Home Archive by category Odisha News (Page 23)

Odisha News

Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୧/୮ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ପୌର-ପରିଷଦ ପକ୍ଷରୁ ଆଜି “ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ-୨୦୨୬ , ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ମହା ସମାରୋହରେ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ପୌର ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।ଏହି ଅବସରରେ ଉପସ୍ଥିତ ସମସ୍ତଙ୍କୁ ଉଦବୋଧନ ଦେଇ କହିଥିଲେ ଯେ , ପୌର ପରିଷଦ ପକ୍ଷରୁ ଜନସାଧାରଣଙ୍କ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୩୧/୮ : ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ତ୍ରୁଟି ସୁଧାରିବାକୁ ବଡ଼ ପଦକ୍ଷେପ ନେଇଛି ରାଜ୍ୟ ନିର୍ବାଚନ କମିଶନ (SEC)। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ ସେପ୍ଟେମ୍ବର ୩ରୁ ୧୧ ପର‌୍ୟ୍ୟନ୍ତ ଘରକୁ ଘର ବୁଲି ସ୍ୱତନ୍ତ୍ର ପାଇଲଟ୍ ସର୍ଭେ କରାଯିବ।ଏହି ସର୍ଭେ ବିଏମସିର ତିନୋଟି ୱାର୍ଡରେ ହେବ। ୧୦ ନମ୍ବର ୱାର୍ଡ (ଭୁବନେଶ୍ୱର-ଉତ୍ତର), ୩୫ ନମ୍ବର ୱାର୍ଡ (ଭୁବନେଶ୍ୱର-ମଧ୍ୟ) ଓ ୫୨ ନମ୍ବର Continue Reading
Odisha News
ଢେଙ୍କାନାଳ,୩୧/୮ : ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚାଉଳ ଏଟିଏମ୍‌ର ଶୁଭାରମ୍ଭ କରିଛନ୍ତି। ହିତାଧିକାରୀଙ୍କ ପାଇଁ ୨୪ ଘଣ୍ଟା ଏହି ସେବା ଉପଲବ୍ଧ ହେବ।ପିଙ୍ଗର ପ୍ରିଣ୍ଟ ଏବଂ କାର୍ଡ ନମ୍ବର ପକାଇ ହିତାଧିକାରୀ ଏଟିଏମ୍‌ରୁ ଚାଉଳ ଉଠାଇ ପାରିବେ। ଆଗକୁ ରାଜ୍ୟର ପ୍ରତ୍ୟେକ ଜିଲାରେ ଚାଉଳ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର/ ଓଡ଼ିଶା, ୩୧/୮ : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ତାହାର ଷଷ୍ଠ ପ୍ରତିଷ୍ଠା ଦିବସ ପାଳନ କରୁଥିବା ଏହି ଅବସରରେ କେବଳ ଉତ୍ସବ ପାଳନରେ ସୀମିତ ନ ରହି, ପଶ୍ଚିମ ଓଡ଼ିଶାର ଶିକ୍ଷାଗତ ରୂପାନ୍ତରଣ ପ୍ରତି ତାହାର ଐତିହାସିକ ପ୍ରତିବଦ୍ଧତାକୁ ପୁନଃ ସୁଦୃଢ଼ କରିବାର ସଙ୍କଳ୍ପ ନେବା ଆବଶ୍ୟକ।୨୦୨୬ ସେପ୍ଟେମ୍ବର ୧ ତାରିଖରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗୀର, ଏକ ବିଶ୍ୱବିଦ୍ୟାଳୟ ଭାବେ ତାହାର ଷଷ୍ଠ ପ୍ରତିଷ୍ଠା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା ,୩୦/୮ : ଆଜି ଚିଲିକା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସମସ୍ତ ଉଚ୍ଚ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ପ୍ରସାର, ଶିକ୍ଷାର ମାନବୃଦ୍ଧି ଏବଂ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ପାସ ହାରକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ବୈଠକରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୦/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟର ୪୮ତମ ସ୍ୱନକ୍ଷତ୍ର ଉତ୍ସବ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଅଧ୍ୟକ୍ଷ ଡ.