ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୫/୧୨ : ଆଜି ପୂର୍ବାହ୍ନରେ ଭାରତୀୟ ରେଡକ୍ରସ୍ ସଂସ୍ଥା ଖୋର୍ଦ୍ଧା ଜିଲ୍ଲା ଶାଖାର ସାଧାରଣ ପରିଷଦ ବୈଠକ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଉପଜିଲ୍ଲାପାଳ, ଖୋର୍ଦ୍ଧା ଶ୍ରୀ କିଶୋର କୁମାର ପଣ୍ଡା ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ Continue Reading
Odisha News
ଗଜପତି,୫/୧୨: ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍ଏମ୍ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ ଏକା ପ୍ରଶ୍ନ କରିଥିଲେ।ଆଜି ୨ଟା ବେଳେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ଦିନ ୧୧ଟା ବେଳେ ବଜାରରେ ପ୍ରଶ୍ନ ପତ୍ର ବିକ୍ରି ହେଉଥିବା ନେଇ ବିଧାୟକ ପ୍ରଶ୍ନ କରିଥିଲେ। ଆଜି ଗଜପତି ଜିଲା ପାରଳାଖେମୁଣ୍ଡି ମହାରାଜ ବାଳକ ଉଚ୍ଚ ବିଦ୍ୟାଳୟରେ ଏଏନ୍ଏମ୍ ପରୀକ୍ଷା ହେବାର ଥିଲା।ପିଲାଙ୍କୁ Continue Reading
ଭୁବନେଶ୍ୱର,୫/୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି।ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ, ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟର ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ Continue Reading
କଟକ, ୫/୧୨ : ଆଜିଠାରୁ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-ଟ୍ୱେଣ୍ଟି ମ୍ୟାଚ୍ ପାଇଁ ଅଫଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି । ମୋଟ ପାଞ୍ଚଟି କାଉଣ୍ଟରରେ ଟିକେଟ୍ ମିଳୁଛି । ଅଫଲାଇନ୍ ଟିକେଟ୍ ଆଜି ଓ ଆସନ୍ତାକାଲି ବିକ୍ରି ହେବେ । ପ୍ରାୟ ୧୦ ହଜାର ଟିକେଟ୍ ବିକ୍ରି କରାଯିବ ।ସେପଟେ ଟିକେଟ୍ କିଣିବାକୁ କାଉଣ୍ଟର ଆଗରେ ହଜାର ହଜାର ସଂଖ୍ୟାରେ କ୍ରିକେଟ୍ ପ୍ରେମୀ ଗତକାଲିଠାରୁ ଅସମ୍ଭାଳ ଭିଡ଼ ଲଗାଇଛନ୍ତି […]Continue Reading
ଭୁବନେଶ୍ୱର, ୫/୧୨ : ମାଟ୍ରିକ ପରୀକ୍ଷା ପାଇଁ ଆସିଲା କାର୍ଯ୍ୟସୂଚୀ । ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡିଛି । ଫେବୃୟାରୀ ୧୯ରୁ ମାର୍ଚ୍ଚ ୨ ଯାଏଁ ମାଟ୍ରିକ ପରୀକ୍ଷା ହେବ ଓ ସକାଳ ୯ଟାରୁ ଦିନ ୧୧ଟା ୩୦ ଯାଏଁ ପରୀକ୍ଷା ଚାଲିବ ।ମିଳିଥିବା ସୂଚନା ମୁତାବକ ସବୁ ବିଷୟ ପାଇଁ ଅଢେଇ ଘଣ୍ଟା ସମୟ ମିଳିବାକୁ ଥିବାବେଳେ ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଅଧିକ ୧୫ ମିନିଟ୍ ସମୟ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୪/୧୨ : ଗଜପତି ଜିଲ୍ଲା ଉପକଣ୍ଠରେ ଥିବା ସେଞ୍ଚୁରିଅନ୍ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ମ୍ୟାନେଜମେଣ୍ଟର ନର୍ସିଂ ସ୍କୁଲ ପକ୍ଷରୁ କ୍ରୋନ୍ସ ଏବଂ କୋଲାଇଟିସ୍ ସଚେତନତା ସପ୍ତାହ ସହ କୋଷ୍ଠକାଠିନ୍ୟ ସଚେତନତା ମାସ ପାଳିତ ହୋଇଯାଇଛି ।