ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟମୁନିଗୁଡା/ ରାୟଗଡ, ୨୬/୮ : ମୁନିଗୁଡା ବ୍ଲକ ସଦଭାବନା ସଭାଗୃହରେ ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ୱାଥି ଏସ କୁମାର, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଳ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ Continue Reading
Odisha News
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟମୁନିଗୁଡା/ ରାୟଗଡ, ୨୬/୮ : ମୁନିଗୁଡା ବ୍ଲକ ସଦଭାବନା ସଭାଗୃହରେ ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ୱାଥି ଏସ କୁମାର, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଳ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ Continue Reading
ଭୁବନେଶ୍ବର, ୨୬/୮ : ନୂଆଁଖାଇ ଉପଲକ୍ଷେ ଆଗାମୀ ୨୯ ତାରିଖକୁ ରାଜ୍ୟ ସରକାର ସରକାରୀ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ମ୍ୟାଜିଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) କୋର୍ଟଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି। ତେବେ ଆସନ୍ତା ମାସର ଦ୍ବିତୀୟ ଶନିବାର ( ସେପ୍ଟେମ୍ବର ୧୩ ତାରିଖ)ର ଛୁଟି ବାତିଲ୍ କରାଯାଇଛି। ଏହି ଦିନକୁ କାର୍ଯ୍ୟ ଦିବସ ରୂପେ ଘୋଷଣା କରାଯାଇଛି।କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ Continue Reading
ଭୁବନେଶ୍ୱର, ୨୬/୮ : ରାଜ୍ୟରେ ଆଜିଠୁ ଆରମ୍ଭ ହେଲା ’ଆମ ଶାସନ’। ଶାସନକୁ ଲୋକାଭିମୂଖୀ କରିବାକୁ ରାଜ୍ୟ ସରକାରଙ୍କ ଆଉ ଏକ ପଦକ୍ଷେପ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି ।ଏହାଦ୍ବାରା ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ ।ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର […]Continue Reading
ଭୁବନେଶ୍ୱର, ୨୬/୮ : ଦୀର୍ଘ ୧୫ ଦିନ ଧରି ଜାରି ରହିଥିବା ରାଜ୍ୟ ଅମଲା ସଂଘର ଆନ୍ଦୋଳନ ସ୍ଥଗିତ ରହିଛି । ଅମଲା ସଂଘ ମଙ୍ଗଳବାର ଆନ୍ଦୋଳନରୁ ଓହରିବାକୁ ନିଷ୍ପତ୍ତି ନେଇଛି ।ଗତକାଲି ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା ପରେ ସଂଘ ଆନ୍ଦୋଳନକୁ ସ୍ଥଗିତ ରଖିଛି । ଫଳରେ ଆଜିଠାରୁ ଅମଲା କର୍ମଚାରୀମାନେ କାର୍ଯ୍ୟରେ ଯୋଗ ଦେବେ । ଏନେଇ ସଂଘର ସଭାପତି ତ୍ରିପତି ବାଲାଜୀ ସୂଚନା ଦେଇଛନ୍ତି।