Home Archive by category Odisha News (Page 180)

Odisha News

Odisha News
ଭୁବନେଶ୍ୱର, ୧୪/୯ : ପୁଣି ଲଘୁଚାପ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆସନ୍ତା ଦୁଇ ଦିନ ପର‌୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶା ଉପକୂଳସ୍ଥିତ ପଶ୍ଚିମ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୪ / ୯ : ଜାତୀୟ ଆଇନ ସେବା ପ୍ରାଧ୍ଵରଣଙ୍କ ନିର୍ଦେଶକ୍ରମେ ଜିଲ୍ଲା ଜଜ ତଥା ଜିଲ୍ଲାଆଇନ ସେବା ପ୍ରାଧ୍ୱକରଣ ଅଧକ୍ଷ ଆନନ୍ଦ ନାରାୟଣ ମହାରଣା ଓ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ଙ୍କ ପ୍ରତ୍ୟକ୍ଷ ତତ୍ବବଧାନରେଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି।ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୬ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରାଜଜ୍ ଙ୍କ କୋର୍ଟ ପରିସରରେ ଏବଂ ଜିଲ୍ଲାର ମୋହନା , ଆର: ଉଦୟଗିରି ଏବଂ କାଶୀନଗର ସ୍ଥିତ ତାଳୁକ୍ ତଥା ଗ୍ରାମ୍ୟ କୋର୍ଟ ମାନଙ୍କରେ ଆଜି ଜିଲ୍ଲାସ୍ତରୀୟ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି ।ଏହି ଲୋକ ଅଦାଲତ କାର୍ଯ୍ୟକ୍ରମ ଜିଲ୍ଲା ଆଇନସେବା ପ୍ରାଧିକରଣ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର ,୧୩/୯ : ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗକୁ ନେଇ ସୁସ୍ଥ ନାରୀ ଓ ସଶକ୍ତ ପରିବାର ଅଭିଯାନ ସମ୍ପର୍କିତ ଏକ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡା. ଗୋକୁଳାନନ୍ଦ ମଲ୍ଲିକ ଏହି ଅଭିଯାନର ଲକ୍ଷ୍ୟ ଓ ଆଭିମୁଖ୍ୟ ଉପରେ ସମସ୍ତ ଅଧିକାରୀ ମାନଙ୍କୁ ଅବଗତ କରାଇ ଥିଲେ ।ଏହି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୯ : ଶନିବାର ଦିନ ସକାଳ ୯ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭା ଗୃହ ଠାରେ ଏକ ପେଡ ମା କେ ନାମ କାର‌୍ୟ୍ୟକ୍ରମ ପ୍ରସ୍ତୁତିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ Continue Reading
Odisha News
ନୂଆପଡ଼ା,୧୩/୯ : ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର। ଉପନିର୍ବାଚନ ପୂର୍ବରୁ ନିର୍ବାଚନମଣ୍ଡଳୀରେ ହେବ ସୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR)। ଏ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ରବିବାର ସୁଦ୍ଧା ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ/ପରିବର୍ତ୍ତନ କରାଯିବ। ସେପ୍ଟେମ୍ବର ୧୫ରୁ ୨୯ ଦାବି ଓ ଆପତ୍ତି ଦାଖଲ କରିବା ଅବଧି ରହିଛି। ଅନ୍ୟପକ୍ଷେ ଅକ୍ଟୋବର ୭ ସୁଦ୍ଧା ଦାବି ଓ ଆପତ୍ତିର ସମାଧାନ କରାଯିବ। ଅକ୍ଟୋବର Continue Reading
Odisha News
ଭୁବନେଶ୍ୱର,୧୩/୯: ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ମାସରେ ବହୁତ କିଛି ନୂଆ ହେବାକୁ ଯାଉଛି। ବୋର୍ଡ ନିଗମ, ମନ୍ତ୍ରିମଣ୍ଡଳ ସାମ୍ପ୍ରସାରଣ ହେବା ନେଇ ମଧ୍ୟ ସଙ୍କେତ ଦେଇଛନ୍ତି ତୋମାର।ସେ କହିଛନ୍ତି, ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଯେତେବେଳେ ମୋଦି ଓଡ଼ିଶା ଗସ୍ତରେ ଆସନ୍ତି କିଛି ଦେଇ କରିଯାଇଥାନ୍ତି। ତେଣୁ ନିହାତି କିଛି ନୂଆ ହେବ। ଏଥିସହିତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୧୩/୯ : ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଶିଶୁଯତ୍ନ ଅନୁଷ୍ଠାନ (ସିସିଆଇ) ରେ ରହୁଥ‌ିବା ଅନ୍ତେବାସୀଙ୍କୁ ନେଇ କ୍ରିଡା ପ୍ରତିଯୋଗିତା, ଏକ ଶିଶୁ ମହୋତ୍ସବ “ଉତ୍ସାହ\” କାର୍ଯ୍ୟକ୍ରମ ଶୁକ୍ରବାର ଉଦଘାଟିତ ହୋଇଛି ।ଏହି ମହୋତ୍ସବରେ ପ୍ରାୟ ୧୫୦ ଶହରୁ ଉର୍ଦ୍ଧ୍ବ ଶିଶୁ ଯୋଗଦେଇ ବିଭିନ୍ନ ଖେଳ କୁଦରେ ସେମାନଙ୍କ ପ୍ରତିଭା ଦେଖାଇଥିଲେ । ପୂର୍ବାହ୍ନରେ ସ୍ଥାନୀୟ ଷ୍ଟାଡିୟମ ପରିସରରେ ପିଲାମାନକ ମଧ୍ୟରେ ବରିଷ୍ଠ Continue Reading
Odisha News Top Stories
By Tapaswini Sahoo Bhubaneswar, Sep13 : In a significant milestone for Odisha Real Estate Sector, most of the leading developers and stakeholdersof erstwhileCREDAI Bhubaneswar Foundation,an authorized apex body of central CREDAIoperating at Bhubaneswar, have now wilfullywithdrawn together, due to the discouraging attitude of the so called central CREDAI towards elimination Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୩ /୯ : ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ବେଟି ବଚାଓ ବେଟି ପଢ଼ାଓ ସମ୍ପର୍କୀୟ ଜିଲ୍ଲା ସ୍ତରୀୟ ଏକାଭିମୁଖୀ ବୈଠକ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି।ଜିଲ୍ଲାପାଳ ଶ୍ରୀ କର ନିଜ ଉଦବୋଧନରେ କହିଲେ, “ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ କେବଳ ଏକ ସରକାରୀ ଯୋଜନା ନୁହେଁ, ଏହା ସମାଜର ଚେତନାର ଏକ Continue Reading