ଏଭଳି ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଲା ଯେ , ନର୍ସିଂ ଛାତ୍ରଛାତ୍ରୀ\’ଙ୍କ ମଧ୍ୟରେ ପାଚନ ସ୍ୱାସ୍ଥ୍ୟ ଉପରେ ସଚେତନତା ପ୍ରସାର କରିବା ।ଏହି କାର୍ଯ୍ୟକ୍ରମ\’କୁ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୧୨ : ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧ ଅଫିସ ଦ୍ୱାରା ନାରାୟଣପୁର, ବୌଦ୍ଧ ଠାରେ ଥିବା ଅନ୍ଧ, ମୂକ ଏବଂ ବଧିର ଙ୍କ ସ୍କୁଲ ଠାରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳନ ଉପଲକ୍ଷେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଅଛି ।ଏହି କାର୍ଯ୍ୟକ୍ରମଟି ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧର ଅଧକ୍ଷ ଶ୍ରୀ ପ୍ରତାପ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଥିଲା ।ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଆଇନସେବା ପ୍ରାଧିକରଣର Continue Reading
ଭୁବନେଶ୍ୱର , ୪/୧୨ : ଉତ୍କଳ ସଂଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ ଆକ୍ସନ ମୋଡରେ ସଂସ୍କୃତି ବିଭାଗ।ଅଭିଯୁକ୍ତ ସମ୍ପୃକ୍ତ ଡ୍ରାମା ବିଭାଗର ଅଧ୍ୟାପକଙ୍କୁ ବହିଷ୍କୃତ କରାଯାଇଛି। ଛାତ୍ରୀଙ୍କ ଅଭିଯୋଗ ଆଧାରରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସଙ୍ଗୀତ ମହାବିଦ୍ୟାଳୟ ପ୍ରିନ୍ସିପାଲ।ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ପରେ ଜୋରଦାର ହଙ୍ଗାମା ହୋଇଥିଲା। କ୍ୟାମ୍ପସରେ ଉତ୍ତେଜନା ପ୍ରକାଶ ପାଇବା ସହ ରାଜରାସ୍ତା ଘେରିଥିଲେ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୪/୧୨ : ଅପରେଶନ ପ୍ରହାରରେ ଖୋର୍ଦ୍ଧା ପୋଲିସକୁ ମିଳିଛି ବଡ଼ ସଫଳତା। ଆଦର୍ଶ ଥାନା ଅଧୀନ ନୂଆ ସୁନ୍ଦରା ସାହିରେ ପୋଲିସ ଚଢ଼ାଉ କରି ୬୫୦ ଗ୍ରାମ୍ ବ୍ରାଉନ୍ସୁଗାର, ୧୭୫ ବୋତଲ କଫସିରପ୍, ଗୋଟିଏ ଡିଜିଟାଲ ୱେଟ ମେଶିନ,ପଲିଥିନ ପ୍ୟାକେଟ, ସ୍କୁଟି (ଓଡି୦୨ ଡିଜେ ୬୩୦୮), ୩ଟି ମୋବାଇଲ, ସିମ କାର୍ଡ ଜବତ କରିଛି। ଏଥିରେ ସମ୍ପୃକ୍ତି ନେଇ ମା\’ ପୁଅ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ […]Continue Reading
ତିହିଡି଼/ଭଦ୍ରକ , ୪/୧୨ : ଗୁରୁବାର ସକାଳୁ ସକାଳୁ ମା’କୁ ଟଙ୍କା ମାଗିଥିଲେ ପୁଅ । ପୁଅ ଟଙ୍କା ନେଇ ମଦ ପିଇବ ବୋଲି ମା’ ଜାଣିଥିଲେ। ସେଥିପାଇଁ ପୁଅକୁ ଟଙ୍କା ଦେବାକୁ ମନା କରିଦେଇଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ପୁଅ ମା’କୁ ମାଡ଼ ମାରିବା ସହ ତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେବା ଭଳି ଅଭାବନୀୟ ଘଟଣା ଘଟିଛି ତିହିଡି଼ ଥାନା ବିଲଣା ପଞ୍ଚାୟତ ଅଧୀନ ଗଳଗଣ୍ଡପୁର ଗ୍ରାମରେ। ନିଆଁରେ ମା’ ଜ୍ୟୋସ୍ନାରାଣୀ […]Continue Reading




