Home Archive by category Odisha News (Page 222)

Odisha News

Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୮ : ଗଜପତି ଜିଲ୍ଲାରେ କାର୍ଯ୍ୟରତ ଆଇଏସଆରଡି:- ସଖି ୱାନ୍ ଷ୍ଟପ୍ ସେଣ୍ଟର\’ର ଷଷ୍ଠ ବାର୍ଷିକୀ ଉତ୍ସବ ମହାନତା ଏବଂ ଉଦ୍ଦେଶ୍ୟର ସହିତ ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ମହା ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ଯୋଗ ଦେଇ ଏହି କେନ୍ଦ୍ରର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଏବଂ ଏହି କେନ୍ଦ୍ର ଆଗକୁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧/୮ : ଆଜି ମଧ୍ୟାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତାଲିମ ସମ୍ମିଳନୀ କକ୍ଷରେ ଜାତୀୟ କୃମି ନାଶକ ଦିବସ ଓ କୃମି ନିରାକରଣ ନିମନ୍ତେ ବିଭାଗୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।ସମନ୍ୱୟ ଓ କାର‌୍ୟ୍ୟନ୍ଵୟନ ବିଭାଗ ମାନଙ୍କର ଦାୟିତ୍ବ ଓ କର୍ତ୍ତବ୍ୟ ଅତି ଗୁରୁତ୍ୱପୂର୍ଣ୍ଣ ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ପ୍ରକାଶ କରି ଗ୍ରାମ୍ୟ ଜଳ ଯୋଗାଣ Continue Reading
Bollywood Odisha News
ନୂଆଦିଲ୍ଲୀ,୧/୮: ଘୋଷଣା ହୋଇଛି ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର। ଏଥିରେ ଶାହରୁଖ ଖାନ୍ ଓ ବିକ୍ରାନ୍ତ ମେସିଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ଘୋଷଣା କରାଯାଇଥିବା ବେଳେ ରାଣୀ ମୁଖାର୍ଜୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଘୋଷଣା କରାଯାଇଛି। ବଲିଉଡ ସିନେମା ଯବାନ ପାଇଁ ଶାହାରୁଖଙ୍କୁ ଶ୍ରେଷ୍ଠ ଅଭିନେତା ଏବଂ ବିକ୍ରାନ୍ତ ମାସିଙ୍କୁ ୧୨ଗ୍ଧଷ ଫେଲ୍ ଫିଲ୍ମ ପାଇଁ ଶ୍ରେଷ୍ଠ ଅଭିନେତା ଭାବେ ଘୋଷଣା କରାଯାଇଛି । ସେହିପରି ରାଣୀ ମୁଖାର୍ଜୀଙ୍କୁ ”ମିସେସ୍ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୮ : ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ବୌଦ୍ଧ ଏବଂ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଓଡ଼ିଶା ସରକାର ଙ୍କ ଦ୍ଵାରା ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ର ସଦଭାବନା ସଭା ଗୃହ ଠାରେ ବାଲ୍ୟ ବିବାହ ନିଷେଧ ଆଇନ -୨୦୦୬ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଭୁତି ଭୁଷଣ ନାୟକ ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ ଓ ବିଭାଗ […]Continue Reading
Odisha News
ଭୁବନେଶ୍ୱର,୧/୮: ବୋର୍ଡ ପକ୍ଷରୁ OTET ପରୀକ୍ଷାର୍ଥୀଙ୍କ ପାଇଁ ଶୁକ୍ରବାର ଏକ ବଡ଼ ସୂଚନା ଦିଆଯାଇଛି। ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ OTET ପରୀକ୍ଷା ହେବା ନେଇ ଅବଗତ କରାଯାଇଛି।ସ୍ପେଶାଲ OTET ପରୀକ୍ଷା ଦୁଇଟି ସିଟିଂରେ କରାଯିବ। ସକାଳ ୯ଟାରୁ ସାଢେ ୧୧ଟା ଯାଏ ପେପର୍‌-୧ ପରୀକ୍ଷା ହେବ। ଏପରିକି ପୂର୍ବାହ୍ନ ୨ଟାରୁ ସାଢେ ୪ଟା ଯାଏ ପେପର୍‌-୨ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।ଅଗଷ୍ଟ ୨୨ରୁ ୱେବସାଇଟ୍‌ରେ ପରୀକ୍ଷାର୍ଥୀ ନିଜ ଆଡ୍‌ମିଟ୍ କାର୍ଡ Continue Reading
