ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୧/୮ : ଜଟଣୀର ଲଢୁଆ ନେତା ତଥା କ୍ରାନ୍ତିକାରୀ ଶ୍ରମିକ ନେତା ସୁଶାନ୍ତ ମହାନ୍ତିଙ୍କ ୨୪ ତମ ସ୍ମୃତି ଚାରଣ ସଭା ଅଗଷ୍ଟକ୍ରାନ୍ତି ଦିବସରେ ସ୍ଥାନୀୟ ବରିଷ୍ଠ ନାଗରିକ ସେବା ସଂଘ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି।ଭୁବନେଶ୍ୱର ରୁ ଅଲଗା କରି ଜଟଣୀଳୁ ଏକ ସ୍ବତନ୍ତ୍ର ବିଧାନସଭା ନିର୍ବାଚନ ମଣ୍ଡଳୀ କରାଯିବାକୁ ୧୯୭୨ ମସିହାରେ ସ୍ବର୍ଗତ ସୁଶାନ୍ତ ମହାନ୍ତି ରାଜ୍ୟ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୧/୮: ଫାଇଲେରିଆ ନିରାକରଣ ପାଇଁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମର ଜିଲ୍ଲା ସ୍ତରୀୟ ଶୁଭାରମ୍ଭ ବଡ଼ଚଣା ବିଧାୟକ ଶ୍ରୀ ଅମର କୁମାର ନାୟକଙ୍କ ଦ୍ଵାରା ବଡ଼ଚଣା ବ୍ଲକ ମହାଖଳା ଗ୍ରାମପଞ୍ଚାୟତ ଅନ୍ତର୍ଗତ ମହାଖଳା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଅଛି।ଆଜି ଅପରାହ୍ନ ୩.୦୦ ଘଟିକା ସମୟରେ ଏହି ଉଦ୍ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ନାୟକ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ ଔଷଧ ସେବନ Continue Reading
କୋରାପୁଟ, ୧୦/୮ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି (ରବିବାର) କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୬୫୦ ଶଯ୍ୟା ବିଶିଷ୍ଟ ନୂଆ କୋଠାର ଉଦଘାଟନ କରିଛନ୍ତି।ଏହା ଦକ୍ଷିଣ ଓଡ଼ିଶାର ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ଏକ ବଡ଼ ପଦକ୍ଷେପ।ଏହି ନୂଆ ବ୍ଲକ କୋରାପୁଟ ଜିଲ୍ଲା ସହ ପାଖାପାଖି ଜିଲ୍ଲା ଓ ଛତିଶଗଡ଼ର ରୋଗୀଙ୍କ ପାଇଁ ସ୍ୱାସ୍ଥ୍ୟ ସେବାରେ ବଡ଼ ସହାୟକ ହେବ। ବର୍ତ୍ତମାନ ହସ୍ପିଟାଲରେ ପ୍ରତିଦିନ ହଜାର ହଜାର ରୋଗୀ ଆସୁଛନ୍ତି। କିନ୍ତୁ Continue Reading
ପଟ୍ଟାମୁଣ୍ଡାଇ, ୧୦/୮ : ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୋଲିସ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପଚରା ଉଚୁରା ପରେ ପୁରୁଷ ବନ୍ଧୁ ପ୍ରମୋଦ ବେହେରାଙ୍କୁ ପୋଲିସ ଗିରଫ କରିଛି । ମୃତ ଯୁବତୀଙ୍କ ଅଶ୍ଳୀଳ ଫଟୋ ପ୍ରମୋଦଙ୍କ ମୋବାଇଲରୁ ମିଳିଥିବା କେନ୍ଦ୍ରାପଡା ଏସପି କହିଛନ୍ତି ।ପୋଲିସ ଅନୁଯାୟୀ, ଘଟଣା ଘଟିବାର କିଛି ସମୟ ପୂର୍ବରୁ ପ୍ରମୋଦ ଯୁବତୀଙ୍କ ସହ କଥା ହୋଇଥିଲେ । ଜୁଲାଇ ୧୭ରେ ଯୁବତୀଙ୍କ ଅଶ୍ଳୀଳ ଭିଡିଓ ତାଙ୍କ ବାପାଙ୍କ ପାଖକୁ […]Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୦/୮ : ନୟାଗଡ଼ର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସ୍ମାଇଲ ନୟାଗଡ଼ ପକ୍ଷରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ଅବସରରେ ବୃକ୍ଷରୋପଣ ଅନୁଷ୍ଠିତ ହୋଇଯାଇଛି ।