Home Archive by category Odisha News (Page 225)

Odisha News

Odisha News
ଭୁବନେଶ୍ୱର, ୧୧/୭ : କଂଗ୍ରେସ ଦ୍ୱାରା ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ପଡିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶକୁ ସମ୍ବୋଧିତ କରିଛନ୍ତି ଲୋକସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ।ଏହି ସମୟରେ ସେ ଶାସକ ବିଜେପି ଉପରେ ଖୁବ ବର୍ଷିଛନ୍ତି । ଏଥିସହ କଂଗ୍ରେସ କର୍ମକର୍ତ୍ତାଙ୍କ ମୁଡ କିପରି ଅଛି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି । ଓଡିଶା ସରକାର କେବଳ ଗରିବଙ୍କୁ ଲୁଟୁଥିବା ରାହୁଲ କହିଛନ୍ତି ।କଂଗ୍ରେସ ସାଂସଦ କହିଛନ୍ତି, ପ୍ରଥମେ Continue Reading
Odisha News
ଭୁବନେଶ୍ୱର, ୧୧/୮ : ଭୁବନେଶ୍ୱରରେ ପହଞ୍ଚିଲେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଜୋରଦାର ସ୍ୱାଗତ କରାଯାଇଛି ।ରାହୁଲଙ୍କ ସହ ଇଓଉଉ ଅଧ୍ୟକ୍ଷ ମଲିକାର୍ଜୁନ ଖଡ୍ଗେ ବି ଆସି ପହଞ୍ଚିଛନ୍ତି । ଉଭୟେ ସେଠାରୁ ବରମୁଣ୍ଡା ପଡ଼ିଆରେ ହେବାକୁ ଥିବା ସମ୍ବିଧାନ ବଞ୍ଚାଓ ସମାବେଶରେ ସାମିଲ ହେବେ । ବିମାନବନ୍ଦରରୁ ବରମୁଣ୍ଡା ପଡ଼ିଆ ଯାଏଁ ରାହୁଲଙ୍କ ରୋଡ ସୋ କରିବେ। ମଧ୍ୟାହ୍ନ ୧୨ଟାରେ ସମ୍ବିଧାନ ବଞ୍ଚାଅ ସମାବେଶରେ ସାମିଲ Continue Reading
Odisha News
ଭୁବନେଶ୍ୱର,୧୧/ ୭ : ତିନିଦିନ ଧରି ୬ଦଫା ଦାବିରେ ଡ୍ରାଇଭର ମହାସଂଘ ଆନ୍ଦୋଳନ ଚଳାଇଛି। ମହାସଂଘର ପ୍ରାୟ ୫ଲକ୍ଷ ସଦସ୍ୟ ଗାଡ଼ି ଷ୍ଟିଅରିଂ ଛାଡ଼ିବା ଯୋଗୁ ଯାତାୟାତ ଓ ପରିବହନ କ୍ଷେତ୍ରରେ ସଙ୍କଟ ସୃଷ୍ଟି ହୋଇଛି। ପେଟ୍ରୋଲ ସଙ୍କଟ ଅନୁଭବ କରି ପ୍ରାୟ ସବୁ ଟାଙ୍କିରେ ଗାଡ଼ିଗୁଡ଼ିକର ଲମ୍ବା ଧାଡ଼ି ରହୁଛି। ଅନ୍ୟପକ୍ଷ ରେ ଭୁବନେଶ୍ୱର ବରମୁଣ୍ଡା ସମେତ ରାଜ୍ୟ ପ୍ରାୟ ସମସ୍ତ ବସ୍‌ଷ୍ଟାଣ୍ଡରେ ବସ୍‌ଗୁଡ଼ିକ ଅଟକି ରହିଥିବାବେଳେ ଲୋକେ ନିଜ ଗନ୍ତବ୍ୟସ୍ଥଳକୁ ଯାଇ ନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୭ : ଗଜପତି ଜିଲ୍ଲା ମୂର୍ତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି ।ଏହି ଅବସରରେ ଆୟୋଜିତ ହୋଇଥିବା କାର‌୍ୟ୍ୟକ୍ରମରେ ଜିଲ୍ଲା ମତ୍ସ୍ୟ ବିଭାଗ ଅଧିକାରୀ ଶ୍ରୀ ନିରୋଦ ଚନ୍ଦ୍ର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନି ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ Continue Reading
Odisha News
ଭୁବନେଶ୍ୱର,୧୦/୭ : ଓଡ଼ିଶାର ରାସନ କାର୍ଡଧାରୀଙ୍କ ପାଇଁ ଏକ ଖୁସି ଖବର। ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି ଯେ ଚଳିତ ମାସରେ ରାସନ କାର୍ଡଧାରୀ ଖାଉଟିଙ୍କୁ ଗହମ ଯୋଗାଇ ଦିଆଯିବ। ରାଜ୍ୟରେ ଉପଲବ୍ଧ ଗହମ ତୁରନ୍ତ ଖାଉଟିଙ୍କୁ ବଣ୍ଟନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ମନ୍ତ୍ରୀ ପାତ୍ର କହିଛନ୍ତି ଯେ, ରାଜ୍ୟକୁ ଯେତିକି ଗହମ ପ୍ରାପ୍ତ ହୋଇଛି, ତାହା ରାସନ କାର୍ଡଧାରୀଙ୍କୁ ବିତରଣ କରାଯିବ। ସେ ଆହୁରି କହିଛନ୍ତି, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୦/୭: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ଗୁମାଡ଼ି ନଦୀର ଡାଇଭର୍ସନ ରାସ୍ତା ଧୋଇଯିବା ଘଟଣାର ଇତି ମଧ୍ୟରେ ୯ ଦିନ ବିତିଲା। ରାସ୍ତା ଧୋଇଯିବା ଦିନଠାରୁ ପ୍ରତିଦିନ ସେହି ନଦୀରେ ଘଟଣା ଓ ଦୁର୍ଘଟଣା ଦେଖିବାକୁ ମିଳିଛି।ଗୁରୁବାର ଉକ୍ତ ଗୁମାଡ଼ି ନଦୀ ପାର ହେବା ସମୟରେ ଜଣେ ଯୁବକ ଭାସିଯାଉଥିଲେ। ସେ ତିଲୋରୀ ପଞ୍ଚାୟତ ଗଇସବାନ୍ଦା ଗ୍ରାମର ନାଗେଶ୍ୱର ପ୍ରଧାନ Continue Reading
Odisha News
ସମ୍ବଲପୁର, ୧୦/୮: ଆଳୁ ଖୋଳୁ ଖୋଳୁ ମହାଦେବ ମିଳିବା ଭଳି ଅବକାରୀ ଟିମ୍ ହାତରେ ଗଞ୍ଜେଇ ବଦଳରେ ଲାଗିଛି ବିପୁଳ ପରିମାଣରେ ରୁପା ଇଟା । ସମ୍ବଲପୁର ଅବକାରୀ ଟିମ୍ ଏକ କାରରୁ ଏକ କୁଇଣ୍ଟାଲ୍ ୧୦ କିଲୋଗ୍ରାମ ରୁପା ଇଟା ଏବଂ କଏନ୍ ଜବତ କରିଛି । ରୁପା ଇଟା ଚାଲାଣ ଅଭିଯୋଗରେ ପୋଲିସ ୨ ଜଣଙ୍କୁ ଅଟକ ରଖିଛି । ସେମାନେ ହେଲେ ଚନ୍ଦ୍ରକାନ୍ତ ପଟେଲ୍ ଓ ସଞ୍ଜୟ ପଟେଲ୍ । ଏ ନେଇ […]Continue Reading
Odisha News
ଭୁବନେଶ୍ୱର, ୧୦/୭ : ବିଜୁ ଜନତା ଦଳ ଛାଡ଼ୁ ଛାଡ଼ୁ ପୁଣି ଥରେ କଂଗ୍ରେସକୁ ଘର ବାହୁଡ଼ା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦଙ୍କ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ । ହାତ ଧରୁ ଧରୁ ବିଜେଡ଼ି ବିରୁଦ୍ଧରେ ବିଷ ଓଗାଳିଛନ୍ତି ସୁନୀତା । ମହିଳା ସମ୍ମାନ ନେଇ ବିଜେଡ଼ିକୁ କଡ଼ା ସମାଲୋଚନା କରିଛନ୍ତି ।ସୁନୀତା ବିଶ୍ୱାଳ ଆଜି କଂଗ୍ରେସ ଭବନରେ ପିସିସି ସଭାପତି ଭକ୍ତ ଚରଣ ଦାସ ଏବଂ ଜୟଦେବ ଜେନାଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଛନ୍ତି […]Continue Reading
Odisha News
ଭୁବନେଶ୍ୱର, ୧୦/୭ : ଗିରଫ ହୋଇଛନ୍ତି ଓଲିଉଡ୍ ଅଭିନେତା ପାର୍ଥସାରଥୀ ରାୟ। ଏକ ଜାମିନବିହୀନ ଗିରଫ ପରୱାନା (NBW) ଆଧାରରେ ତାଙ୍କୁ ଆଜି ଗିରଫ କରିଛି ଭୁବନେଶ୍ୱରର ବଡଗଡ଼ ଥାନା ପୁଲିସ।ପାର୍ଥଙ୍କ ନାଁରେ ହତ୍ୟା ଧମକ ଓ ଜଣେ ଯୁବତୀଙ୍କ ଭିଡିଓ ଭାଇରାଲ୍ କରିବା ଭଳି ଅଭିଯୋଗ ରହିଛି। ଦୀର୍ଘ ଦିନ ହେବ ତାଙ୍କ ନାଁରେ ଭୁବନେଶ୍ୱରର ଖାରବେଳ ନଗରରେ ଏହି ମାମଲା ରହିଛି। ଭୁବନେଶ୍ୱର ଜେଏମ୍‌ଏଫସି କୋର୍ଟଙ୍କ ପକ୍ଷରୁ ବାରମ୍ବାର ନୋଟିସ ଦିଆଯିବା ସତ୍ତ୍ୱେ ସେ […]Continue Reading
Odisha News
ଗଜପତି, ୧୦/୭ : ଗଜପତି ଜିଲ୍ଲା ଅଡ଼ବା ଥାନା ଗାଙ୍ଗୁଡ଼ି ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବସ୍ । ଉକ୍ତ ବସ୍ ରେ ୨୦ରୁ ଅଧିକ ଯବାନ ଥିଲେ । ଅଳ୍ପକେ ବର୍ତ୍ତିଲା ଯବାନଙ୍କ ଜୀବନ ।ସୂଚନା ଅନୁସାରେ, ପୁରୀରେ ରଥଯାତ୍ରା ପାଇଁ ଡ୍ୟୁଟି କରି ୨୦ରୁ ଅଧିକ ଯବାନ ଏକ ବସ୍ ଯୋଗେ କୋରାପୁଟ ଫେରୁଥିଲେ । ଅଡ଼ବା ଥାନା ଗାଙ୍ଗୁଡ଼ି ନିକଟରେ କୌଣସି କାରଣରୁ ବସ୍ ଟି ଭାରସାମ୍ୟ ହରାଇ ରାସ୍ତା […]Continue Reading