Odisha News
ବରଦା ଦାସଙ୍କ ରିପୋର୍ଟକଟକ, ୧/୮: ପ୍ରଜପିତା ବ୍ରହ୍ମା କୁମାରୀ ଇଶ୍ଵରୀୟ ବିଶ୍ଵ ବିଦ୍ୟାଳୟ ର ରକ୍ଷା ବନ୍ଧନ ଉତ୍ସବ ପବିତ୍ର ଶ୍ରାବଣ ମାସରେ ବିଭିନ୍ନ ଶାଖାରେ ବିଭିନ୍ନ ଦିନରେ ପାଳନ କରାଯାଇଥାଏ ।ଗତ କାଲି ବକ୍ସିବଜାର ବି କେ କେନ୍ଦ୍ରରେ କଟକ ଜୋନ ର ମୁଖ୍ୟ ବି କେ ସୁଲୋଚନା ରକ୍ଷା ବନ୍ଧନ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମସ୍ତ ଭାଇ ଭଉଣୀ ମାନଙ୍କୁ ରାକ୍ଷୀ ବାନ୍ଧି ଏହାର ତାତ୍ପର୍ଯ୍ୟ କହିଥିଲେ । […]Continue Reading
Odisha News
ଆର୍‌.ଉଦୟଗିରି,୧/୮: RWSS ବିଭାଗୀୟ ଯନ୍ତ୍ରୀଙ୍କୁ ପରିସ୍ରା ପିଆଇବା ଘଟଣାରେ ସମ୍ପୃକ୍ତ ପିଅନଙ୍କୁ ଆର୍‌. ଉଦୟଗିରି ଥାନା ପୋଲିସ ଶୁକ୍ରବାର ଗିରଫ କରିଛି।ପାଣି ବଦଳରେ ଯନ୍ତ୍ରୀଙ୍କୁ ପରିସ୍ରା ପିଇବାକୁ ଦେଇଥିଲେ ପିଅନ।ସୂଚନାଯୋଗ୍ୟ, ଗଜପତି ଜିଲା ଆର୍‌.ଉଦୟଗିରି ବ୍ଲକ ଆରଡବ୍ଲ୍ୟୁଏସ୍‌ଏସ୍‌ରେ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ପାଣି ବଦଳରେ ପରିସ୍ରା ପିଇବାକୁ ଦିଆଯାଇଥିବା ଏବେ ଲୋକଲୋଚନକୁ ଆସିଛି। ଆରଡବ୍ଲ୍ୟୁଏସ୍‌ଏସ୍‌ରେ ନୂତନ କନିଷ୍ଠ ଯନ୍ତ୍ରୀ ଭାବେ ସଚିନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୧/୭ : ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ସଚିବ ତଥା ବୌଦ୍ଧ ଜିଲା ନୋଡାଲ ଅଫିସର ଡ. ବିଜୟ କେତନ ଉପାଧାୟ ଦୁଇଦିନିଆ ବୌଦ୍ଧ ଜିଲା ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟର କ୍ଷେତ୍ର ପରିଦର୍ଶନ ପରେ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ବିଭାଗୀୟ ସମୀକ୍ଷା କରିଥିଲେ ।ଜିଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହଠାରେ ଆୟୋଜିତ ସମୀକ୍ଷା ବୈଠକରେ ଜିଲାପାଳ ବିଭୁତି ଭୂଷଣ ନାଏକ ସମସ୍ତଙ୍କୁ ସ୍ୱାଗତ କରିଥିବାବେଳେ ଜିଲାପରିଷଦର Continue Reading
Odisha News
ଭୁବନେଶ୍ୱର, ୩୧/୭: ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି । ତେଣୁ ପ୍ରଧାନମନ୍ତ୍ରୀଙ୍କୁ ଉପହାର ଦେବାକୁ ଓଡ଼ିଶାରେ ଲାଗିବ ୭୫ ଲକ୍ଷ ଗଛ । ଲୋକସେବା ଭବନରେ ଆୟୋଜିତ ବୈଠକରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଆଜି ଲୋକସେବା ଭବନରେ “ଏକ୍ ପେଡ୍ ମା କେ ନାମ୍” ଅଭିଯାନ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଏକ ଜନ ଆନ୍ଦୋଳନରେ Continue Reading
Odisha News
କୋରାପୁଟ, ୩୧/୭: ବିଜ୍ଞାନ ଯୁଗରେ ଏବେ ବି ବଞ୍ଚି ରହିଛି ଅନ୍ଧିବଶ୍ୱାସ। ବିଶେଷକରି ଆଦିବାସୀ ଅଧ୍ୟୁଷିତ ଇଲାକାରେ ଏପରି ଅନ୍ଧବିଶ୍ୱାସ ଦେଖିବାକୁ ମିଳୁଛି।ଏମିତି ଏକ ଅନ୍ଧବିଶ୍ୱାସକୁ ଦେଖିବାକୁ ମିଳିଛି କୋରାପୁଟ ଜିଲା ରାଣ୍ଡାପାଲି ପଞ୍ଚାୟତ ଅନ୍ତର୍ଗତ ପାତ୍ରଗୁଡ଼ା ଗାଁରେ। ଏହି ଗାଁରେ ଦୁଇଟି କାଉର ମିଳନ ଦେଖିବା ଦୁଇ ଯୁବକଙ୍କ ପାଇଁ ମହାଙ୍ଗା ପଡ଼ିଛି।ଏଥିପାଇଁ ସେମାନେ ଆଦିବାସୀ ପରମ୍ପରା କଟକଣାର ଶିକାର ହୋଇ ବଞ୍ଚି ଥାଉ ଥାଉ ମରିଛନ୍ତି। କାଉଯୋଡି Continue Reading