ଭୁବନେଶ୍ୱର,୧୦/୭: ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଥିବା ବେଳେ ରାଜ୍ୟରେ ପେଟ୍ରୋଲ, ଡିଜେଲ ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ପରିବହନ ପ୍ରାୟତଃ ସମ୍ପୂର୍ଣ୍ଣ ଠପ୍ ହୋଇପଡ଼ିଛି। ଏହି ଧର୍ମଘଟ ଯୋଗୁଁ ରାଜ୍ୟର ଅନେକ ପେଟ୍ରୋଲ ପମ୍ପରେ ତୈଳ ସଙ୍କଟ ଦେଖାଦେଇଛି, ଏବଂ ଘରୋଇ ବସ୍ ଚଳାଚଳ ବନ୍ଦ ରହିଥିବାରୁ ଯାତ୍ରୀମାନେ ମଧ୍ୟ ଚରମ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।ଓଡ଼ିଶା ଡ୍ରାଇଭର ମହାସଂଘ ନିଜର ୬ ଦଫା ଦାବି ପୂରଣ ନେଇ ଅଟଳ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୭ : ବୌଦ୍ଧ ଜିଲ୍ଲାରେ ପିତୃ ମାତୃ ନ ଥିବା ଓ ଏକକ ଅଭିଭାବକ ଥିବା ଶିଶୁ ମାନଙ୍କ ସର୍ଭେ ପ୍ରକିୟା ଆରମ୍ଭ ହୋଇଛି। ଏହି ଅବସରରେ ବୁଧବାର ଦିନ ଅପରାହ୍ନରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ,ବୌଦ୍ଧ ପକ୍ଷରୁ ଆୟୋଜିତ ଶିବିରରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିଲେ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୭: (ବୁଧବାର) ରାତି ୮ ଘଟିକା ସମୟରେ ବୌଦ୍ଧ ଜିଲ୍ଲା ମତ୍ସ୍ୟ ଫାର୍ମ ଠାରେ ମତ୍ସ୍ୟ ପ୍ରଜନନ ପାଇଁ ଟିକା କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜ଼ିଲ୍ଲାପାଳ ପ୍ରବୀଣ କୁମାର ବଣୁଆ, ସାଂସଦ ଙ୍କ ପ୍ରତିନିଧି ଯୁଗଳ କିଶୋର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୮ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜାତୀୟ ବୁଥ ସ୍ତରୀୟ ଅଧିକାରୀଙ୍କ ପାଇଁ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ଶ୍ରୀ ମୁନିନ୍ଦ୍ର ହନେଗା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ତୃତୀୟ ଦିବସ ତାଲିମ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିବା ବେଳେ ଡେପୁଟି କଲେକ୍ଟର ମିତାଲି ମଧୁସ୍ମିତା Continue Reading
ଭୁବନେଶ୍ୱର,୯/୭: ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ସଂଶୋଧନ ଆଣି ଗଣଶିକ୍ଷା ବିଭାଗ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ନୂତନ ନିୟମ ଅନୁସାରେ, ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍ ହେଉଥିବା ଛାତ୍ରଛାତ୍ରୀମାନଙ୍କୁ ପୁନଃ ପରୀକ୍ଷା ଦେବାର ସୁଯୋଗ ମିଳିବ। ସ୍କୁଲ କର୍ତ୍ତୃପକ୍ଷ ଏହି ପୁନଃ ପରୀକ୍ଷା ୨ ମାସ ମଧ୍ୟରେ ଆୟୋଜନ କରିବେ।ଯଦି ଛାତ୍ରଛାତ୍ରୀ ପୁନଃ ପରୀକ୍ଷାରେ ପାସ୍ କରନ୍ତି, ତେବେ ସେମାନେ ଉତ୍ତୀର୍ଣ୍ଣ ହେବେ ଏବଂ ପରବର୍ତ୍ତୀ ଶ୍ରେଣୀକୁ Continue Reading
