କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨୨/୧୦ : ସୋମବାର ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲା ମୁଖ୍ୟଚିକିତ୍ସାଳୟ ପରିଦର୍ଶନ କରିଛନ୍ତି ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଭୁତି ଭୁଷଣ ନାୟକ ।ଶ୍ରୀଯୁକ୍ତ ନାୟକ ଡାକ୍ତରଖାନାରେ ସାପ କାମୁଡଳ ରେ ଚିକିତ୍ସାଧୀନ ଥିବା ଡମଡମ ଗ୍ରାମର ୯ ବର୍ଷିୟ ନାବାଳକ ପ୍ରହଲ୍ଲାଦ ପୋଢ ଓ ଜିଆଁକଟା ଗ୍ରାମରେ କାନ୍ଥ ଭୁଶୁଡ଼ି ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଥିବା ରାଜେନ୍ଦ୍ର ବେହେରାଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୨/୧୦ : ସାଧାରଣ ଲୋକ ମଦ୍ୟପାନ କରି ଗାଳିଗୁଲଜ କରିବା ଆପଣମାନେ ଦେଖିଥିବେ। ଅତ୍ୟଧିକ ନିଶାରେ ନିଶାଖୋର ଲୋକଙ୍କୁ ରାସ୍ତା କଡରେ ପଡିଥିବା ଦୃଶ୍ୟ ବି ଆପଣମାନେ ଦେଖିଥିବେ।ଏପରିକି ପୋଲିସ ପାଟ୍ରୋଲିଂ କରି ନିଶା ସେବନ କରି ଗାଡ଼ି ଚାଳନା କରୁଥିବା ଲୋକଙ୍କୁ ଧରିଥାଏ। ଯଦି ଖୋଦ୍ ପୋଲିସ ଏମିତି କାମ କରେ ତେବେ କହିବା କାହାକୁ ଖାକି ଡ୍ରେସରେ ମଦ୍ୟପାନ କରି ସର୍ବସାଧାରଣରେ ଗାଳିଗୁଲଜ କରିବା ପଡିଲା ମହଙ୍ଗା Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୨/୧୦ : ଯୁବ ସମାଜ ପାଇଁ ତମାଖୁ ମୁକ୍ତ ଅଭିଯାନ ୩.୦ ଅକ୍ଟୋବର ୧୦ ତାରିଖରୁ ଡିସେମ୍ବର ୯ ତାରିଖ ପର୍ୟ୍ୟନ୍ତ ୬୦ ଦିବସ ବ୍ୟାପୀ ଜିଲ୍ଲାରେ ସଚେତନତା ଅଭିଯାନର ବିଭିନ୍ନ କାର୍ୟ୍ୟକ୍ରମ ନିମନ୍ତେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ରଞ୍ଜନ ମିତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ Continue Reading
ଭୁବନେଶ୍ୱର,୨୨/୧୦ : ସମ୍ଭାବ୍ୟ ବର୍ଷା ଓ ଏହାର ମୁକାବିଲା ନିମନ୍ତେ କୃଷି ବିଭାଗର ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ କୃଷି ନିର୍ଦ୍ଦେଶକ ଶୁଭମ୍ ସକ୍ସେନା, ଭାରତୀୟ ପାଣିପାଗ ନିର୍ଦ୍ଦେଶିକା ଶ୍ରୀମତୀ ମନୋରମା ମହାନ୍ତି, ଓୟୁଏଟି ଡିନ ଡଃ. ପ୍ରସନଜିତ୍ ମିଶ୍ର ମଧ୍ୟ ଯୋଗଦେଇଥିଲେ।ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଏଯାବତ୍ ରାଜ୍ୟରେ ସମ୍ଭାବ୍ୟ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୧୦ : ସାଇବର ସୁରକ୍ଷା ଅଭିଯାନ , ଓଡ଼ିଶା ୨୦୨୫ ଅନ୍ତର୍ଗତ ଅବସରରେ ଗଜପତି ଜିଲ୍ଲା ଆର: ଉଦୟଗିରି ସ୍ଥିତ ଅନୁଗୁର ପଞ୍ଚାୟତ ଠାରେ ସାଇବର ଅପରାଧ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଆର: ଉଦୟଗିରି ପୋଲିସ ଥାନା ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମରେ ଆର: ଉଦୟଗିରି ଥାନାଧିକାରୀ ମଞ୍ଚାସିନ ରହି ମୁଖ୍ୟତଃ ଆଜିକାଲି ଘଟୁଥିବା ବିଭିନ୍ନ ପ୍ରକାରର ସାଇବର ଅପରାଧ , ସାଇବର ଅପରାଧୀ ମାନେ କିଭଳି ଚତୁରତାର ସହ Continue Reading
