Home Archive by category Odisha News (Page 223)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୩/୭ : କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ରବିବାର ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରି ଡାକ୍ତରଖାନାର ବିଭିନ୍ନ ବିଭାଗ ବୁଲି ଦେଖିବା ସହ ରୋଗୀଙ୍କର ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ।ଏହି ପରିଦର୍ଶନ ସମୟରେ ରୋଗୀ ଓ ସେମାନଙ୍କ ପରିବାରବର୍ଗଙ୍କ ସହ କଥା ହୋଇ ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ସାଂସଦ ପଚାରି ବୁଝିବା ସହ ସ୍ୱାସ୍ଥ୍ୟ କର୍ମଚାରୀ ଓ ଡାକ୍ତରଙ୍କ ସହ Continue Reading
Odisha News
ଭୁବନେଶ୍ୱର, ୧୩/୭ : ଏକା ସାଙ୍ଗରେ ଆସୁଛି ଦୁଇଟି ଲଘୁଚାପ । ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଅନ୍ୟ ଏକ ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଗାମୀ ଦୁଇ ଦିନ ପରେ ଏହା ଲଘୁଚାପର ରୂପ ନେବ । ଏ ନେଇ ପାଣିପାଗ ବିଶେଷଜ୍ଞ […]Continue Reading
Odisha News
ଭୁବନେଶ୍ୱର,୧୩/୭: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ରାଜନୀତି ଜୋର ଧରିଛି । ଏହି ଘଟଣାକୁ ନେଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିଛନ୍ତି । ଏଥିପାଇଁ ଦୁଇ ଦଳ ଆଜି ରାଜଧାନୀର ରାଜରାସ୍ତାକୁ ଓହ୍ଲାଇ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ବିଜେଡି ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିବାକୁ ଚେଷ୍ଟା କରିଥିବା ବେଳେ କଂଗ୍ରେସ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରାଉ କରିବାକୁ ଉଦ୍ୟମ Continue Reading
Odisha News
ଭୁବନେଶ୍ବର,୧୩/୭: ବାଲେଶ୍ବରର ଏଫଏମ କଲେଜ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ତେବେ ଏମ୍ସରେ ଛାତ୍ରୀଜଣକ ଜୀବନମରଣ ନେଇ ଗତି କରୁଥିବାବେଳେ ମନ୍ତ୍ରୀମାନେ ସେଠାରେ ଭିଡ ଜମାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଉ କିଛି ସମୟରେ ସେଠରେ ପହଞ୍ଚିବେ ବୋଲି ଜଣାପଡିଛି।ଏହି ଅଭାବନୀୟ ଘଟଣାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରାଜ୍ୟପାଳଙ୍କୁ ହସ୍ତକ୍ଷେପ କରିବାକୁ ଟ୍ବିଟ କରି ଅନୁରୋଧ କରିଛନ୍ତି। ଏହି ଘଟଣାରେ ନ୍ୟାୟ ପାଇଁ ସେ Continue Reading
Odisha News
ସମ୍ବଲପୁର,୧୩/୭ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଆଉ ଏକ ମାଈ ହାତୀର ମୃତ୍ୟୁ ହୋଇଛି । ଏପରି ଏକ ଘଟଣା ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ନାକଟିଦେଉଳ ରେଞ୍ଜ ଟିକିଲିପଡ଼ା ଗାଁ ନିକଟରେ ଘଟିଛି । ଏହି ଘଟଣାରେ ବନବିଭାଗ ଜଣଙ୍କୁ ଅଟକ ରଖିଛି ।ସୂଚନା ଅନୁସାରେ, ଟିକିଲିପଡ଼ା ଗାଁ ଜଙ୍ଗଲରେ ଚାଷ ଜମିକୁ ବନ୍ୟ ଜନ୍ତୁଙ୍କ କବଳରୁ ସୁରକ୍ଷା ଦେବା ପାଇଁ ବିଦ୍ୟୁତ ତାର ବିଛା ଯାଇଥିଲା । ଏହି ବିଦ୍ୟୁତ ତାର ସଂସ୍ପର୍ଶରେ […]Continue Reading
