କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୮ : ଜନସାଧାରଣ ଏବଂ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଦେଶ ପ୍ରେମ ଓ ଜାତୀୟତାବାଦ ର ଜାଗରଣ ସୃଷ୍ଟି କରିବା ପାଇଁମଙ୍ଗଳ ବାର ସକାଳ ୮.୩୦ ମିନିଟ ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାକୁ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।ଦୁଇଶହ ଦୁଇ ମିଟର ଲମ୍ବା ର ଜାତୀୟ ପତାକା କୁ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ତରଫରୁ ତି ଆରି […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୮ : ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ୍ ଅନ୍ତର୍ଗତ ତୁମୁଲ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ସମାଜ କଲ୍ୟାଣ ଯୋଜନା ସହିତ ପାଠଶାଳା ଛାଡ଼ିଦେଇଥିବା ଶିଶୁମାନଙ୍କ ଭର୍ତ୍ତିକରଣ ବିଷୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକାରଣ ସଚିବ ସଚିବ ଶ୍ରୀ ବିମଳ ରାଉଳ Continue Reading
ଭୁବନେଶ୍ବର, ୧୨/୮ : ରାଜ୍ୟ ସରକାର ‘ଅନୁସୂଚିତ ଜାତି’ ଶଦ୍ଦକୁ ଗୁରୁତ୍ବ ଦେଇଛନ୍ତି। ‘ହରିଜନ’ ଶଦ୍ଦ ବଦଳରେ ‘ଅନୁସୂଚିତ ଜାତି’ ଶଦ୍ଦ ବ୍ୟବହାର କରିବା ନେଇ ଚିଠି ଜାରି କରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି।ସୂଚନାଯୋଗ୍ୟ, ‘ହରିଜନ’ ଶଦ୍ଦକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ହେଉଥିବା ନଜିର ରହିଛି। ଏପରିକି ‘ହରିଜନ’ ଶଦ୍ଦକୁ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୨/୮ : ଆଜି ଅପରାହ୍ଣ ରେ ନୟାଗଡ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ନୟାଗଡ ସ୍ଥିତ ନୀଳମାଧଵ କଲ୍ୟାଣୀ ମଣ୍ଡପ ଠାରେ ଜିଲ୍ଲା ସଭାପତି ସତ୍ୟବ୍ରତ ନାୟକ ଙ୍କ ଅଧକ୍ଷାତା ରେ ଅନୁଷ୍ଠିତ ସମ୍ମିଳନୀରେ ପ୍ରଦେଶ କଂଗ୍ରେସ କମିଟି ମୁଖପାତ୍ର ଜୟଶ୍ରୀ ପାତ୍ର, ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ରଂଜିତ ଦାଶ, ବରିଷ୍ଠ କଂଗ୍ରେସ ନେତା ମନୋଜ ସାହୁ, କମଳ ସାହୁ, ଛାତ୍ର କଂଗ୍ରେସ ସଭାପତି ଶିବ […]Continue Reading
ଭୁବନେଶ୍ୱର, ୧୨/୮ : ଲୋକସେବା ଭବନରେ ବସିଥିବା ସଚିବସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୦ଟି ଦିଗ ଉପରେ ଫୋକସ୍ କରାଯାଇଛି । ମୁଖ୍ୟ ଶାସନ ସଚିବ ଅଧ୍ୟକ୍ଷତାରେ ଏହି ସଚିବ ସ୍ତରୀୟ ବୈଠକ ବସିଛି ।୧୦ ଦିଗକୁ ଫୋକସ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏଣିକି ରାଜ୍ୟର ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା । ପ୍ରଥମେ ଖାରବେଳ ଭବନ ଓ ଲୋକସେବା ଭବନରେ ଲାଗିବ କ୍ୟାମେରା । ପରେ ଜିଲ୍ଳା ସ୍ତରୀୟ ସବୁ […]Continue Reading
