Home Archive by category Odisha News (Page 245)

Odisha News

Odisha News
ବଲାଙ୍ଗୀର, ୩/୭: ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ । ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଦିଲେଶ୍ଵର ମାଝୀଙ୍କ ଟିଟିଲାଗଡ଼ସ୍ଥିତ ସରକାରୀ ବାସଭବନରେ ଭିଜିଲାନ୍ସ ରେଡ ହୋଇଛି ।ଆଜି ସକାଳୁ ଭିଜିଲାନ୍ସ ଟିମ ପାଚେରୀ ଡେଇଁ ଘରେ ପ୍ରବେଶ କରି ଖୋଲତାଡ଼ ଜାରି ରଖିଛନ୍ତି ।ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ, ସମ୍ବଲପୁର, ବ୍ରଜରାଜନଗର, ଝାରସୁଗୁଡାରେ ଶ୍ରୀ ମାଝିଙ୍କ ଘର ସମେତ ତାଙ୍କ ଶ୍ୱଶୁର ଘର, Continue Reading
Odisha News
ଭୁବନେଶ୍ୱର, ୨/୭: ରାଜ୍ୟ ଓଏଏସ୍ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ି ମାରିବା ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିବା ଦାବି ଜୋର୍ ଧରିଛି । ଜଗନ୍ନାଥ ପ୍ରଧାନଙ୍କୁ ମୁଖ୍ୟ ଅଭିଯୁକ୍ତ କହିଛି ସଂଘ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ବୈଠକରେ ପାରିତ ହୋଇଛି ।ସେହିପରି ବୈଠକରେ ଆକ୍ରମଣ ଘଟଣାକୁ ବାଦ ଦେଇ ଅନ୍ୟାନ୍ୟ ଦାବି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସ କୁ ମିଳିଛି ଆଉ ଏକ ସଫଳତା, ପାଟ୍ରୋଲିଂ କରୁଥିବା ସମୟରେ ଗଞ୍ଜେଇ, ବ୍ରାଉନ ସୁଗାର, ବାଇକ, ମୋବାଇଲ ଫୋନ ଜବତ ସହ ଘଟଣା ରେ ସଂଶିଷ୍ଟ ଥିବା ତିନି ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବିଷୟ କୁ ନେଇ ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦ ଏକ ଖବର ଦାତା ସମ୍ମିଳନୀ ରେ ପ୍ରକାଶ କରିଛନ୍ତି ।ସୂଚନାରୁ ପ୍ରକାଶ ଯେ, […]Continue Reading
Odisha News
ଭୁବନେଶ୍ୱର, ୨/୭ : କାର୍ଯ୍ୟରତ ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣା ଏବେ ରାଜ୍ୟ ସରକାରଙ୍କୁ ହରଡ଼ଘଣାରେ ପକାଇ ଦେଇଛି । ରାଜ୍ୟର ସମସ୍ତ ଓଏଏସ୍ କର୍ମଚାରୀ ବର୍ତ୍ତମାନ ସମୂହ ଛୁଟିରେ ଯାଇ ଆନ୍ଦୋଳନ କରିଛନ୍ତି । ଫଳରେ ସରକାରୀ କାମ ଯେମିତି ଠପ୍ ହୋଇଯାଇଛି । ଗୋଟିଏ ପଟେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଚାଲିଥିବାବେଳେ ଆଉ ଗୋଟିଏ ପଟେ ବର୍ଷା ଓ ବନ୍ୟାର ସମୟ । ତେଣୁ ଏପରି […]Continue Reading
Odisha News
ଭୁବନେଶ୍ୱର,୨/୭: BMC ହିଂସା ଘଟଣାରେ ମୁହଁ ଖୋଲିଲେ ମେୟର ସୁଲୋଚନା ଦାସ। ସେ କହିଛନ୍ତି,ଏଘଟଣାରେ ସ୍ପଷ୍ଟ ହୋଇ ସାରିଛି ମାଷ୍ଟର ମାଇଣ୍ଡ କିଏ।ଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିଲେ କେହି ଆଇନକୁ ହାତକୁ ନେବେ ନାହିଁ।ଆମେ ଅନୁରୋଧ କରି ସଫେଇ କର୍ମଚାରୀଙ୍କୁ କାମରେ ଲଗାଇଛୁ।କିନ୍ତୁ OAS ସଂଘ ନିଷ୍ପତ୍ତି ଅନୁସାରେ ସମସ୍ତେ ଛୁଟିରେ ଅଛନ୍ତି।BMCରେ ମଧ୍ୟ ସମସ୍ତେ ଛୁଟିରେ ରହିଛନ୍ତି।ମୟର ଭାବେ ମୁଁ ସମର୍ଥନ କରୁଛି ଓ ସେମାନଙ୍କ ସହ ରହିଛି।ମୁଖ୍ୟ ଅଭିଯୁକ୍ତ ନ ଧରା Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର/ପୁଇଁନ୍ତଲା, ୨/୭ : ସ୍ଥାନୀୟ ୨୬ ନମ୍ବର ଜାତୀୟ ରାଜପଥ ରେ ଉପସ୍ଥିତ ବାଲାଜୀ କଲେଜ ଅଫ ନର୍ସିଂ ରେ ନିର୍ଦ୍ଦେଶକ ଶ୍ରୀଯୁକ୍ତ ଅଭିଳାଷ ଅଗ୍ରୱାଲ ଙ୍କ ସଂଯୋଜନା ରେ ବନମହୋତ୍ସବ ପାଳିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ବନ ଅଧିକାରୀ(ଡିଏଫ୍ଓ) ଶ୍ରୀଯୁକ୍ତ ଅଜିତ କୁମାର ବିଶି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବରେ ସମାଜ ସେବୀ ଶ୍ରୀଯୁକ୍ତ ବିଷ୍ଣୁ ପ୍ରସାଦ କେଡିଆ ଯୋଗ Continue Reading