Odisha News
କଟକ, ୧୩/୭ : ରେଭେନ୍ସା ବିଶ୍ୱବିଦ୍ୟାଳୟ ନ୍ୟୁ ପିଜି ଏବଂ ଧର୍ମପଦ ଛାତ୍ରାବାସରେ ୪୦ରୁ ଉର୍ଦ୍ଧ୍ବ ଅନ୍ତେବାସୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଗତକାଲି ରାତିରେ ଖାଇ ସାରିବା ପରେ ହଠାତ୍ ଅସୁସ୍ଥ ଅନୁଭବ କରିଥିଲେ ଛାତ୍ରମାନେ । ସେମାନଙ୍କ ମଧ୍ୟରୁ ୩୦ରୁ ଉର୍ଦ୍ଧ୍ବ ଅନ୍ତେବାସୀଙ୍କୁ ଝଉଈରେ ଭର୍ତ୍ତି କରାଯାଇଛି । ସମସ୍ତଙ୍କର ଫୁଡ ପଏସନିଂ ହୋଇଥିବାର ଆଶଙ୍କା କରାଯାଉଛି । ବର୍ତ୍ତମାନ ସମସ୍ତଙ୍କ ସ୍ଵାସ୍ଥ୍ୟ ଅବସ୍ଥା ସ୍ଥିର ରହିଥିବାସୂଚନା ଦେଇଛନ୍ତି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୭ : ବୌଦ୍ଧ ଜିଲ୍ଲାରେ ବୁଥ ସ୍ତରୀୟ ଅଧିକାରୀ ଓ ସୁପରଭାଇଜରମାନ ପାଇଁ ଜାତୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବିସ୍ତାରିତ ଭାବରେ ଚାଲିଛି । ଯାହା ତା ୦୮.୦୭.୨୦୨୫ ରୁ ୧୧.୦୭.୨୦୨୫ ଏବଂ ୧୪.୦୭.୨୦୨୫ ଅନୁଷ୍ଠିତ ହେବ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ସୁବ୍ରତ କୁମାର ପଣ୍ଡା, ଭା.ପ୍ର.ସେ ସିଧା ସଳଖ ନିର୍ଦ୍ଦେଶ ଓ ଅଭିପ୍ରେରଣାରେ ଚାଲିଛି।ଛିଏହା ଦୁଇଟି ପ୍ରମୁଖ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୭ : ବୌ ଜିଲ୍ଲା ଜି ରେ ବୁଥଥ୍ସ୍‌ରୀୟ ଅଧିକାରୀ ଓ ସୁପରଭାଇଜରମାନ ପାଇଁ ଜାତୀୟ ଶିଣଶି କାର୍ଯ୍ୟକ୍ରମ ବିସ୍ତାରିତ ଭାବରେ ଚାଲିଛି । ଯାହା ତା ୦୮.୦୭.୨୦୨୫ ରୁ ୧୧.୦୭.୨୦୨୫ ଏବଂ ୧୪.୦୭.୨୦୨୫ ଅନୁଷ୍ଠିତ ହେବ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ସୁବ୍ରତ କୁମାର ପଣ୍ଡା, ଭା.ପ୍ର.ସେ ସିଧା ସଳଖ ନିର୍ଦ୍ଦେଶ ଓ ଅଭିପ୍ରେରଣାରେ ଚାଲିଛି।ଛିଏହା ଦୁଇଟି ପ୍ରମୁଖ Continue Reading
Odisha News
ବାଲେଶ୍ଵର, ୧୨/୭ : ସାମ୍ନାକୁ ଆସିଲେ ଅଧ୍ୟାପକ। ଟାଣିଟାଣି ନେଲା ପୋଲିସ। ବାଲେଶ୍ବର ଏଫଏମ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ ରହିଛନ୍ତି। ଶିକ୍ଷା ବିଭାଗର ମୁଖ୍ୟ ସମୀର ସାହୁ ଥାନାରେ ଅଟକ ହୋଇଛନ୍ତି। ସହଦେବଖୁଣ୍ଟା ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ।ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । କଲେଜ ଫାଟକ ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସିଥିବା ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ Continue Reading
Odisha News
ଭୁବନେଶ୍ୱର,୧୨/୭: ଅର୍ଚ୍ଚନା ନାଗଙ୍କ ଅଭିଯୋଗକୁ ଭିତ୍ତିହୀନ କହିଛନ୍ତି ଅମରେଶ ଜେନା। ସେ କହିଛନ୍ତି, ମୋର ଏହି ଘଟଣାରେ ସମ୍ପୃକ୍ତି ନାହିଁ, ତଦନ୍ତ ପରେ ସବୁ ସତ ଜଣାପଡ଼ିବ। ଅର୍ଚ୍ଚନା କାହା କଥାରେ ପଡ଼ି ଏପରି କହୁଛନ୍ତି କି କ’ଣ ମୁଁ ଜାଣିପାରୁନି। ସେ ଯେତେବେଳେ ମୋ ନାଁ ନେଇଛନ୍ତି, ମୁଁ କ’ଣ ବାହାରକୁ ପଳାଇବି ବୋଲି ପ୍ରଶ୍ନ କରିଛନ୍ତି ଅମରେଶ।ସୂଚନା ଥାଉକି, ବିଜେଡି ବିରୋଧରେ ବର୍ଷିଲେ ଅର୍ଚ୍ଚନା ନାଗ। ତାଙ୍କ ଗିରଫଦାରୀ ପଛରେ ବଡ଼ ଷଡ଼ଯନ୍ତ୍ର ଥିଲା Continue Reading