ବିଭୂତି ଭୂଷଣ ଆଚାର୍ଯ୍ୟ ଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶୁଭମ୍ ଭୋସଲେ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ସୁନ୍ଦର Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୩୦/୮ : ଆମରି ସତ୍ୟ ପତ୍ରିକାର ଷୋଡ଼ଶ ବାର୍ଷିକ ଉତ୍ସବ- ୨୦୨୬ ସମ୍ପାଦକ ଡ. ପ୍ରସନ୍ନ କୁମାର ଜେନାଙ୍କ ସଭାପତିତ୍ବରେ ପ୍ରାଣନାଥ ସ୍ୱୟଂ ଶାସିତ ମହାବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟକ ଭାବରେ ମେଜର କ୍ଷିରୋଦ ପ୍ରସାଦ ମହାନ୍ତି ଯୋଗଦେଇ ପୁସ୍ତକ ପଠନ ଦ୍ବାରା ଅନ୍ତଃକରଣ ଶୁଦ୍ଧି ଓ ବୌଦ୍ଧିକ ବିକାଶ ହୁଏ ବୋଲି ମତ ପ୍ରକାଶ କରିଥିଲେ।ବରିଷ୍ଠ ଅନୁବାଦକ ଶ୍ରୀଯୁକ୍ତ ତୁଳସୀ ଜୈନ ମୁଖ୍ୟ ଅତିଥି ଭାବେ ଯୋଗଦେଇ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୮ : ରବିବାର ଦିନ ୧୨.୩୦ ମିନିଟ ସମୟରେ ବୌଦ୍ଧ ଟାଉନହଲ୍‌ଠାରେ \”ଓଡ଼ିଶା ରାଜ୍ୟ ଅଣଗେଜେଟେଡ୍ କର୍ମଚାରୀ ସମନ୍ୱୟ ସମିତି\”, ବୌଦ୍ଧ ଜିଲ୍ଲା ଶାଖାର ୭ମ ତ୍ରୟବାର୍ଷିକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।ସମିତିର ସଭାପତି ଜିତେନ୍ଦ୍ର କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ Continue Reading
Odisha News
ଗୁଲାମ୍ ଗସ୍‌ଙ୍କ ରିପୋର୍ଟଧର୍ମଶାଳା,୩୦/୮ : ଧର୍ମଶାଳା ମହାବିଦ୍ୟାଳୟର ୪୯ତମ ପ୍ରତିଷ୍ଠା ଦିବସ ଆଜି କଲେଜ ପରିସରରେ ଅନିଷ୍ଠିତ ହୋଇଯାଇଛି।ଉକ୍ତ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର୍ ସୁରେଶ ଚନ୍ଦ୍ର ଦାସ ସଭାପତିତ୍ୱ କରିଥିଲେ। ଅତିଥି ମାନଙ୍କୁ ସ୍ୱାଗତ କରିବା ନିମନ୍ତେ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ଏବଂ ସଙ୍ଗୀତ ଶିକ୍ଷକ ପୀତବାସ କର ସ୍ୱାଗତ ସଙ୍ଗୀତ ଗାନ କରିଥିଲେ।ମୁଖ୍ୟବକ୍ତା ଭାବରେ ମହାବିଦ୍ୟାଳୟର ପୂର୍ବତନ ଇଂରାଜୀ ବିଭାଗର ଅଧ୍ୟାପକ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୩୦/୮ : ପତ୍ନୀ କିମ୍ୱା ପିଲାଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ। ଏଣିକି ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ ସମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ ସିଧାସଳଖ ଟଙ୍କା କାଟି ପତ୍ନୀ ବା ସନ୍ତାନ ସନ୍ତତିଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତି ଅଭିଯୋଗ Continue Reading