ନୂଆଦିଲ୍ଲୀ, ୨୨/୧୦ : ଲେଫ୍ଟନାଣ୍ଟ କର୍ଣ୍ଣେଲ ହେଲେ ତାରକା ଜାଭେଲିନ ଖେଳାଳି ତଥା ଅଲିମ୍ପିକ୍ସ ସ୍ୱର୍ଣ୍ଣପଦକ ବିଜେତା ନୀରଜ ଚୋପ୍ରା ।ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ଉପସ୍ଥିତିରେ ନୀରଜଙ୍କୁ ଭାରତୀୟ ସେନାରେ ଲେଫ୍ଟନାଣ୍ଟ କର୍ଣ୍ଣେଲର ସମ୍ମାନଜନକ ଡିଗ୍ରୀ ପ୍ରଦାନ କରାଯାଇଛି । ଏହି ସମୟରେ ନୀରଜଙ୍କ ସହ ତାଙ୍କ ପରିବାର ଲୋକ ମଧ୍ୟ ଉପସ୍ଥିତ ଥିଲେ ।ଏହି ସମୟରେ ରାଜନାଥ ସିଂ ଓ ସ୍ଥଳସେନା ମୁଖ୍ୟ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୧୦ : ମଙ୍ଗଳବାର ସକାଳ ୮ଘ ୩୦ ମିନିଟ ସମୟରେ ବଲାସିଙ୍ଗା ସ୍ଥିତ ପୋଲିସ ରିଜର୍ଭ ପଡିଆ ଠାରେ ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି ।ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ ପୋଲିସ ପତାକା ଉତ୍ତୋଳନ କରିବା ସହିତ ଅନୁଷ୍ଠିତ ସମ୍ମିଳିତ ପାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।ଉକ୍ତ କାର୍ଯ୍ୟକ୍ରମରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ […]Continue Reading
ବ୍ରହ୍ମପୁର, ୨୨/୧୦ : ରାଜ୍ୟର ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାର ପର୍ଦ୍ଦାଫାସ୍ ହୋଇଛି । ଦୀର୍ଘ ୧୭ ଦିନ ପରେ ବ୍ରହ୍ମପୁର ପୋଲିସ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି । ପୀତବାସଙ୍କ ହତ୍ୟାରେ ବିଜେଡ଼ି ନେତାଙ୍କ ସମ୍ପୃକ୍ତି ସ୍ପଷ୍ଟ ହୋଇଛି ।ପୂର୍ବତନ ବିଜେଡ଼ି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସଭାପତି ବିକ୍ରମ ପଣ୍ଡାଙ୍କୁ ପୋଲିସ ଗିରଫ କରାଯାଇଛି । ମୋଟ ୧୨ ଜଣଙ୍କୁ ଗିରଫ କରାଯାଇଛି ।ମାମଲାରେ ମୋଟ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୨/୧୦: ମାତୃଭୂମିର ସେବା ପାଇଁ ନିଜ ଜୀବନକୁ ପ୍ରାଣବଳି ଦେଇ ସାହାସିକତାର ପରିଚୟ ଦେଇଥିବା ବୀର ସହୀଦ ପୁଲିସ ମାନଙ୍କ ସ୍ମୁତି ଉଦେଶ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ପ୍ରତିବର୍ଷ ଅକ୍ଟୋବର ୨୧ ତାରିଖକୁ ପୁଲିସ ଶହୀଦ ଦିବସ ଭାବେ ପାଳିତ ହେଉଛି।ଏହି ସହୀଦ ବୀର ପୁଲିସ ମାନଙ୍କ ବଳିଦାନକୁ ମନେପକେଇବାକୁ ଯାଇ ଆଜି ସାରା ରାଜ୍ୟରେ ୬୬ ତମ ସହୀଦ ସ୍ମୁତି ଦିବସ ପାଳନ ହେଉଛି।ଏହି ସ୍ମୁତି ଦିବସ ପାଳନ ଅବସରରେ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୧୦: ମହାନତା ଦେଖାଇଲେ ଓଡ଼ିଶା ଡ୍ରାଇଭର ମହାସଂଘ। ମୃତ ଡ୍ରାଇଭରଙ୍କ ପରିବାରକୁ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଆର୍ଥିକ ସହାୟତା ସହିତ ଆଗମୀ ଦିନରେ ସରକାରୀ ଜନ କଲ୍ୟାଣ ଯୋଜନା ପକ୍ଷରୁ ସହାୟତା ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।ଏଭଳି ମାନବିକତା ପରିଚୟ ସୃଷ୍ଟି କରି ପାରିଛନ୍ତି କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଓଡିଶା ଡ୍ରାଇଭର ମହାସଂଘ।ସୂଚନା ମୁତାବକ Continue Reading




