Home Archive by category Odisha News (Page 221)

Odisha News

Odisha News
କଟକ, ୩/୮ : ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ପ୍ରଶ୍ନପତ୍ର ଲିକ୍ ମାମଲାରେ ନିହାର ରଞ୍ଜନ କ୍ରାଇମବ୍ରାଞ୍ଚ ସ୍କାନରରେ ଥିବା ବେଳେ ଆଜି ତାଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି ।ଗତ କିଛି ଦିନ ହେବ ନିହାରଙ୍କ ଉପରେ ସନ୍ଦେହ ଘନୀଭୂତ ହେଉଥିବା ବେଳେ ଗତକାଲି କ୍ରାଇମବ୍ରାଞ୍ଚ ତାଙ୍କୁ ଡାକି ବହୁ ସମୟ ଜେରା କରିଥିଲା। ଏହି ସମୟରେ ତାଙ୍କୁ ଗୁଡ଼ାଇତୁଡ଼ାଇ ଅନେକ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୩/୮ : ଜାତୀୟ ରାଜପଥ ଏନ ଚ୍ ରାସ୍ତା କଡ଼ରେ ଥିବା ବାଲାଜୀ କଲେଜ ଅଫ ନର୍ସିଂ ତରଫରୁ ପୋଷ୍ ଦିନ ପାଳିତ ହୋଇଯାଇଛି।କର୍ମକ୍ଷେତ୍ର ରେ ମହିଳା ମାନେ କିଭଳି ନିର୍ଯ୍ୟାତନା ନ ହେବେ ଏବଂ ସୁରକ୍ଷିତ ରେ କାର୍ଯ୍ୟ କରି ପାରିବେ ସେ ଦିଗରେPOSH( Prevention of Sexual Harrasment) କାର୍ଯ୍ୟକ୍ରମ କୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ନର୍ସିଂ ବିଭାଗୀୟ ମୁଖ୍ୟ ଦେବାଶିଷ ପାଣ୍ଡିଆ ଙ୍କ ସଂଯୋଜନା ରେ […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୩/୮ : ସରକାରଙ୍କ ପକ୍ଷରୁ ଅନ୍‌ଲାଇନରେ ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କ ଉପସ୍ଥାନ ନେବା ନିର୍ଦ୍ଦେଶକୁ ନୟାଗଡ଼ ବ୍ଲକ ମିଳିତ ଶିକ୍ଷକ ସଂଘ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି।ଆଜି ମଧ୍ୟାହ୍ନରେ ନୟାଗଡ଼ ବ୍ଲକରେ କାର‌୍ୟ୍ୟରତ ମାଧ୍ୟମିକ ଶିକ୍ଷକ ସଂଘ, ପ୍ରାଥମିକ ଶିକ୍ଷକ ସଂଘ, ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ,ଆଲୋଷ୍ଟା, ଏକ୍ସ କ୍ୟାଡର ଶିକ୍ଷକ ସଂଘ ଆଦି ପକ୍ଷରୁ ଏକ ବିଶାଳ ରାଲି ସ୍ଥାନୀୟ ସମଗ୍ର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୩/୮ : ଶନିବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଖୋର୍ଦ୍ଧା ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ,ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ଏବଂ ଅତିରିକ୍ତ ଜିଲ୍ଲାପାଳ, ଭୁବନେଶ୍ୱର, ଶ୍ରୀ ରୁଦ୍ର ନାରାୟଣ ମହାନ୍ତି ଯୋଗଦେଇ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନୂତନ ଭାବେ ଖୋଲା ଯିବାକୁ ଥିବା ବୁଥ Continue Reading
Odisha News
ଭୁବନେଶ୍ୱର, ୨/୮ : ନିୟମିତ କୃଷି କାର୍ଯ୍ୟ ସହିତ କୃଷକମାନେ ଫସଲରେ ବିବିଧିକରଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଉଚିତ । ମତ୍ସ୍ୟ ଚାଷ, ପଶୁପାଳନ ଭଳି ଲାଭ ଦାୟକ କୃଷି କରନ୍ତୁ । ଏହାଦ୍ୱାରା ଅଧିକ ଅମଳ କରିପାରିବେ ଓ ଆର୍ଥିକ ସ୍ତରରେ ଲାଭବାନ ମଧ୍ୟ ହୋଇପାରିବେ ।ଚାଷ କ୍ଷେତ୍ରରେ ରୋଜଗାର ଦୁଇଗୁଣିତ ନୁହେଁ ବରଂ ବହୁ ଗୁଣିତ ବୃଦ୍ଧି ହେବ । ଏହି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କ ଯେଉଁ ଲକ୍ଷ୍ୟ ଅଛି, ତାହା ପୂରଣ ହେବ […]Continue Reading
