Home Archive by category Odisha News (Page 21)

Odisha News

Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୫/୧: ଆଜି ସକାଳ ୧୦ ଘଟିକା ସମୟରେ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ଓ ସୁରକ୍ଷା ଆୟୋଗଙ୍କ ଜନ ଶୁଣାଣି ଶିବିର ଜିଲ୍ଲାପାଳଙ୍କ ଜୟୀରାଜଗୁରୁ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି ।ଏହି ଶିବିରରେ ଆୟୋଗର ଅଧ୍ୟକ୍ଷା ବବିତା ପାତ୍ର, ସଭ୍ୟା କସ୍ତୁରୀ ମିଶ୍ର ଏବଂ ସଭ୍ୟା ଚନ୍ଦନା ଦାସ ପ୍ରମୁଖ ଉପସ୍ଥିତ ରହି ଶିଶୁ ସୁରକ୍ଷା ସମ୍ପର୍କିତ ଅଭିଯୋଗ ମାନର ଜନ ଶୁଣାଣି କରିଥିଲେ ।ଏହି ଜନଶୁଣାଣି ଶିବିରରେ ମୋତେ ୪୮ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୧ : ବୌଦ୍ଧ ଜିଲ୍ଲାସ୍ତରୀୟ ମିଶନ ଏ -୧ ଅନ୍ତର୍ଗତ ତ୍ରି-ଦିବସୀୟ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର ଜେ ବି ହାଇସ୍କୁଲ, ମାଉଳସିଙ୍ଗା ଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ଉଦଘାଟିତ ହୋଇ ଯାଇଛି ।ଉଦ୍ଘାଟନୀ ସଭାରେ ମୁଖ୍ୟ ଅତିଥି ରୂପେ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ ଯୋଗଦେଇ ପ୍ରଶିକ୍ଷଣ ଶିବିରର ସଫଳତା କାମନା କରି ପିତାମାତାଙ୍କ ସ୍ବପ୍ନକୁ ସାକାର କରିବାକୁ କଠିନ ଅଧ୍ୟବସାୟ Continue Reading
Odisha News
ଭୁବନେଶ୍ୱର, ୧୫/୧: ପଶ୍ଚିମବଙ୍ଗରେ ନିପା ଭାଇରସ ଆତଙ୍କ । ୨ ନର୍ସଙ୍କଠାରେ ଭୂତାଣୁ ଚିହ୍ନଟ ପରେ ଓଡ଼ିଶାରେ ଭୟ ବଢିଛି । ନିପା ଭାଇରସରେ ଦୁଇ ଜଣ ହସ୍ପିଟାଲର ସ୍ୱାସ୍ଥ୍ୟ କର୍ମୀ ଆକ୍ରାନ୍ତ ହୋଇଥିବା ଖବର ମିଳିଛି । କାରଣ ଯେହେତୁ ପଶିମବଙ୍ଗ ଓଡ଼ିଶାର ପଡ଼ୋଶୀ ରାଜ୍ୟ । ସେଥିପାଇଁ ବେଶି ଆଲର୍ଟ । ଭାରତ ସରକାର ଏ ପର୍ଯ୍ୟନ୍ତ କୌଣସି ନିର୍ଦ୍ଦେଶନାମା ଜାରି କରି ନାହାନ୍ତି ।୨୦୨୩ ମାର୍ଗଦର୍ଶିକାକୁ ପାଳନ କରାଯାଉଛି । କେନ୍ଦ୍ର ନିର୍ଦ୍ଦେଶ […]Continue Reading
Odisha News
ଭୁବନେଶ୍ୱର, ୧୫/୧ : ଶୀତରେ ଥରୁଛି ସାରା ଓଡିଶା । ଆହୁରୀ ଦୁଇଦିନ ଥରାଇବ ହାଡଭଙ୍ଗା ଶୀତ । ୩ ଦିନ ଯାଏ ୧୩ ଜିଲ୍ଲାରେ କୁହୁଡ଼ି ସମ୍ଭାବନା । ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ ଥଣ୍ଡା ଶୁଷ୍କ ବାୟୁପ୍ରବାହ ବଢ଼ିଛି ।ଏହା ଆହୁରି ଶକ୍ତିଶାଳୀ ହେଉଛି । ଏହା ପ୍ରଭାବରେ ୧୭ ତାରିଖ ଯାଏ ପୂରା ରାଜ୍ୟକୁ ଥରାଇବ ଶୀତ । କିନ୍ତୁ […]Continue Reading
Odisha News
ଭୁବନେଶ୍ୱର,୧୫/୧: ୨ ଦିନ ଉପାସରେ ରଖିବା ପରେ ସ୍ବାଭାବିକ ହୋଇଛି ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି । ମଙ୍ଗଳ ଆଳତି ପରେ ବର୍ତ୍ତମାନ ଧାଡ଼ି ଦର୍ଶନ ଚାଲିଥିବା ଜଣାପଡ଼ିଛି। ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି। ଗତକାଲି ମକର ସଂକ୍ରାନ୍ତିରେ ଉପାସରେ ଥିଲେ ପ୍ରଭୁ ଶ୍ରୀଲିଙ୍ଗରାଜ। ବଡୁ ଓ ବ୍ରାହ୍ମଣ ନିଯୋଗ ମଧ୍ୟରେ ବିବାଦ ଯୋଗୁ ନୀତିକାନ୍ତି ବନ୍ଦ ଥିଲା।ସୂଚନାଯୋଗ୍ୟ, ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡର ଅବହେଳା ପାଇଁ Continue Reading
