Home Archive by category Odisha News (Page 231)

Odisha News

Odisha News
ବିିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧/୭ : ମଙ୍ଗଳବାର ଦିନ ଜାତୀୟ ଡାକ୍ତର ଦିବସ ଉପଲକ୍ଷେ ଗିଭ୍ ବ୍ଲଡ୍ ସେଭ୍ ଲାଇଫ୍ ପକ୍ଷରୁ ଏକ କାର୍ଯ୍ୟକ୍ରମ ଇଟାମାଟି ଲଡ଼ୁ ପାତ୍ର ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ବଡ଼ପଣ୍ଡୁସର ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆୟୋଜିତ ହୋଇଯାଇଅଛି।ଅନୁଷ୍ଠାନର ସଭାପତି ବିଶିଷ୍ଠ ସମାଜ ସେବୀ ଭାଗିରଥି ବାଇ ପ୍ରଥମେ ଇଟାମାଟି ଉପ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରତିଷ୍ଠାତା ସ୍ବର୍ଗତ ଲଡ଼ୁ ପାତ୍ରଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧/୭ : ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ବୌଦ୍ଧ ଓ ଭାରତୀୟ ରେଡ଼କ୍ରସ ସୋସାଇଟି, ଓଡିଶା ରାଜ୍ୟ ଶାଖାର ମିଳିତ ଆନୁକୂଲ୍ୟରେ ଅଣ ତାଲିମପ୍ରାପ୍ତ ଜୁନିୟରେଡ଼କ୍ରସ ପରାମର୍ଶଦାତାଙ୍କ ତ୍ରି-ଦିବସୀୟ ପ୍ରଶିକ୍ଷଣ ଶିବିର ପଲ୍ଲୀବିକାଶ ଉଚ୍ଚ ବିଦ୍ୟାଳୟ ଲୁଣିବାହାଲ ଠାରେ ଉଦ୍ଘାଟିତ ହୋଇଯାଇଛି।ଜିଲ୍ଲା ଶିକ୍ଷା ଅଧିକାରୀ ଟେମ୍ ଲାଲ୍ ଦୁବେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ଅତିରିକ୍ତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୭ : (ମଙ୍ଗଳବାର )ଅପରାନ୍ହ ୪.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ଓଏଏସ ଅଧିକାରୀ ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ମାରିବା ମାରିବା ଘଟଣାର ପ୍ରତିବାଦରେ ସାମୁହିକ ଛୁଟିରେ ଯିବା ପାଇଁ ଦାବି ପତ୍ର ଦେଇଛନ୍ତି ।ଆଜି ଅପରାନ୍ହରେ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ଓଏଏସ ଅଧିକାରୀ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନଙ୍କ ନେତୃତ୍ବରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କୁ ସାକ୍ଷାତ୍ କରି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୭ : (ମଙ୍ଗଳବାର )ଅପରାନ୍ହ ୪.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ଓଏଏସ ଅଧିକାରୀ ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ମାରିବା ମାରିବା ଘଟଣାର ପ୍ରତିବାଦରେ ସାମୁହିକ ଛୁଟିରେ ଯିବା ପାଇଁ ଦାବି ପତ୍ର ଦେଇଛନ୍ତି ।ଆଜି ଅପରାନ୍ହରେ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ଓଏଏସ ଅଧିକାରୀ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନଙ୍କ ନେତୃତ୍ବରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କୁ ସାକ୍ଷାତ୍ କରି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧/୭ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ବନ-ଖଣ୍ଡିୟ ବିଭାଗ ପକ୍ଷରୁ ଆଜି ଜିଲ୍ଲାସ୍ତରୀୟ ୭୬ ତମ ବନ ମହୋତ୍ସବ ୨୦୨୫ କାର୍ଯ୍ୟକ୍ରମ ସେଞ୍ଚୁରିଅନ ସ୍କୁଲ ନିକଟସ୍ଥ ଭୋୟା ପାହାଡ ଠାରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାସ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଗଛରେ ପାଣି ଢ଼ାଳି କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ ।ପରେ ପରେ ସମୂହ ଭାବେ ଭୋୟା ପାହାଡ ପରିସରରେ ୧୨ ହଜାର ୮୦୦ ଟି […]Continue Reading
Odisha News
ଭୁବନେଶ୍ୱର , ୧/୭ : ସୋମବାର ଭୁବନେଶ୍ୱର ମହାନଗର ନିଗମ (ଈଗଉ)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ତାଙ୍କ କାର୍ଯ୍ୟାଳୟରେ ଆକ୍ରମଣ ଘଟଣାରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଙ୍ଗଳବାର କର୍ପୋରେଟର ଅପରୂପ ନାରାୟଣ ରାଉତଙ୍କ ସମେତ ଦଳର ୫ ଜଣ ନେତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରିଛନ୍ତି।କର୍ପୋରେଟର ଶ୍ରୀ ରାଉତଙ୍କ ବ୍ୟତୀତ ନିଲମ୍ବିତ ହୋଇଥିବା ଅନ୍ୟ ନେତାମାନେ ହେଉଛନ୍ତି ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚିକାନ୍ତ ସ୍ୱାଇଁ Continue Reading
Odisha News
ଭୁବନେଶ୍ୱର, ୧/୭ : ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ଓଏଏସ୍ ସଂଘ । ଓଏଏସ୍ ସଂଘର ସଦସ୍ୟମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ପୋଲିସ ଡିଜି ୱାଇ.ବି ଖୁରାନିଆ ଆଲୋଚନା କରିଥିଲେ ।ଯଦି ଏହି ଆକ୍ରମଣ କରିଥିବା ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନ ନିଆଯିବ ତେବେ ଓଏଏସ୍ ସଂଘ ସାମୂହିକ ଛୁଟି ପାଇଁ ନିଷ୍ପତ୍ତି ନେଇଥିଲା । କିନ୍ତୁ […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧/୭: ରାଜେନ୍ଦ୍ର ୟୁନିଭରସିଟି ର ବାଣିଜ୍ୟ ବିଭାଗର ନୂତନ କ୍ଲାସ ରୁମ୍ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ସ୍କୁଲ୍ ଓ ମହାବିଦ୍ୟାଳୟ ର ଛାତ୍ର ଓ ଛାତ୍ରୀ ମାନଙ୍କୁ ନେଇ ଶିଶୁ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି।କାର୍ଯ୍ୟକ୍ରମରେ ରାଜେନ୍ଦ୍ର କଲେଜ ର ଅଧକ୍ଷ ଏ କେ ମଙ୍ଗରାଜ ସମସ୍ତଙ୍କୁ ସ୍ବାଗତ ଜଣାଇ ଶିଶୁ ସୁରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିବାରୁ ଶିଶୁ Continue Reading
Odisha News
ଭୁବନେଶ୍ୱର, ୩୦/୬ : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ମଧ୍ୟ ସୂଚନା ମିଳିଛି । ପ୍ରବଳ ବର୍ଷା ପ୍ରବଳ ବର୍ଷା ପାଇଁ ଆସନ୍ତାକାଲି ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୁଳ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୦/୬ : ମାଓ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲା ପୁଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ଏହି ଅଭିଯାନରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ନିପାତ ହୋଇଛନ୍ତି।ଏଥିସହ ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ କରାଯାଇଛି। ମୃତ ମାଓବାଦୀ ଦ୍ଵୟ ମଙ୍କୁ ଏବଂ ଚନ୍ଦନ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।କନ୍ଧମାଳ Continue Reading