Odisha News
ଭୁବନେଶ୍ୱର,୨/୭ : ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଉତ୍ତର ଓଡ଼ିଶା ଏବଂ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ବଙ୍ଗୋପସାଗର ନିକଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉପରମୁଣ୍ଡରେ ଲଗାଣ ବର୍ଷା ଫଳରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି।ବୁଧବାର ୩ ଜିଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଥିବାବେଳେ ୧୪ ଜିଲାରେ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ବଲପୁର, ସୁନ୍ଦରଗଡ଼ ଓ Continue Reading
Odisha News
ବିିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧/୭ : ମଙ୍ଗଳବାର ଦିନ ଜାତୀୟ ଡାକ୍ତର ଦିବସ ଉପଲକ୍ଷେ ଗିଭ୍ ବ୍ଲଡ୍ ସେଭ୍ ଲାଇଫ୍ ପକ୍ଷରୁ ଏକ କାର୍ଯ୍ୟକ୍ରମ ଇଟାମାଟି ଲଡ଼ୁ ପାତ୍ର ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ବଡ଼ପଣ୍ଡୁସର ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆୟୋଜିତ ହୋଇଯାଇଅଛି।ଅନୁଷ୍ଠାନର ସଭାପତି ବିଶିଷ୍ଠ ସମାଜ ସେବୀ ଭାଗିରଥି ବାଇ ପ୍ରଥମେ ଇଟାମାଟି ଉପ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରତିଷ୍ଠାତା ସ୍ବର୍ଗତ ଲଡ଼ୁ ପାତ୍ରଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧/୭ : ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ବୌଦ୍ଧ ଓ ଭାରତୀୟ ରେଡ଼କ୍ରସ ସୋସାଇଟି, ଓଡିଶା ରାଜ୍ୟ ଶାଖାର ମିଳିତ ଆନୁକୂଲ୍ୟରେ ଅଣ ତାଲିମପ୍ରାପ୍ତ ଜୁନିୟରେଡ଼କ୍ରସ ପରାମର୍ଶଦାତାଙ୍କ ତ୍ରି-ଦିବସୀୟ ପ୍ରଶିକ୍ଷଣ ଶିବିର ପଲ୍ଲୀବିକାଶ ଉଚ୍ଚ ବିଦ୍ୟାଳୟ ଲୁଣିବାହାଲ ଠାରେ ଉଦ୍ଘାଟିତ ହୋଇଯାଇଛି।ଜିଲ୍ଲା ଶିକ୍ଷା ଅଧିକାରୀ ଟେମ୍ ଲାଲ୍ ଦୁବେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ଅତିରିକ୍ତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୭ : (ମଙ୍ଗଳବାର )ଅପରାନ୍ହ ୪.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ଓଏଏସ ଅଧିକାରୀ ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ମାରିବା ମାରିବା ଘଟଣାର ପ୍ରତିବାଦରେ ସାମୁହିକ ଛୁଟିରେ ଯିବା ପାଇଁ ଦାବି ପତ୍ର ଦେଇଛନ୍ତି ।ଆଜି ଅପରାନ୍ହରେ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ଓଏଏସ ଅଧିକାରୀ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନଙ୍କ ନେତୃତ୍ବରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କୁ ସାକ୍ଷାତ୍ କରି Continue Reading