Home Archive by category Odisha News (Page 185)

Odisha News

Odisha News
ଭୁବନେଶ୍ୱର,୨୬/୯ : ବଙ୍ଗୋପସାଗରରେ ଏବେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି।ଶୁକ୍ରବାର ଏହା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଅବପାତରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।ତେବେ ୨୭ ତାରିଖ ଶନିବାର ବେଳକୁ ଏହା ଦକ୍ଷିଣ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୯ : ଗଜପତି ଜିଲ୍ଲା ନୂଆଗଡ ସ୍ଥିତ ବ୍ଲକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମ୍ବନ୍ଧୀୟ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ବିମଳ ରାଉଳ ଅଧ୍ୟକ୍ଷତା କରି ଉପସ୍ଥିତ ସଭାସଦଙ୍କୁ ପ୍ରବାସୀ ଶ୍ରମିକ\’ଙ୍କ ଅଧିକାର , ସୁରକ୍ଷା ଓ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୯ : ( ଗୁରୁବାର ) ଦିନ ଦିବା ୧୧ ଘଟିକା ସମୟରେ ଜ଼ିଲ୍ଲା ସମାଜ ମଙ୍ଗଳ ବିଭାଗ ତରଫରୁ ବୌଦ୍ଧ ଜ଼ିଲ୍ଲା ରେ ଥିବା ୩ ଗୋଟି ସମ୍ୱନ୍ୱିତ ମହିଳା ଓ ଶିଶୁ ବିକାଶ ପ୍ରକଳ୍ପର ମାସିକ ସମୀକ୍ଷା ବୈଠକ ଜ଼ିଲ୍ଲାପାଳ ଙ୍କ ସଦଭାବନା ଗୃହ ଠାରେ ଭାରପ୍ରାପ୍ତ ଜ଼ିଲ୍ଲାପାଳ ତଥା ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକ ରେ ସୁଭଦ୍ରା ଯୋଜନା,ମମତା […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୯ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକକୁ ପର୍ଯ୍ୟଟନ କ୍ଷେତ୍ର ଭାବେ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚା ଏବେ ବ୍ଲକ ପ୍ରଶାସନ ହାତକୁ ଚାଲିଗଲା।ପ୍ରଥମ ଦିନରେ ହିଁ ହିଲଭିୟୁ ପାର୍କଠାରୁ କଫି ବଗିଚାରେ ଅଧିକ ପର୍ଯ୍ୟଟକ ବୁଲିଥିବା ଓ ହିଲଭିୟୁଠାରୁ ଅଧିକ ଟିକେଟ ବାବଦକୁ ଅର୍ଥ ସଂଗ୍ରହ ହୋଇଥିବା ବିଡ଼ିଓ ପ୍ରୀତିରଞ୍ଜନ ରଥ କହିଛନ୍ତି।ସେ କହିଛନ୍ତି, ରବିବାର ସାଞ୍ଜାସରୁ Continue Reading
Odisha News
ଭୁବନେଶ୍ୱର,୨୫/୯: ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସତର୍କ କରାଇଛନ୍ତି SRC। ୧୮ ଜିଲାର ଜିଲାପାଳଙ୍କ ସହ କଥା ହୋଇଛନ୍ତି ଏସ୍‌ଆର୍‌ସି।ଏହି ଜିଲାଗୁଡ଼ିକ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ନୂଆପଡ଼ାରେ ଅବପାତଜନିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୫/୯ : ଗତକାଲି ସଂଧ୍ୟାରେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଯଯାତି କେଶରୀ ଭେଷଜ ମହାବିଦ୍ୟାଳୟ ଓ ଅଧ୍ୟାପନା ଚିକିତ୍ସାଳୟ ପରିଦର୍ଶନ କରିଥିଲେ। ଚିକିତ୍ସାଳୟକୁ ଆସୁଥିବା ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ନୂତନ ଭାବେ ଲୋକାର୍ପିତ ହୋଇଥିବା ଭେଷଜ ବର୍ହିଃ ବିଭାଗ ଏବଂ ଅତ୍ୟାଧୁନିକ ସିଟି ସ୍କାନ ବ୍ୟବସ୍ଥାର ସ୍ଥିତି ସମୀକ୍ଷା କରିଥିଲେ।ଯଯାତୀ କେଶରୀ ଭେଷଜ ମହାବିଦ୍ୟାଳୟ ଓ ଅଧ୍ୟାପନା ଚିକିତ୍ସାଳୟର Continue Reading
