Home Archive by category Odisha News (Page 20)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୨ : ଓଡ଼ିଆ ଭାଷା ସାହିତ୍ୟ ପ୍ରତିଷ୍ଠାନ, ଭୁବନେଶ୍ୱର, ଓଡ଼ିଶା ସରକାରଙ୍କ ତରଫରୁ ରାଜ୍ୟସ୍ତରୀୟ ଏକଦିବସୀୟ ଓଡ଼ିଆ ଭାଷା ସାହିତ୍ୟ ସମ୍ପାନ କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଏଏମସିଏସ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି ।ଏହି ପାଠଚକ୍ରର ଶୀର୍ଷକ ଥିଲା \”କନ୍ଧମାଳର ଲୋକ ସଂସ୍କୃତି, ପରମ୍ପରା ଓ Continue Reading
Odisha News
ଭୁବନେଶ୍ୱର,୨୬/୨: ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୫ ଯାଏ ନାମାଙ୍କନ ଦାଖଲ ପ୍ରକ୍ରିୟା ହେବ। ୬ରେ ଯାଞ୍ଚ କରାଯିବ। ମାର୍ଚ୍ଚ ୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ୧୬ରେ ନିର୍ବାଚନ ଅନୁଷ୍ଠିତ ହେବ।ସୂଚନାଯୋଗ୍ୟ, ଓଡ଼ିଶା ସମେତ ୧୦ ରାଜ୍ୟର ୩୭ ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାର ୪ ଆସନ ପାଇଁ ନିର୍ବାଚନ କରାଯିବ।Continue Reading
Odisha News
ଚୌଦ୍ବାର/କଟକ,୨୬/୨ : ବିଶିଷ୍ଟ ଘୋଡ଼ାନାଚ କଳାକାର ଉତ୍ସବ ଚରଣ ଦାସଙ୍କ ପରଲୋକ ଘଟିଛି। ଅସୁସ୍ଥତା କାରଣରୁ ଚୌଦ୍ବାରର ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। କଳା କ୍ଷେତ୍ରରେ ଅବଦାନ ପାଇଁ ୨୦୨୧ରେ ପଦ୍ମଶ୍ରୀରେ ସମ୍ମାନିତ ହୋଇଥିଲେ। ପାରମ୍ପରିକ ଘୋଡ଼ାନାଚ ଉଜ୍ଜୀବିତ ରଖିବାରେ ଥିଲା ତାଙ୍କ ବିଶିଷ୍ଟ ଅବଦାନ।କଟକ ଟାଙ୍ଗୀ ଚେଦ୍ବାରସ୍ଥିତ ମଣିଆ ଗାଁରେ ୧୯୪୫ ମସିହା ଏପ୍ରିଲ ୧୪ରେ ଜନ୍ମିତ ଉତ୍ସବ ଅଷ୍ଟମ ଶ୍ରେଣୀରେ ପିବା ବେଳୁ ଘୋ ନାଚ ପ୍ରତି ଆକର୍ଷିତ ହୋଇଥିଲେ। Continue Reading
Odisha News
ବରଦା ଦାସଙ୍କ ରିପୋର୍ଟଚୌଦ୍ଵାର,୨୬/୨ : ଚୌଦ୍ୱାର କପାଳେଶ୍ୱର ସ୍ଥିତ ଦିବ୍ୟ ଜୀବନ ସଙ୍ଘ, ଶିବାନନ୍ଦ ଆତ୍ମଜ୍ଞାନ ଆଶ୍ରମରେ ବାର୍ଷିକ ଭାଗବତ ସପ୍ତାହ ଗତ ତା୨୦ରିଖରୁ ଶୁଭାରମ୍ଭ ହୋଇଛି।ଆଜି ଷଷ୍ଠ ଦିବସରେ ଦିଗଦର୍ଶକ ସ୍ୱାମୀ ଶିବଚିଦାନନ୍ଦ ସରସ୍ୱତୀଙ୍କ ସଭାପତିତ୍ୱରେ ସଫଳତାର ସହ ଭାଗବତ ସପ୍ତାହ ଅନୁଷ୍ଠିତ ହୋଇଥିଲା।ବକ୍ତା ଭାବେ ସ୍ବାମୀ ଭାଗବତପ୍ରକାଶ ନନ୍ଦ ସରସ୍ୱତୀ ଏବଂ ଶ୍ରୀ ସିଦ୍ଧେଶ୍ୱର ନାୟକ ଭାଗବତରେ ଆତ୍ମତତ୍ତ୍ୱ, ନାମ ମାହାତ୍ମ୍ୟ ଓ ଯୁଗ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନୁଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରାଥମିକ ଶିକ୍ଷକ ସଂଘ ର ଏକ ଜରୁରୀ କାଳୀନ ବୈଠକ ସହ ନୂତନ କର୍ମକର୍ତ୍ତା ଚୟନ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବୈଠକ ରେ ପ୍ରଥମେ ସଂଘ ର ବାର୍ଷିକ ବିବରଣୀ ପଠନ ସହ ଆୟବ୍ୟୟ ର ସମୀକ୍ଷା କରାଯାଇ ଉପସ୍ଥାପନ କରାଯାଇଥିଲା । ସଂଘର କାର‌୍ୟ୍ୟକର୍ତ୍ତା ଙ୍କ ନିଷ୍ପତ୍ତି ପ୍ରକାରେ ସଂଘ କୁ ପୁନର୍ଗଠନ କରାଯାଇ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୫/୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଆଜି ଗଣିଆ ଉନ୍ନୟନ କମିଟି ପକ୍ଷରୁ ଜିଲ୍ଲା ପ୍ରଶାସନର ସହଯୋଗରେ ବାଲ୍ୟ-ବିବାହ ମୁକ୍ତି ଭାରତ ଗଠନ ସଚେତନତା ପାଇଁ ୧୦୦ ଦିନିଆ \”ଅଭିଯାନ ରଥ\”ର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ ଏଥିରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପୂଜାର୍ଚ୍ଚନା କରିବା ପରେ Continue Reading
Odisha News
ଭୁବନେଶ୍ୱର, ୨୫/୨ : କିଶୋରୀ ଓ ମହିଳାଙ୍କୁ ମାଗଣାରେ ମିଳିବ ସର୍ଭାଇକାଲ୍ କ୍ୟାନ୍ସର ବା ଜରାୟୁ କର୍କଟ ଟୀକା। କେନ୍ଦ୍ର ସରକାର ଦେଶରେ ମହିଳା ସ୍ୱାସ୍ଥ୍ୟକୁ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଉଛନ୍ତି।ସାରା ଭାରତରେ ଐଚଠ (ହ୍ୟୁମାନ୍ ପାପିଲୋମାଭାଇରସ୍) ଟୀକାକରଣ କାର‌୍ୟ୍ୟକ୍ରମ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏହାର ଲକ୍ଷ୍ୟ ହେଉଛି ସମୟ ମଧ୍ୟରେ ଝିଅମାନଙ୍କୁ ସର୍ଭାଇକାଲ୍ କର୍କଟରୁ ସୁରକ୍ଷା ଦେବା।ଓଡ଼ିଶାରେ ମଧ୍ୟ କିଶୋରୀ ଓ ମହିଳାଙ୍କ ପାଇଁ Continue Reading
Odisha News
ଭୁବନେଶ୍ବର, ୨୫/୨ : ଓଡ଼ିଶା ଭିଜିଲାନ୍ସ ଇତିହାସରେ ଏକ ବଡ଼ ଧରଣର ନଗଦ ଟଙ୍କା ଜବତ ଘଟଣା ସାମ୍ନାକୁ ଆସିଛି। କଟକ ସର୍କଲ ଖଣି ଉପ-ନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘର ଏବଂ କାର୍ଯ୍ୟାଳୟରେ ଚଢ଼ାଉ କରି ଭିଜିଲାନ୍ସ ଟିମ୍ ଟଙ୍କାର ପାହାଡ଼ ଠାବ କରିଛି।ଏବେ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ, ୪ କୋଟିରୁ ଅଧିକ ନଗଦ ଟଙ୍କା ମିଳିସାରିଛି ଏବଂ ଗଣତି ଏବେ ମଧ୍ୟ ଜାରି ରହିଛି।ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ଭୁବନେଶ୍ୱର, କଟକ ଏବଂ ଭଦ୍ରକର […]Continue Reading
Odisha News
ଭୁବନେଶ୍ୱର, ୨୪/୨: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି।ଆଜି ଟ୍ୱିନ୍ ସିଟିରେ ବର୍ଷା ସହ ଘଡ଼ଘଡ଼ି ହୋଇଛି। ରାଜଧାନୀର ଅନେକ ସ୍ଥାନରେ ପାଣି ଜମିଥିବା ମଧ୍ୟ ଦେଖିବାକୁ ମିଳିଛି। ବହୁଦିନ ପରେ ବର୍ଷା ହୋଇଥିବାବେଳେ ଅନେକ ଲୋକ ଏହାର ମଜା ଉଠାଇଛନ୍ତି। ଲୋକେ ବିଭିନ୍ନ ଫଟୋ ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ ମଧ୍ୟ Continue Reading
Odisha News
ଭୁବନେଶ୍ୱର,୨୪/୨: ସୁପର ମାର୍ଟ ଲାଗିଛି ନିଆଁ । ସୋମବାର ରାତିରୁ ନିଆଁ ଲାଗିଥିବା ବେଳେ ମଙ୍ଗଳବାର ସକାଳ ସୁଧା ମଧ୍ୟ ନିଆଁ ଲାଗିଥିବା ନେଇ ଦେଖାଯାଇଛି । ଏବେ ବି ଜଳୁଛି ଧଉଳି ଲିଙ୍ଗିପୁର ନିକଟରେ ଥିବା ସୁପରମାର୍ଟ ।ଖବର ଅନୁସାରେ, ସୋମବାର ରାତି ପ୍ରାୟ ୧୦ଟାରୁ ସୁପରମାର୍ଟର ୩ୟ ମହଲାରେ ନିଆଁ ଲାଗିଛି । ତେବେ ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି । ଦୀର୍ଘ ଘଣ୍ଟା ପରେ ବି ହୁତୁ […]Continue Reading