Home Archive by category Odisha News (Page 236)

Odisha News

Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨୪/୬ : ସୋମବାର ସନ୍ଧ୍ୟା ୬ ଘଟିକା ସମୟରେ ଓଡିଶା ବିଧାନ ସଭାର ଗୃହ କମିଟି ର ସଦସ୍ୟ ମାନେ ଜ଼ିଲ୍ଲାପାଳ ଙ୍କ ସଦଭାବନା ଗୃହ ଠାରେ ପହଂଚିଥିଲେ ।ବିଧାୟକ ଲକ୍ଷ୍ମଣ ବାଗଙ୍କ ଅଧ୍ୟକ୍ଷତାରେ ବିଧାୟକ ମାନଙ୍କୁ ନେଇ ଜିଲ୍ଲା ଗସ୍ତରେ ଆସିଥିବା ଗୃହ କମିଟି ଜ଼ିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହ ଠାରେ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୬: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଅଞ୍ଚଳରେ ଅଟକି ରହିଥିବା ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବା ସହ ନୂତନ ଯୋଜନାରେ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ବ୍ରାହ୍ମଣୀଗାଁ ଭାଜପା ମଣ୍ଡଳ ସଭାପତି ଗଣେଶ ଡାକୁଆ ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥଙ୍କୁ ଭେଟି ନିବେଦନ ଓ ଆଲୋଚନା କରିଛନ୍ତି।ସେ ମଣ୍ଡଳର ଦାୟିତ୍ୱ ନେବା ପରେ ବିଡିଓ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୩/୬ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା Continue Reading
Odisha News
ଭୁବନେଶ୍ୱର, ୨୩/୬ : ଗୋପାଳପୁର ବେଳାଭୂମିରେ ଯୁବତୀଙ୍କ ସହିତ ଗଣଦୁଷ୍କର୍ମ ଘଟଣା ପରେ ବର୍ତ୍ତମାନ ରାଜ୍ୟ ସରକାରଙ୍କୁ ଲଭର୍ସ ପଏଣ୍ଟକୁ ଚିନ୍ତା ବଢ଼ିଯାଇଛି । ରାଜ୍ୟରେ ଥିବା ସବୁ ଲଭର୍ସ ପଏଣ୍ଟକୁ ସୁରକ୍ଷା ଯୋଗାଇଦେବା ପାଇଁ ଦୁଇ ଦୁଇ ଥର ବୈଠକ ବସି ସାରିଲାଣି ବୋଲି ପର୍ଯ୍ୟଟନ ତଥା ମହିଳା ଓ ଶିଶୁ ବିକାଶ ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।ଗୋପାଳପୁର ମାମଲାରେ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ପ୍ରଥମ ଥର Continue Reading
Odisha News
ଭୁବନେଶ୍ୱର, ୨୩/୬: ରାଜ୍ୟରେ ଅଣାୟତ୍ତ ଥିବା ଡାଇରିଆ ସ୍ଥିତିରେ ସୁଧାର ଆସିଛି । ଡାଇରିଆରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ରାଜ୍ୟର ଡାଇରିଆ ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ସମୀକ୍ଷା କରିଥିଲେ ।ତା ପରେ ସ୍ବାସ୍ଥ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି ଯେ, ” ଡାଇରିଆ ସ୍ଥିତିକୁ ଗୁରୁତର ସହ ନେଉଛନ୍ତି ସରକାର । ଡାଇରିଆ ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଲୋକଙ୍କୁ ସଚେତନ Continue Reading
Odisha News
