Home Archive by category Odisha News (Page 190)

Odisha News

Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୯ : ସ୍ଥାନୀୟ ଶିଶୁଯତ୍ନ ଅନୁଷ୍ଠାନ ରାମକୃଷ୍ଣ ବାଳାଶ୍ରମ, ବିରନରସିଂହପୁର ବୌଦ୍ଧ ଠାରେ ଶିଶୁ ଯତ୍ନ ଅନୁଷ୍ଠାନର ଶିଶୁ ମାନଙ୍କୁ ନେଇ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ମହକ ଓ ଉତ୍ସାହ-୨୦୨୫ ” ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ହୋଇଅଛି ।ଆଜିର ଏହି ଉଦ‌ଯାପନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଉପ ଜିଲ୍ଳାପାଳ ବୌଦ୍ଧ ଶ୍ରୀଯୁକ୍ତ ବିନୟ କୁମାର ଭୋଇ ଯୋଗଦେଇ ଶିଶୁ ମାନେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୯/୯ : ରାୟଗଡା ଜିଲା କାଶୀପୁର ବନାଞ୍ଚଳର ବନାଞ୍ଚଳ ଅଧିକାରୀ ଅନ୍ତର୍ଯ୍ୟାମୀ ସାହୁଙ୍କ ପୈତୃକ ଘର ସମେତ ୯ଟି ସ୍ଥାନରେ ଶୁକ୍ରବାର ପ୍ରାତଃ ୪ ଘଣ୍ଟ ଠାରୁ ଚାଲିଛି ଭିଜିଲାନ୍ସ ଟିମ ର ମାରାଥନ ଚଢ଼ାଉ।ଏହି ଟିମରେ କୋରାପୁଟ ଜିଲା ଜୟପୁର, ନବରଙ୍ଗପୁର ଓ କଳାହାଣ୍ଡିର ସରକାରୀ ସାକ୍ଷୀ ସମେତ ୬ ଜଣିଆ ଭିଜିଲାନ୍ସ କର୍ମଚାରୀ ଡିଏସପି ପ୍ରମିଳା ସୁନାଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରଖିଛନ୍ତି।ମିଳିଥିବା ସୂଚନା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୯/୯ : ଖୋର୍ଦ୍ଧାରୋଡ଼ ରେଳମଣ୍ଡଳ ମହିଳା ମାନଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣକୁ ପ୍ରୋତ୍ସାହିତ କରିବା ପାଇଁ ଭାରତ ସରକାରଙ୍କ ପଦକ୍ଷେପର ଅଂଶ ଭାବରେ, ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ \”ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ (ଝଘଝଚଇ)\” ଆରମ୍ଭ କରିଛି ।୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ୨୦୨୫ ପର୍ଯ୍ୟନ୍ତ ପାଳନ କରାଯାଉଥିବା ଏହି ଅଭିଯାନର ଲକ୍ଷ୍ୟ ହେଉଛି ପ୍ରତିରୋଧକ Continue Reading
Odisha News
ଭୁବନେଶ୍ୱର, ୧୯/୯ : ରାଜ୍ୟର ୧୭ଟି ବିଶ୍ଵବିଦ୍ୟାଳୟରେ ୧୯ ଛାତ୍ରୀ ନିର୍ଯ୍ୟାତନା ର ଶିକାର ହୋଇଛନ୍ତି। ଶାରୀରିକ, ମାନସିକ ଓ ଯୌନ ନିର୍ଯ୍ୟାତନାର ଶିକାର ହୋଇଛନ୍ତି ।୬ ଜଣଙ୍କୁ ଯୌନ ନିର୍ଯ୍ୟାତନା ଓ ୯ ଛାତ୍ରୀଙ୍କୁ ମାନସିକ ନିର୍ଯ୍ୟାତନା ହୋଇଛି। ୨ ଛାତ୍ରୀଙ୍କୁ ଅଭଦ୍ରୋଚିତ ବ୍ୟବହାର କରାଯାଇଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ତଥ୍ୟ ପ୍ରଦାନ କରିଛନ୍ତି। ବିଜେଡି ବିଧାୟକ ତୁଷାରକାନ୍ତି ବେହେରାଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ଏହି Continue Reading
Odisha News
ଭୁବନେଶ୍ବର, ୧୯/୯ : ‘ନୂଆ ଓ’ରେ ୨୬୧ କୋଟି ଉଡ଼ାଇଥିଲେ ବିଜେଡି ସରକାର। ଏନେଇ ଆଜି ବିଧାନସଭାରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘ନୂଆ ଓ’ କାର୍ଯ୍ୟକ୍ରମରେ ପାଣି ଭଳି ଟଙ୍କା ଉଡ଼ାଇଥିଲା ପୂର୍ବ ବିଜେଡି ସରକାର। କେବଳ ଟି – ସାର୍ଟ ବାଣ୍ଟି ୧୪ କୋଟି ଟଙ୍କା ଖର୍ଚ୍ଚ କରିଥିଲା ପୂର୍ବ ବିଜେଡି ସରକାର। କ୍ରୀଡ଼ା, ସାଂସ୍କୃତିକ କାର୍ଯ୍ୟର‌୍ୟ୍ୟକ୍ରମରେ ଖର୍ଚ୍ଚ ହୋଇଥିଲା ୯୨ କୋଟି ଟଙ୍କା। ତେଣେ ଜିଲ୍ଲା Continue Reading