ନୟାଗଡ଼ ଆଦର୍ଶ ସ୍ମଶାନଠାରେ ସ୍ମାଇଲ ନୟାଗଡ଼ ଅଧ୍ୟକ୍ଷ ରବୀନ୍ଦ୍ର କୁମାର ଦାଶଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ସିଭିଲ ସୋସାଇଟ୍ ପକ୍ଷରୁ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ପବିତ୍ର ରାକ୍ଷୀ ପୂର୍ଣିମା ଅବସରରେ ସୁଭଦ୍ରା ର ତୃତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ଅଧକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୂପେଶ କୁମର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୧୦/୮ : ଶନିବାର ପୂର୍ବାହ୍ନରେ ଖୋର୍ଦ୍ଧା ସଦର ମହକୁମା ଜୟୀରାଜଗୁରୁ ଟାଉନ୍ ହଲ ଠାରେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ମିଳିତ ଆନୁକୁଲ୍ୟରେ ଏବଂ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ସଂଯୋଜନାରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଅଛି ।ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜକଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା Continue Reading
ଭୁବନେଶ୍ୱର,୯/୮: ‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ଉଦ୍ବୋଧନ କରିଛନ୍ତି। ରାଜ୍ୟର ସର୍ବବୃହତ ମହିଳା ସଶକ୍ତୀକରଣ ଯୋଜନା ହେଉଛି ସୁଭଦ୍ରା।ଗୋଟିଏ ବଟନ୍ ଚିପି ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇ ପଠାଇଛୁ। ନାରୀକୁ ସ୍ବାବଲମ୍ବୀ କରିବା ପାଇଁ ଏହି ସୁଭଦ୍ରା ଯୋଜନା। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା, ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୯/୮: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ବିଜେପି ସରକାରକୁ ଦାୟୀ କରିଛି ନୟାଗଡ଼ ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଏବଂ ବିଜେଡି ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ପରାମର୍ଶ କ୍ରମେ ଆଜି ଦଳ ପକ୍ଷରୁ ଏକ ଶୋଭାଯାତ୍ରା ସହର ପରିକ୍ରମା କରିବା ସହ ସରକାର ବିରୁଦ୍ଧରେ ନାରାବାଜି କରାଯାଇଛି । ରାଜ୍ୟରେ ଛାତ୍ର ଓ ନାରୀ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ ଖୋର୍ଦ୍ଧା,୯/୮ : ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ୧୦୯ ତମ ବାର୍ଷିକ ସାଧାରଣ ସଭା ବ୍ୟାଙ୍କର ସଭାପତି ଅଭିଷେକ ସିଂହ ସାମନ୍ତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ସଭା ପ୍ରାରମ୍ଭରେ ବ୍ୟାଙ୍କର ପ୍ରତିଷ୍ଠାତା ସ୍ବର୍ଗତ ରାୟ ସାହେବ ସତୀଶ ଚନ୍ଦ୍ର ଚକ୍ରବର୍ତ୍ତୀ ଓ ଓଡିଶା ସମବାୟ ଆନ୍ଦୋଳନର ପୁରୋଧା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା ।ଏହି ସଭାରେ ଯୁଗ୍ମ ନିବନ୍ଧକ ସମବାୟ ସମିତି ସମୂହ Continue Reading