ଗତ ୧୧ ତାରିଖରୁ ବିଭିନ୍ନ ଦାବି ନେଇ […]Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୫/୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀରେ ବନ୍ୟାଜଳ ବୃଦ୍ଧି ପାଇ ଏହାର ଶାଖା ନଦୀ କାଣୀ ନଦୀରେ ଦଶରଥପୁର ବ୍ଲକ ଅନ୍ତର୍ଗତ ଅହିୟାସ ପଞ୍ଚାୟତର ବଙ୍ଗାଳାବାଡି ରେ ଏକ ଘାଇ ସୃଷ୍ଟି ହୋଇ ୨୦ ଟି ପଞ୍ଚାୟତ ଏବଂ ଯାଜପୁର ବ୍ଲକ ର ୦୧ ଟି ପଂଚାୟତ ଜଳବନ୍ଦୀ ହୋଇଅଛି।ଦଶରଥପୁର ବ୍ଲକର କଷପା, ମଲିକାପୁର, ତରପଦା, ସୁଶୁଆ, ଦୁଦୁରାଅଣ୍ଟା, ନିଜାମପୁର, ଦତ୍ତପୁର, କୟାଁ, କମରଡିହ, ଖାନନଗର, ଛଚିଣା, Continue Reading
ଭୁବନେଶ୍ୱର,୨୫/୮: ବେଆଇନ୍ ମାଦକ ଦ୍ରବ୍ୟ ଚୋରାଚାଲାଣ ଓ ନିଶା ରୋକିବା ପାଇଁ ଓଡ଼ିଶା ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଅବକାରୀ, ପୋଲିସ, ଉଚ୍ଚଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା, ସ୍ୱାସ୍ଥ୍ୟ ଓ ଅନ୍ୟାନ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।ମୁଖ୍ୟଶାସନ ସଚିବ ବିଶେଷ କରି ସ୍କୁଲ ଓ କଲେଜ ପରିସରକୁ ନିଶାମୁକ୍ତ (ଡ୍ରଗ୍ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୫/୮ : ଓଡ଼ଗାଁ ବ୍ଲକ ଅନ୍ତର୍ଗତ ବୁଢାବୁଢ଼ିଆଣି ନିକଟସ୍ଥ ପ୍ରକୃତିର ବରଦାନ ବରକନ୍ୟା ଝରଣାଠାରେ ନୟାଗଡ଼ ଜିଲା ଲେଖକ ପରିଷଦ ଓ ନୟାଗଡ଼ ଦର୍ପଣ ପରିବାରର ମିଳିତ ଆନୁକୂଲ୍ୟରେ ବର୍ଷା କାଳୀନ ସାହିତ୍ୟ ଆସର ‘ମେଘ ମହ୍ଲାର’ ଅନୁଷ୍ଠିତ ହୋଇଯାଇଛି।ନୟାଗଡ଼ ଜିଲ୍ଲାର ପ୍ରାୟ ଶତାଧିକ ପ୍ରତିଭାଧାରୀ ସାହିତ୍ୟର ସୃଜନଶୀଳ ସ୍ରଷ୍ଟାମାନେ ଯୋଗଦେଇଥିଲେ। ଗଳ୍ପ, କବିତା, ସଙ୍ଗୀତ ଓ ବ୍ୟଙ୍ଗ ଚତୁଃଧାରାର ମଧୁର ମିଳନରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୫/୮: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ (୫୩)ଙ୍କର ରବିବାର ରାତିରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି ।କିଡ୍ନିଜନିତ ରୋଗରେ ପୀଡ଼ିତ ହୋଇ ସେ ଗତକିଛି ଦିନ ହେଲା ଚିକିତ୍ସାଧୀନ ଥିଲେ। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍ ବେଲଘର ଥାନା ଗୁମା ଗ୍ରାମରେ ଜନ୍ମିତ କରେନ୍ଦ୍ର ବାଲିଗୁଡ଼ାରୁ ବିଜେପିରୁ ୨୦୦୪ ଓ ୨୦୦୯ ରେ Continue Reading
ଭୁବନେଶ୍ୱର,୨୫/୮: ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ କରାଯାଇଛି ବୋଲି ଶିକ୍ଷା ମନ୍ତ୍ରାଳୟ ସୋମବାର ଘୋଷଣା କରିଛି।ପୁରସ୍କାର ପାଇବାକୁ ଥିବା ଶିକ୍ଷକ ହେଉଛନ୍ତି ବସନ୍ତ କୁମାର ରାଣା ଓ ତାରୁଣ କୁମାର ଦାଶ। ସେମାନଙ୍କୁ ଆସନ୍ତା ସେପ୍ଟେମ୍ବର ୫, ୨୦୨୫ରେ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏକ ସମାରୋହରେ ସମ୍ମାନିତ କରାଯିବ।ବସନ୍ତ କୁମାର ରାଣା ମାଲକାନଗିରି ଜିଲାର କୋରକୁଣ୍ଡା ବ୍ଲକ ଅନ୍ତର୍ଗତ କୋଣ୍ଡେଲ ସରକାରୀ Continue Reading