Odisha News
ଭୁବନେଶ୍ୱର, ୧୯/୯ : ଏଣିକି ଗୋଟିଏ ଜାଗାରେ ରହିପାରିବେନି ରାଜସ୍ୱ ବିଭାଗ କର୍ମଚାରୀ । ୩ ବର୍ଷ ଧରି ଥିବା ରାଜସ୍ୱ କର୍ମଚାରୀଙ୍କୁ ବଦଳି ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳ, ଉପଜିଲ୍ଲାପାଳ, ବ୍ଳକ ଓ ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ରାଜସ୍ବ ବିଭାଗ କର୍ମଚାରୀଙ୍କୁ ତୁରନ୍ତ ବଦଳି ପାଇଁ ନିର୍ଦ୍ଦେଶ ଦିଆଯାଇଛି।ସେକ୍ସନ ଅଫିସର, ସିନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ, ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କ ସହ ଆର୍ଆଇ, ସହକାରୀ ଆର୍ଆଇ, ଅମିନଙ୍କର ବଦଳି Continue Reading
Odisha News
ରାୟଗଡ଼ା,୧୯/୯ : ରାୟଗଡ଼ା ଜିଲ୍ଲା କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି ।ଆୟର୍ବହିଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଥିବା ସୂଚନା ମିଳିଛି। ରେଞ୍ଜର ସାହୁ ଦୁର୍ନୀତି କରିବା ଏବଂ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ପାଇ ବହୁ ଦିନରୁ ଭିଜିଲାନ୍ସ ସ୍କାନରରେ ଥିଲେ। ବିଭିନ୍ନ ତଥ୍ୟ ସଂଗ୍ରହ ପରେ ଶୁକ୍ରବାର ଭୋର ପ୍ରାୟ ୬ .୩୦ ମିନଟ୍ ସମୟରୁ ଚଢ଼ାଉ ଆରମ୍ଭ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୯/୯: ପୂର୍ବତଟ ରେଳପଥର ଖୋଦ୍ଧାରୋଡ୍ ରେଳମଣ୍ଡଳ ଖୋର୍ଦ୍ଧାରୋଡ୍ ଏବଂ ଖୋର୍ଦ୍ଧା ଟାଉନ୍ ରେଳ ଷ୍ଟେସନ୍ ମଧ୍ୟରେ ଥିାବା ତରାବୋଇ ଠାରେ ଏକ ନୂତନ ପାସେଞ୍ଜର ହଲ୍ଟ ବୁଧବାର ଉଦ୍‌ଘାଟିତ ହୋଇଯାଇଛି।କାର୍ଯ୍ୟକ୍ରମରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗଦେଇ ଉଦ୍‌ଘାଟନ କରି କହିଛନ୍ତି ଯେ ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନ୍‌ର ତରାବୋଇରେ ନୂତନ ପାସେଞ୍ଜର ହଲ୍ଟ ବହୁ ପ୍ରତୀକ୍ଷିତ ସୁବିଧା ତରାବୋଇ ଏବଂ ଆଖପାଖ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୮/୯ : ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ଅନ୍ତର୍ଗତ ନେଳିଆ ପୋଖରୀ ଗାଁ ରେ ଘଟିଛି ଏକ ଅଭାବନୀୟ ଘଟଣା। ନଡ଼ିଆ ତୋଳୁଥିବା ସମୟରେ ଉଚ୍ଚ କ୍ଷମତା ସମ୍ପର୍ଣ୍ଣ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଜୀବନ ।ନଡ଼ିଆ ଗଛରେ ଲାଖି ରହିଥିବା ଯୁବକ ହେଲେ ଜିତୁ ପରିଡ଼ା । ସେ ତାଙ୍କ ପରିବାରର ଏକମାତ୍ର ରୋଜଗାର ବ୍ୟକ୍ତି ଥିଲେ । ଘଟଣା ସମ୍ପର୍କରେ ବୋଲଗଡ଼ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା।ଖବର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୯ : କନ୍ଧମାଳ ଜିଲା ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥ କଳିଙ୍ଗା ଘାଟିରେ ୧୬ ତାରିଖ ମଙ୍ଗଳବାର ଅପରାହ୍ନ ସମୟରେ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁ ରାସ୍ତା ସମ୍ପୂର୍ଣ୍ଣ ଧୋଇ ହୋଇ ୪୦/୫୦ ଫୁଟର ବିରାଟ ଖାଲ ହୋଇଛି।ବୁଧବାର ଠାରୁ ଜାତୀୟ ରାଜପଥ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲା ପରେ କାମ ଆରମ୍ଭ ହୋଇଛି। କନ୍ଧମାଳ ଜିଲାବାସୀଙ୍କ ପାଇଁ ଏହି ଘାଟି ରାସ୍ତାଟି ଜୀବନ […]Continue Reading