Odisha News
ଭୁବନେଶ୍ୱର,୨/୮: ଅବସର ଗ୍ରହଣ କରିଥିବା ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି କରାଯାଇଛି।ଅନୁଦାନପ୍ରାପ୍ତ ହାଇସ୍କୁଲ ଏବଂ ବ୍ଲକ୍‌ଗ୍ରାଣ୍ଡ ସ୍କୁଲରେ ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ମିଳିବ। ସେହିପରି ସଂସ୍କୃତ ଟୋଲ୍ ସ୍କୁଲରେ ଅତିଥି ଶିକ୍ଷକମାନେ ମଧ୍ୟ ନିଯୁକ୍ତି ପାଇବେ। ଏହି ଆଧାରରେ ଅବସରଗ୍ରହଣ କରିଥିବା ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ Continue Reading
Odisha News
ଭୁବନେଶ୍ୱର, ୨/୮: ଦିଗପହଣ୍ଡି ବିଧାୟକ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ କନକ ମହାପାତ୍ରଙ୍କର ଶନିବାର ବିୟୋଗ ହୋଇଛି । ଭୁବନେଶ୍ୱର ଖାରବେଳନଗରସ୍ଥିତ ତାଙ୍କ ବାସଭବନେ କନକ ମହାପାତ୍ରଙ୍କ ଦେହାନ୍ତ ହୋଇଛନ୍ତି । ବୟସାଧିକ କାରଣରୁ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି ।ମୃତ୍ୟୁ ବେଳକୁ ପୁଅ ସିଦ୍ଧାନ୍ତଙ୍କ ସହିତ ପରିବାର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ । ଏହି ଖବର ଶୁଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଅନ୍ତିମ ଦର୍ଶନ Continue Reading
Odisha News
ବଲାଙ୍ଗୀର, ୨/୮ : ମଧ୍ୟାହ୍ନ ଭୋଜନ ଖାଇବା ପରେ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି । ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ତେନ୍ତୁଳୀଖୁଣ୍ଟି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରୁ ଝିଟିପିଟି ବାହାରିଛି । ଯାହାକୁ ଖାଇବା ପରେ ପିଲାମାନେ ଅସୁସ୍ଥ ହୋଇପଡ଼ିଛନ୍ତି ।ସମସ୍ତଙ୍କୁ ଟିଟିଲାଗଡ଼ ପିପଲ ପଦରରେ ଥିବା ଏମସିଏଚ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ବିଧାୟକ ଲକ୍ଷ୍ମଣବାଗ ପିଲାଙ୍କ ସ୍ୱାସ୍ଥ୍ୟ ଅବସ୍ଥା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୮ : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ନିର୍ମାଣଧିନ ଛେଳିଗଡ଼ ଜଳସେଚନ ପ୍ରକଳ୍ପକୁ ଜିଲ୍ଲାପାଳ ଶ୍ରୀମତୀ ଏମ: ମଧୁମିତା ପରିଦର୍ଶନ କରିଛନ୍ତି ।ପ୍ରଥମେ କୁଆଁପଡା ଓ ମୂଷାଡଲି ଗ୍ରାମ ନିକଟସ୍ଥ ଛେଳିଗଡ ଜଳସେଚନ ପ୍ରକଳ୍ପ ଅନ୍ତର୍ଗତ ନିର୍ମିତ ଟନେଲ୍ ପରିଭ୍ରମଣ କରି ଛେଳିଗଡ ଗ୍ରାମ ପାର୍ଶ୍ବରେ ନିର୍ମାଣ ହେବାକୁ ଥିବା ଡ୍ୟାମସ୍ଥଳ ଓ ବଡଜୋର ନ‌ଦୀ ପରିଦର୍ଶନ କରିଥିଲେ ।ଏହାପରେ ଜିଲ୍ଲାପାଳ ପିଲିସୁଗୁବା ଠାରେ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨/୮ : ମୌସୁମୀ ସହ ଲଘୁଚାପ ଜନିତ ଲଗାଣ ବର୍ଷା ପାଇଁ ଜିଲ୍ଲାରେ ଖରିଫ୍ ଚାଷ କାର୍ଯ୍ୟ ଜୋରଦାର ଚାଲିଛି। ଧାନ ବିହନ ରୋଇବା କାର୍ଯ୍ୟ ଶେଷ ପର୍ଯ୍ୟାୟ ପହଞ୍ଚିଛି। ମାତ୍ର ଲଗାଣ ବର୍ଷା ଯୋଗୁଁ ଏଥର ମକା ଓ ହରଡ଼ ଫସଲ ଚାଷ ପ୍ରଭାବିତ ହୋଇଥିବା ଜଣାପଡ଼ିଛି।ଏହାସହ ବର୍ଷା ପାଇଁ ଧାନ ଚାଷୀମାନେ ମଧ୍ୟ ବିଲରେ ସାର ପକାଇ ପାରୁ ନାହାନ୍ତି। ଫଳରେ ସାରର ଯେତିକି ଚାହିଦା ରହିବା କଥା, […]Continue Reading