୯/୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ପରେ ବନ ବିଭାଗ ପକ୍ଷରୁ ସେମାନଙ୍କୁ ସୁରକ୍ଷିତ ଭାବେ ନନ୍ଦନକାନନକୁ ଅଣାଯାଇଛି।ଏଠାରେ ୫ଟି ଓରାଙ୍ଗଉଟାନଙ୍କୁ କ୍ୱାରେଣ୍ଟାଇନ୍ରେ ରଖାଯାଇଛି। କ୍ୱାରେଣ୍ଟାଇନ୍ରେ ରଖାଯାଇ ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା Continue Reading
ଆଇଜି ଡାକ୍ତର ସତ୍ୟଜିତ ନାୟକକଟକ, ୯/୯ : କେନ୍ଦ୍ରାଞ୍ଚଳ ପୁଲିସର ଅପରାଧ ନିୟନ୍ତ୍ରଣ, ଆଇନଶୃଙ୍ଖଳା, ବିପର୍ଯ୍ୟୟ ପରିଚାଳନା ଏବଂ ଆଗାମୀ ତିନି ମାସର ପ୍ରସ୍ତୁତି ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ଡ. ସତ୍ୟଜିତ ନାୟକ ପ୍ରତିକ୍ରିୟାଶୀଳ ପୁଲିସିଂ ବଦଳରେ ଆଗୁଆ ଓ ପ୍ରତିଷେଧମୂଳକ ପୁଲିସିଂ ଉପରେ ଗୁରୁତ୍ୱ ଦେଇଛନ୍ତି।କେନ୍ଦ୍ରାଞ୍ଚଳ ଅଧୀନ ବିଭିନ୍ନ ଜିଲ୍ଲାର ଏସ୍ପି/ଏସ୍ଏସ୍ପିମାନେ ବୈଠକରେ ଯୋଗଦେଇଥିଲେ। ଆଗାମୀ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୯/୯: ପରିବେଶ ସୁରକ୍ଷା ଓ ସବୁଜିମା ବୃଦ୍ଧିର ବାର୍ତ୍ତା ନେଇ ଖୋରଧା ଜିଲ୍ଲା ପ୍ରେସ କ୍ଲବ ପକ୍ଷରୁ ମଙ୍ଗଳବାର ପ୍ରେସ କ୍ଲବ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।କ୍ଲବ ସଭାପତି ତପନ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମ୍ବାଦିକମାନେ ସାମାଜିକ ସମସ୍ୟାକୁ ଲୋକଲୋଚନକୁ ଆଣିବା ସହ ପରିବେଶ ସୁରକ୍ଷା ଭଳି ସାମାଜିକ ଦାୟିତ୍ୱରେ ମଧ୍ୟ ସକ୍ରିୟ ଭୂମିକା ନେବାର ବାର୍ତ୍ତା Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୯ : ବୌଦ୍ଧ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସମାଜ ମଙ୍ଗଳ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ମୁଖ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ \”କାର୍ଯ୍ୟସ୍ଥଳୀରେ ମହିଳାଙ୍କ ଯୌନ ନିର୍ଯାତନା (ନିଷେଧ, ପ୍ରତିରୋଧ ଓ ପ୍ରତିକାର) ଆଇନ, ୨୦୧୩\” (POSH Act) ଉପରେ ଏକ ଦିବସୀୟ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।ଏହି ଗୁରୁତ୍ୱପୂର୍ଣ୍ଣ ପ୍ରଶିକ୍ଷଣ ଶିବିର ବୌଦ୍ଧ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୮/୯: ଆଗାମୀ ଗଣେଶ ପୂଜାକୁ ଶାନ୍ତି, ଶୃଙ୍ଖଳା ଓ ସୁରକ୍ଷିତ ଭାବେ ପାଳନ ପାଇଁ ଖୋରଧା ଜିଲ୍ଲା ପ୍ରଶାସନ ଓ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ପୂଜା ସମୟରେ ଆଇନ ଶୃଙ୍ଖଳା, ଟ୍ରାଫିକ୍ ପରିଚାଳନା ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ମଙ୍ଗଳବାର ସ୍ଥାନୀୟ ଜୟୀ ରାଜଗୁରୁ ଟାଉନ ହଲ୍ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ବୈଠକରେ ଏସ୍ଡିପିଓ, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୮/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଉଦ୍ୟାନ ବିଭାଗ କାର୍ଯ୍ୟଳୟ ପକ୍ଷରୁ ଖରିଫ ଚାଷ ପାଇଁ ସରକାର ଯୋଗାଇ ଦେଉଥିିବା ମାଗଣାରେ ଆଳୁ ବିହନ ବିତରଣର ଶୁଭାରମ୍ଭ ହୋଇ ଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସହକାରୀ ଉଦ୍ୟାନ କୃଷି ନିର୍ଦ୍ଦେଶକ ନିରଞ୍ଜନ ଦ୍ବିବେଦୀ, ବ୍ଲକ ଅଧ୍ୟକ୍ଷା Continue Reading
ଭୁବନେଶ୍ୱର, ୮/୯ : ରାଜ୍ୟର ଦୁଗ୍ଧ ଚାଷୀଙ୍କ ପାଇଁ ଆସିଲା ବଡ ଖବର। ଓଡ଼ିଶା ରାଜ୍ୟ ସମବାୟ କ୍ଷୀର ଉତ୍ପାଦକ ମହାସଂଘ (ଓମଫେଡ) ଦୁଗ୍ଧ ଚାଷୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ଅଧିକ ୨ ଟଙ୍କା ଦେବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସୁବିଧା ଆସନ୍ତା ୧୧ ତାରିଖରୁ ଲାଗୁ ହେବ। ଏନେଇ ଆଜି ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି।ମନ୍ତ୍ରୀ କହିଛନ୍ତି ଏହି ନିଷ୍ପତ୍ତି […]Continue Reading




