ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼ଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ମୂଖ୍ୟଅତିଥି ଭାବେ ପ୍ରାଧିକରଣ ର ସଚିବ ଜର୍ଜ ଶ୍ରୀ ବିମଳ ରାଉଳ ଯୋଗ ଦେଇ ଛାତ୍ରୀମାନେ ଆଜିକାଲି କିଭଳି ଫୋନ୍ ଯୋଗୁଁ ବିଭିନ୍ନ ଛଳନା ଓ Continue Reading