ଭୁବନେଶ୍ୱର, ୯/୭: ରାଜ୍ୟ ବିଜେପିକୁ ତାର ସଭାପତି ମିଳି ସାରିଛି । ଆଉ ରାଜ୍ୟରେ ମଧ୍ୟ ଖୁବଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ । ମୋହନ ସରକାରଙ୍କ ଟିମରେ ଥିବା ସଦସ୍ୟଙ୍କ ବଢ଼ିବ । ଏଥିପାଇଁ କେନ୍ଦ୍ର ନେତୃତ୍ୱଙ୍କ ସହିତ ଆଲୋଚନା ଜାରି ରହିଛି ବୋଲି କହିଛନ୍ତି ମନମୋହନ ସାମଲ ।ମନମୋହନ ସାମଲ ଚତୁର୍ଥ ଥର ପାଇଁ ବିଜେପି ରାଜ୍ୟ ସଭାପତିଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ଏହା ପରେ ଆଜି ସକାଳୁ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରି […]Continue Reading
ଭୁବନେଶ୍ୱର, ୯/୭: ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନରଙ୍କୁ ମାଡ଼ ମରା ମାମଲାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଆଶ୍ୱସ୍ତି ମିଳିଛି ।ଗୁରୁବାର ଖୋର୍ଦ୍ଧା ଜିଲ୍ଲା ଓ ଦୌରା ଜଜ ଜଗନ୍ନାଥଙ୍କ ଜାମିନ ଆବେଦନକୁ ମଞ୍ଜୁର କରିଛନ୍ତି । ୩୦ ହଜାର ଟଙ୍କା ଏବଂ ଜଣେ ଜାମିନଦାରଙ୍କ ବଦଳରେ ମାନ୍ୟବର ଅଦାଲତ ତାଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି । ତେବେ ଏହି ମାମଲାରେ ଗିରଫ ହୋଇଥିବା ଅନ୍ୟ ୫ ଅଭିଯୁକ୍ତଙ୍କ ଶୁଣାଣି ଆସନ୍ତା ୧୪ ତାରିଖକୁ ଧାର୍ଯ୍ୟ […]Continue Reading
ଭୁବନେଶ୍ୱର, ୯/୭ : ଆଜି ବି ଜାରି ରହିଛି ଓଡିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ। ତେବେ ଆଜି ଦ୍ୱିତୀୟ ଦିନରେ ପହଞ୍ଚିଛି ସଂଘର ଆନ୍ଦୋଳନ। ୫ ଲକ୍ଷରୁ ଉର୍ଦ୍ଧ ଡ୍ରାଇଭର ମାନେ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ସକାଳୁ ସକାଳୁ ଡ୍ରାଇଭର ମାନେ ରାଜରାସ୍ତା ଅବରୋଧ କରିଛନ୍ତି। ଦାବି ପୂରଣ ନ ହେବା ଯାଏଁ ଏହିପରି ଆନ୍ଦୋଳନ ଜାରି ରହିବ ବୋଲି ଡ୍ରାଇଭର ମହାସଂଘ ପକ୍ଷରୁ କୁହାଯାଇଛି।ସୂଚନା ଅନୁସାରେ, ସେମାନଙ୍କ ଦାବି ଏହା ରହିଛି […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୮/୭: ସରିଲା ଘୋଷଯାତ୍ରା। ୧୨ ଦିନର ଲୀଳାଖେଳ ଶେଷ ପରେ ନୀଳାଦ୍ରି ବିଜେ କରିଛନ୍ତି ନୀଳାଦ୍ରିନାଥ । ରଥରେ ବଡ ଭାଇ ଭଉଣୀକୁ ନେଲେ ଅଥଚ ତାଙ୍କ ସହ ଧର୍ମଣୀ ମହାଲକ୍ଷ୍ମୀଙ୍କୁ ନନେଇ ଜନ୍ମବେଦୀକୁ ଚାଲିଗଲେ ମହାପ୍ରଭୁ।ତେଣୁ ରୋଷ କରିଥିଲେ ମହାଲକ୍ଷ୍ମୀ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପତ୍ନୀ ମହାଲକ୍ଷ୍ମୀଙ୍କର ରୋଷକୁ ପ୍ରଶମିତ କରିବା ପାଇଁ ରସଗୋଲା ଦେଇ ମହାଲକ୍ଷ୍ମୀଙ୍କର ମାନଭଞ୍ଜନ କରି ରତ୍ନବେଦୀକୁ ବିରାଜମାନ Continue Reading
ଭୁବନେଶ୍ୱର, ୮/୭: ଯେଉଁ ଦାୟିତ୍ୱ ମିଳିଛି ତାହା କେବଳ ମୋର ନୁହେଁ ବରଂ ସାରା ଓଡ଼ିଶାର କାର୍ଯ୍ୟକର୍ତ୍ତାମାନଙ୍କର । କାର୍ୟ୍ୟକର୍ତ୍ତା ପରିଶ୍ରମ ନ କରିଥିଲେ ଆମେ ସାଇନ ବୋର୍ଡ ପାର୍ଟିରୁ ସରକାରୀ ଦଳରେ ପହଁଚି ପାରିନଥାଆନ୍ତୁ ।ଏ ହେଉଛି ଏମିତିକି ଏକ ଦଳ ଜଣେ ଚା ବିକାଳୀ ଦେଶର ପ୍ରଧାନମନ୍ତ୍ରୀ ହୁଅନ୍ତି, ଜଣେ ଶିଶୁ ମନ୍ଦିରର ଶିକ୍ଷକ ମୁଖ୍ୟମନ୍ତ୍ରୀ ହୁଅନ୍ତି ଏବଂ ଜଣେ ସାଧାରଣ କାର୍ଯ୍ୟକର୍ତ୍ତା ସର୍ବୋଚ୍ଚ ଦାୟିତ୍ୱ ନେଇପାରେ ବୋଲି ସଭାପତି ଭାବେ ଚତୁର୍ଥ Continue Reading




