କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨୪/୧୦ : (ଗୁରୁବାର) ଦିବା ୧୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସାଇବର ସୁରକ୍ଷା କାର୍ଯ୍ୟକ୍ରମ ସମ୍ପର୍କୀତ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନାଙ୍କ ସମେତ ବିଭିନ୍ନ ଭିଭାଗର ଅଧିକାରୀ ଓ ପୋଲିସ ବିଭାଗର ଅଧିକାରୀ Continue Reading