ଜଳେଶ୍ୱର, ୧୨/୮ : ମୋବାଇଲରେ ଗେମ୍ ଖେଳିବା ହେଲା କାଳ। ପରିବାର ଲୋକ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ଛାତ୍ର। ଗାମୁଛା ଲଗାଇ ବାଥରୁମରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀର ଛାତ୍ର। ମୃତକ ହେଲେ ଗାଁର ସନ୍ତୋଷ ଜେନାଙ୍କ ପୁଅ ଜୟକୃଷ୍ନ ଜେନା। ତେବେ ଏହି ଅଭାବନୀୟ ଘଟଣା ବାଲେଶ୍ବର ଜିଲ୍ଲା ସିଂଲା ଥାନା ଗୁହାଳିପଦା ଗାଁର ଘଟିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଂଚି ଉପମୃତ୍ୟୁ ମାମଲା ରୁଜୁ କରିଛି।ସୂଚନା ଅନୁସାରେ, ଗୁହାଳିପଦା ଗାଁର […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୮ : ସୋମବାର ଅପରାନ୍ହ ୪ ଘଣ୍ଟା ସମୟରେ ହରଭଙ୍ଗା ବ୍ଲକ ଗସ୍ତରେ ଥିବା ବେଳେ ଜିଲ୍ଲାପାଳ ବିଭୂତି ଭୁଷଣ ନାୟକ ହରଭଙ୍ଗା ବ୍ଲକର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଛନ୍ତି ।ପାଣି ଘରା ନିକଟରେ ନିର୍ମାଣାଧିନ ପାନୀୟ ଜଳ ପ୍ରକଳ୍ପର ଇନଟେକ ଉଏଲ,ଧଳପୁର ନିକଟରେ ଉଦ୍ୟାନ କୃଷି ବିଭାଗର ପାମ୍ ଚାଷ, ପୀତାମ୍ବରପୁର ଠାରେ ମିଶନ୍ ଶକ୍ତି GPLF କୋଠା ପରିଦର୍ଶନ କରିବା ସହ ପୁରୁଣା କଟକ ଠାରେ ସଫେଇ କାର୍ଯ୍ୟକ୍ରମରେ ଅଂଶ […]Continue Reading
ଭୁବନେଶ୍ୱର,୧୧/୮: ଆତ୍ମହତ୍ୟା’ କଥା ଶୁଣି ଅଭିଯୋଗ ପ୍ରକୋଷ୍ଠରେ ତାଗିଦ କଲେ ମୁଖ୍ୟମନ୍ତ୍ରୀ। ଜଗବନ୍ଧୁ ପଣ୍ଡା ନାମକ ଜଣେ ଅଭିଯୋଗକାରୀଙ୍କ ଠାରୁ ଏପରି ଶୁଣି ମୁଖ୍ୟମନ୍ତ୍ରୀ ରାଗି ଯାଇ କହିଲେ ଅଭିଯୋଗ କରିବାକୁ ଆସି କାହିଁକି ଏପରି କହୁଛନ୍ତି ।ଅଭିଯୋଗ କରିବାକୁ ଆସିଛନ୍ତି, ନିଶ୍ଚିନ୍ତ ଶୁଣାଯିବ। ଆତ୍ମହତ୍ୟା ଶଦ୍ଦ କାହିଁକି କହୁଛ। କିଏ ଶିଖାଇଛନ୍ତି ଯେ ଆତ୍ମହତ୍ୟା ଶଦ୍ଦ କହିବ ବୋଲି? ତୁମେ ଆସିଛ ସାହାଯ୍ୟ ପାଇବ, ଆତ୍ମହତ୍ୟା କାହିଁକି କରିବ। ଯଦି ଆପଣଙ୍କ Continue Reading
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୧/୮ : ପରିଶେଷରେ କଳିଙ୍ଗନଗରବାସୀଙ୍କ ଭାବାବେଗକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ର ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନକୁ କଳିଙ୍ଗ ନଗରରୁ ରାଉରକେଲାକୁ ସ୍ଥାନ ନିର୍ଦ୍ଦେଶକୁ ସ୍ମୃଗିତ ରଖିଥିବାରୁ ମାନ୍ୟବର କେନ୍ଦ୍ର ଇସ୍ପାତ ଏବଂ ଭାରିଶିଳ୍ପ ମନ୍ତ୍ରୀ ଶ୍ରୀ ଏଚ ଏଚ.ଡି.କୁମାର ସ୍ବାମୀ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବତ ମନ୍ତ୍ରୀ ଡଃ. ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୧୧/୮ : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନଓଡିଏଲ) ଗୁଣାତ୍ମକ ବିଜୁଳି ସେବା ଯୋଗାଇବା ସହ ସାମାଜିକ ଦାୟିତ୍ଵବୋଧତା ତଥା ସିଏସଆର ବିନିଯୋଗ କ୍ଷେତ୍ରରେ ଗୁରୁଦାୟିତ୍ଵ ବହନ କରୁଛି।ଉପାନ୍ତ ଓ ଗ୍ରାମାଞ୍ଚଳରେ ମୌଳିକ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ଆରମ୍ଭ କରାଯାଇଥିବା ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା ଗାଡି ଜନସାଧାରଣଙ୍କ ପାଇଁ ବରଦାନ ସାଜିଛି। Continue Reading




