ଭୁବନେଶ୍ୱର, ୮/୭: ଆଜି ହେଉଛି ରସଗୋଲା ଦିବସ। ନୀଳାଦ୍ରି ବିଜେ ଅବସରରେ ଶ୍ରୀଜଗନ୍ନାଥ ମହାପ୍ରଭୁ, ମାଆ ଲକ୍ଷ୍ମୀ ସାଆନ୍ତାଣୀଙ୍କ ମାନ ଭଂଜନ କରିବା ପାଇଁ ରସଗୋଲା ଖୁଆଇବାର ବିଧି ରହିଛି । ଯାହା ଆମ ଓଡ଼ିଆ ସଂସ୍କୃତିର ଏକ ଅନନ୍ୟ ପରମ୍ପରା । ଏହାକୁ ନେଇ ଏହି ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଉଛି ।ଓଡ଼ିଆମାନଙ୍କ ପ୍ରିୟ ଖାଦ୍ୟ ମଧ୍ୟରୁ ରସଗୋଲା ଅନ୍ୟତମ। ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲର ବେଶ୍ ଗୁରୁତ୍ୱ ରହିଛି। କେତେକ ଓଡ଼ିଆ ଗବେଷକଙ୍କ […]Continue Reading
Odisha News
ଭୁବନେଶ୍ୱର,୮/୭ : ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ଷ୍ଡିଅରିଂ ଛାଡ଼ ଆନ୍ଦୋଳନ କରାଯିବ। ୬ ଦଫା ଦାବିରେ ଏହି ଅନ୍ଦୋଳନ ଡାକରା ଦିଆଯାଇଛି। ଅଟୋ ଡ୍ରାଇଭରମାନଙ୍କୁ ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଆଣ୍ଡ୍ ଓ୍ବାର୍କର୍ସ ଓ୍ବେଲ୍ଫେୟାର ବୋର୍ଡରେ ସାମିଲ କରିବାକୁ ମଞ୍ଚ ଦାବି କରିଛି।ଏଥିସହ ଜନସାଧାରଣଙ୍କ ଆକ୍ରୋଶରେ ଶିକାର ହେଉଥିବା ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ଆଇନ, ବୃତ୍ତିଗତ ଡ୍ରାଇଭରଙ୍କୁ ୬୦ବର୍ଷ ବୟସ ପରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୭/୭ : ବାହୁଡ଼ା ପରେ ରଥରେ ବିଜେ କରିଛନ୍ତି ଦାରୁଦିଅଁ । ବାହୁଡ଼ା ଯାତ୍ରାର ତୃତୀୟ ଦିନରେ ରଥ ଉପରେ ଅନୁଷ୍ଠିତ ହୋଇଛି ଅଧରପଣା ନୀତି । ତିନିରଥକୁ ସ୍ୱତନ୍ତ୍ର ଉପଚାରରେ ପୂଜା କରାଯାଇ ପ୍ରସ୍ତୁତ କରାଯାଇଥିବା ସମୟରେ ରଥରେ ବହୁ ଦେବଦେବୀ ବିରାଜମାନ କରିଥାନ୍ତି ।ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପନ୍ନ ହେବା ପରେ ପାର୍ଶ୍ୱ ଦେବଦେବୀ ଓ ଅନ୍ୟାନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କୁ ତୃପ୍ତ କରିବାକୁ ଅଧରପଣା କରାଯାଇ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୭/୭ : ବିଗତ ୨୦୨୪ ସାଧାରଣ ନିର୍ବାଚନରେ ବୌଦ୍ଧରୁ ନିର୍ବାଚିତ ବିଜେପି ବିଧାୟକ ଦାଖଲ କରିଥିବା ସତ୍ୟପାଠରେ ଅନେକ ଅନିୟମିତତା ଅଛି ।. ସେ ଦାଖଲ କରିଥିବା ସତ୍ୟପାଠରେ ତାଙ୍କନାମରେ ସର୍ବମୋଟ ୦୫ଟି କେଶ ଥିବା ଉଲ୍ଲେଖ ଥିବା ବେଳେ ୨୦୧୭ ମସିହା ପଂଚାୟତ ନିର୍ବାଚନସମୟରେ ୦୮ନମ୍ବର ଜୋନର ବିଜେପି ଜିଲ୍ଲାପରିଷଦ ପ୍ରାର୍ଥୀ ହନୁମାନ ବେହେରା ୨୦/୦୨/୨୦୧୯ ରିଖ ଭବାନୀପାଟଣା ଠାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ Continue Reading
ମୁମ୍ବାଇ, ୭/୭: ଦୀର୍ଘ ଦିନର ଚିକିତ୍ସା ପରେ ବିଜେଡ଼ି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା ସୂଚନା ମିଳିଛି ।ମୁମ୍ବାଇସ୍ଥିତ ଧିରୁଭାଇ ଅମ୍ବାନୀ କୋକିଲା ବେନ ହସ୍ପିଟାଲରୁ ବିଦାୟ ନେବାବେଳେ ନବୀନଙ୍କର ଏକ ଭିଡ଼ିଓ ସାମ୍ନାକୁ ଆସିଛି । ଡାକ୍ତରଙ୍କ ପରାମର୍ଶରେ ନବୀନ ଆଉ କିଛି ଦିନ ମୁମ୍ବାଇରେ ରହିବେ ବୋଲି ସୂଚନା ଦେଇଛନ୍ତି ତାଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର ।ଜୁନ ୨୦ରେ ସର୍ଭାଇକାଲ୍ ଆର୍ଥରାଇଟିସରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୭/୭ : ମାଓ ବିରୋଧୀ ଅଭିଯାନରେ କନ୍ଧମାଳ ପୁଲିସକୁ ମିଳିଛି ଆଉ ଏକ ସଫଳତା। ପୁଲିସ ନିକଟରେ ଆତ୍ମସମର୍ପଣ କଲେ ଦୁଇ ମହିଳା କ୍ୟାଡରଙ୍କ ସମେତ ତିନି ଜଣ ହାର୍ଡକୋର ମାଓବାଦୀ।ଏନେଇ ସୋମବାର କନ୍ଧମାଳ ଜିଲ୍ଲା ପୁଲିସ ମୂଖ୍ୟାଳୟରେ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ନିତିନ ଶେଖର। ଆତ୍ମସମର୍ପଣ କରିଥିବା ମାଓବାଦୀ ମାନେ ହେଲେ ବିଜିଏନ ସଙ୍ଗଠନର ଡିଭିଜନାଲ କମିଟି ମେମ୍ବର ମାଦେ ବେତି ଓରଫ ଚମ୍ପା, କେକେବିଏନ Continue Reading
ଭୁବନେଶ୍ୱର,୭/୭: ରାଜ୍ୟ ଭାଜପା ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଛନ୍ତି ମନମୋହନ ସାମଲ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଫଳରେ ସେ ପୁଣି ଥରେ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସମ୍ଭାବନା ଉଜ୍ଜ୍ବଳ ହୋଇଛି।ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ. କେ. ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ସୋମବାର ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ନାମାଙ୍କନ ସମ୍ପର୍କିତ ଆପତ୍ତି ଅଭିଯୋଗର Continue Reading
ଭୁବନେଶ୍ୱର, ୭/୭ : ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ତରଫରୁ ରାଜ୍ୟସ୍ତରୀୟ ୭୬ତମ ବନ ମହୋତ୍ସବ ଆୟୋଜିତ ହୋଇଛି । ପୁରୁଣା ଭୁବନେଶ୍ୱରସ୍ଥିତ ଭକ୍ତକବି ମଧୁସୂଦନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇଛନ୍ତି । ପରିବେଶର ସୁରକ୍ଷା ଆମ ସମସ୍ତଙ୍କର ଦାୟିତ୍ୱ, ହେଲେ କ୍ଷୋଭର ବିଷୟ ଜଙ୍ଗଲ ନଷ୍ଟ ହେଉଛି ବୋଲି ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ।ଏହି Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ, ୬/୭ : ନୟାଗଡ ଜିଲ୍ଲାର ବିଭିନ୍ନ ଥାନାରେ ଗୃହରକ୍ଷୀ ନିଯୁକ୍ତି ପାଇଁ ଜିଲ୍ଲା ଏସପି ତଥା ସମାଦେଷ୍ଟା ଙ୍କ ଦସ୍ତଖତରେ ଜିଲ୍ଲା ଗୃହରକ୍ଷୀ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୧୪୯ ତା ୦୫.୦୫.୨୦୨୪ରିଖରେ ପ୍ରକାଶିତ ବିଜ୍ଞାପନ ସର୍ତ୍ତାବଳୀ ଗୁଡିକୁ ଖୋଲା ଉଲ୍ଲଙ୍ଘନ କରାଯାଇ ମନଇଛା ନିଯୁକ୍ତି ଦିଆଯାଇଛି ବୋଲି ବରିଷ୍ଠ ଆଇନଜୀବୀ ତଥା ନୟାଗଡ ବିଧାନସଭା କଂଗ୍ରେସ ପ୍ରାର୍ଥୀ ଶ୍ରୀ ରଣଜିତ ଦାଶ ଅଭିଯୋଗ କରିଛନ୍ତି ।ଗୃହରକ୍ଷୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୬/୭: କନ୍ଧମାଳ ଜିଲା ବାଲିଗୁଡାରେ ରବିବାର ସୁନାବେଶରେ ଝଲସିଛନ୍ତି ମହାବାହୁ। ଏହି ଅପରୂପ ଦୃଶ୍ୟ ଦେଖିବାକୁ ରବିବାର ସନ୍ଧ୍ୟାରେ ରଥ ନିକଟରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି।ଆଷାଢ଼ ଶୁକ୍ଲ ଏକାଦଶୀ ତିଥିରେ ଆଜି ରଥ ଉପରେ ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରାଙ୍କୁ ସୁନାବେଶ କରାଯାଇଥିଲା। ଦାରୁବ୍ରହ୍ମଙ୍କ ବେଶ ମଧ୍ୟରେ ସୁନାବେଶ ସବୁଠାରୁ ଅଧିକ ମନ ମୁଗ୍ଧକର ହୋଇପାରି ଥିଲା।ରଥ ଉପରେ Continue Reading