Odisha News
ଢେଙ୍କାନାଳ,୧୪/୧ : ମାଞ୍ଜାସୂତା ଲାଗି ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଢେଙ୍କାନାଳ ସହରର ପ୍ରମୁଖ ବଜାର ମୀନାବଜାର ଅଂଚଳରେ ବୁଧବାର ଅପରାହ୍ନରେ କିଛି ଯୁବକ ମାଞ୍ଜା ସୂତା ଲଗାଇ ଗୁଡି ଉଡାଉଥିଲେ । ସେହି ସମୟରେ ପ୍ରମୁଖ ରାସ୍ତାରେ ବାଇକରେ ଯାଉଥିବା ଅଭିଷେକ ସାହୁ(୨୩) ନାମକ ଜଣେ ଯୁବକଙ୍କ ମୁହଁରେ ମାଞ୍ଜାସୂତା ଆସି ଲାଗି ଯାଇଥିଲା । ଏଥିରେ ତାଙ୍କର ନାକ ଓ ଆଙ୍ଗୁଠି କଟିଯାଇଥିବା ନେଇ ସୂଚନା ରହିିଛି ।ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୧ : ସୂର୍ଯ୍ୟ ଯେତେ ବେଳେ ଉତ୍ତରାୟଣ ପଥେ ଅଗ୍ରସର , ପ୍ରକୃତି ଯେତେବେଳେ ନବ ଆଲୋକ ଓ ନବ ଆଶାର ସନ୍ଦେଶ ନେଇ ମନୁଷ୍ୟ ମନକୁ ସ୍ପର୍ଶ କରେ , ସେହି ପବିତ୍ର ମୁହୂର୍ତ୍ତକୁ ସାକ୍ଷୀ ରଖି ଓଡ଼ିଆ ସାହିତ୍ୟ ଓ ସଂସ୍କୃତିର ଅମର ଐତିହ୍ୟକୁ ସ୍ମରଣ କରି ଏକ ଅର୍ଥାବହ ଓ ଭାବବହୁଳ ଆୟୋଜନ ଆଜି ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୪/୧ : ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରଥମ ଦାରିଙ୍ଗବାଡି ଗସ୍ତ ରେ ଆସି ସେ ପ୍ରଥମେ ଇକୋ ରିଟ୍ରିଟ ପରିସରରେ ପହଞ୍ଚିଥିଲେ। ସେଠାରେ ଇକୋ ରିଟ୍ରିଟ ବୁଲିବା ସହ ପର୍ଯ୍ୟଟକଙ୍କ ସହ ଆଲୋଚନା କରିଥିଲେ।ତେବେ ପର୍ଯ୍ୟଟନ କ୍ଷେତ୍ରକୁ ସଂଯୋଗ କରୁଥିବା ରାସ୍ତା ଗୁଡିକର ଉନ୍ନତି କରିବାକୁ ପର୍ଯ୍ୟଟକମାନେ ନିବେଦନ କରିଥିଲେ। ଏଥିସହ ଇକୋ ରିଟ୍ରିଟରେ ବହୁତ ଭଲ ସେବା ମିଳୁଥିଲେ ମଧ୍ୟ ପ୍ରତିଦିନ ସନ୍ଧ୍ୟାରେ ଗୋଟିଏ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୩/୧ : ଖୋର୍ଦ୍ଧା ଜିଲ୍ଲା ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ ସ୍ଥାନୀୟ ବିଜେବି ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ବିଜ୍ଞାନ ପ୍ରଦର୍ଶନୀ କୁ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସୋନାମିକା ରାୟ ଉଦ୍ଘାଟନ କରିଥିବା ବେଳେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରଶ୍ମୀବାଳା ପରିଡା, ବିଜୟ କୁମାର ବେହେରା ଓ ପ୍ରଜ୍ଞା ପରମିତା ଜେନା ସହାୟତା ପ୍ରଦାନ କରିଥିଲେ।କାର୍ଯ୍ୟକ୍ରମ ର ଉଦ୍ଘାଟନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୩/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏସଆଇଓଏସ ଏବଂ ଏନ ଆଇ ଓ ଏସ ର ମିଳିତ ଉଦ୍ୟମ ରେ ଏକ ମେଗା ଆଡମିଶନ କ୍ୟାମ୍ପ ଅନୁଷ୍ଠିତ ହୋଇଯାଇଛି।ଶିକ୍ଷାର ମୂଳସ୍ରୋତରୁ ବିଚ୍ୟୁତ ହୋଇଥିବା ପିଲାମାନଙ୍କୁ ପୁଣି ଥରେ ପାଠପଢ଼ା ସହ ଯୋଡ଼ିବା ପାଇଁ ଏହି ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି।ଏହି ଶିବିରରେ ମୁଖ୍ୟତଃ ପାଠପଢ଼ା ଅଧାରୁ Continue Reading