Odisha News
ନୂଆଦିଲ୍ଲୀ , ୨୫/୯ : ବିହାର ନିର୍ବାଚନ ପାଇଁ ଏବେ ପର୍ଯ୍ୟନ୍ତ ତାରିଖ ଘୋଷଣା ହୋଇନି । ହେଲେ ଏବେଠୁ କିନ୍ତୁ ବିହାରକୁ ଜିତିବାକୁ କାମ ଆରମ୍ଭ କରିଦେଇଛି ବିଜେପି ।ଏହି କ୍ରମରେ ଗୁରୁବାର ବିଜେପି ଏକ ବଡ଼ ଘୋଷଣା କରିବା ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାରର ପ୍ରଭାରୀ ଦାୟିତ୍ୱ ଦେଇଛି । କେନ୍ଦ୍ରରେ ଶିକ୍ଷାମନ୍ତ୍ରୀ ଥିବା ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାରରେ ବିଜେପିକୁ ଜିତାଇବା ପାଇଁ ଦାୟିତ୍ୱ ଦିଆଯାଇଛି । ତା ସହିତ ଦଳ Continue Reading
Odisha News
ଭୁବନେଶ୍ୱର,୨୫/୯: ଭିଜିଲାନ୍ସ ଜାଲରେ ଭୁବନେଶ୍ବର TPCODL ସର୍କଲ-୧ର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟଙ୍କୁ ମାଡ଼ିବସିଛି ଭିଜିଲାନ୍ସ। ୨୦ ହଜାର ଲାଞ୍ଚ ନେବାବେଳେ ତାଙ୍କୁ ଭିଜିଲାନ୍ସ ବିଭାଗ ଧରିଛି। ତୁଷାରକାନ୍ତ ଯାଞ୍ଚ ରିପୋର୍ଟ ସପକ୍ଷରେ ଦେବା ପାଇଁ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉବା ଜଣାପଡ଼ିଥିଲା। ରେଡ ବେଳେ ଯନ୍ତ୍ରୀଙ୍କ ଘରୁ ୯ ଲକ୍ଷ ୫୩ ହଜାର ଟଙ୍କା ଜବତ କରାଯାଇଛି।ସୂଚନାଯୋଗ୍ୟ, ଓଡ଼ିଶା ଭିଜିଲାନ୍ସ ଟିମ ଗତକାଲି ରାତିରେ ଭୁବନେଶ୍ୱର Continue Reading
Odisha News
ରାୟଗଡା, ୨୫/୯ : ଗୁରୁବାର ରାୟଗଡା ଜିଲ୍ଲା ଗୁଣପୁର ଥାନା ଆନ୍ତର୍ଗତ ଭାଲେରୀ କୁଡିଆ ଗ୍ରାମ ମୁଖ୍ୟ ରାସ୍ତାରେ ଏକ ଅଘଟଣ ଘଟିଯାଇଛି । ଭାରସାମ୍ୟ ହରାଇ ଏକ ଟିପ୍ପର ଗାଡି ଗଛରେ ପିଟି ହୋଇଯାଇଛି । ଯାହା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି । ମୃତକ ଦୁଇ ଜଣ ରାମାନାଗୁଡା ବ୍ଲକ ଅନ୍ତର୍ଗତ ଅର୍ଜୁନଗୁଡା ଗ୍ରାମର ଅଲିକ୍ଷ ପାତିକା ଓ ଅଜୟ ପାଲକା ବୋଲି ଜଣାପଡିଛି […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨୪/୯ : ସକାଳ ୯ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ଆନ୍ତର୍ଜାତିକ ସମବାୟ ବର୍ଷ ପାଳନ ଅବସରରେ ଏକ ସମବାୟ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ରେ ଭାରପ୍ରାପ୍ତ ଜ଼ିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ସମବାୟ ସମିତି ସମୁହର ଉପ ନିବନ୍ଧକ ଫକିର ମୋହନ ବାଘ, ସହକାରୀ ଉପ ନିବନ୍ଧକ ଭାସ୍କର ଚନ୍ଦ୍ର ପାଣିଗ୍ରାହୀ ସବୁଜ ପତାକା ଦେଖାଇ ରଥର ଶୁଭାରମ୍ଭ କରିଥିଲେ Continue Reading