ଭୁବନେଶ୍ୱର,୨୩/୬: ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି ଯେ, ରାଜ୍ୟର ୫ ପ୍ରତିଶ୍ରତ ଲୋକ ବିଭିନ୍ନ ସାମାଜିକ ଯୋଜନା ଜାଣିଥିବାବେଳେ ବାକି ୯୫ ପ୍ରତିଶତ ଲୋକ ଏସବୁ ସରକାରୀ ଯୋଜନା ସମ୍ପର୍କରେ ଜାଣିନାହାନ୍ତି। ଜିଲାସ୍ତରୀୟ ବୈଠକରେ ଅନୁଧ୍ୟାନ କରି ବି ମୁଁ ଦେଖିଛି ଅଫିସର ଏହା ଜାଣିନାହାନ୍ତି। ଏପରିକି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୬ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଖମନଖୋଲ ପଞ୍ଚାୟତ ରେ ଆଜକୁ ଦୀର୍ଘ ଦିନ ହେଲା ବହୁବିଧି ସମସ୍ୟା ମଧ୍ୟରେ ରହିଛି, ଯାହାକି, ଉକ୍ତ ପଞ୍ଚାୟତ ଅଞ୍ଚଳରେ ଶିକ୍ଷା ସ୍ୱାସ୍ଥ୍ୟ, ରାସ୍ତା ଘାଟ, ପାନୀୟ ଜଳ, ଭଳି ବିଭିନ୍ନ ପ୍ରକାର ସମସ୍ୟା ଦେଇ ଗତି କରୁଛି ।ଏ ସବୁକୁ ଦୃଷ୍ଟି ରେ ରଖି ଅଞ୍ଚଳ ର ବିଜେପି ଯୁବ ନେତା ଆଶିଷ କୁମାର ମହାପାତ୍ରଙ୍କ ସହ ଅଞ୍ଚଳ ବାସୀ ଏକ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୩/୬: ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଉପସଚିବ ଶ୍ରୀ ସତୀଶ କୁମାର ସିଂହ, ୨୧ ଜୁନ୍ ୨୦୨୫ ରେ ବୌଦ୍ଧ ଜିଲ୍ଲାକୁ ସରକାରୀ ଗସ୍ତରେ ଯାଇ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଅନ୍ତର୍ଗତ ଆଦିବାସୀ କଲ୍ୟାଣ (DA-JGUA) ଯୋଜନା ପଦକ୍ଷେପଗୁଡ଼ିକର ଅଗ୍ରଗତି ସମୀକ୍ଷା କରିଥିଲେ ଓ ଆମ୍ବାଗାଁ, ଉମା, ଖୁଣ୍ଟିଗୋରା ଗ୍ରାମ ପଞ୍ଚାୟତ ପରିଦର୍ଶନ କରିଥିଲେ ଏବଂ ଗୋଛାଗୋରା ଗ୍ରାମ ମଧ୍ୟ ପରିଦର୍ଶନ କରିଥିଲେ, ଯାହାକୁ Continue Reading
Odisha News
ପୁରୀ, ୨୨/୬ : ଆଉ ମାତ୍ର ୪ ଦିନ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଚଳିତ ବର୍ଷ ଅଘଟଣ ଶୂନ୍ୟ ହେବ ରଥଯାତ୍ରା । ପ୍ରତିବର୍ଷ ଭଳି ଏବର୍ଷ ବି ସ୍ବତନ୍ତ୍ର ଆୟୋଜନ କରାଯାଇଛି ।ସୁରକ୍ଷା ପାଇଁ ଡ୍ରୋନ ଓ AIକ୍ୟାମେରାର ବ୍ୟବସ୍ଥା ହୋଇଛି । ଓ୍ବାଚ ଟାଓ୍ବାର ସହିତ ବାଇନାକୁଲର ଧାରୀ ପୋଲିସ ବଡ଼ ଅଟାଳିକା ଉପରେ ମୁତୟନ ହେବେ।ଆତଙ୍କବାଦୀ କାର୍ଯ୍ୟକଳାପ ପ୍ରତିହତ କରିବା ପାଇଁ ସ୍ବତନ୍ତ୍ର […]Continue Reading
Odisha News
ଭୁବନେଶ୍ୱର,୨୨/୬: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଛି ବଡ଼ ଅପ୍‌ଡେଟ୍‌। ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଥିବା ରବିବାର ଡାକ୍ତର ରମାକାନ୍ତ ପଣ୍ଡା ସୂଚନା ଦେଇଛନ୍ତି।ସେ କହିଛନ୍ତି, ନବୀନଙ୍କ ସର୍ଭାଇକାଲ ଆର୍ଥାରାଇଟ୍ସର ସଫଳ ଅସ୍ତ୍ରୋପଚାର ହୋଇଛି। ନବୀନ ଏବେ ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅଛନ୍ତି। ତାଙ୍କୁ ଦୁଇ ଦିନ ପାଇଁ ଅବଜରଭେସନରେ Continue Reading