ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୬/୬ : ଅନ୍ତର୍ଜାତୀୟ ନିଶା ଦ୍ରବ୍ୟର ଅପବ୍ୟବହାର ଓ ଅବ୍ୟଧ ଚଳନ ଦିବସ ରେ ବଲାଙ୍ଗିର ଜିଲ୍ଲା ଅବକାରୀ ବିଭାଗ ଓ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଏକ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଥିଲା।ଏହି ପଦଯାତ୍ରାରେ ପୂଜ୍ୟପିତା ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ସଦସ୍ୟଗଣ ଓ ପିପୁଲସ ଫୋରମ ଦ୍ବାରା ପରିଚାଳିତ ବଲାଙ୍ଗିର ନିଶା ନିବାରଣ କେନ୍ଦ୍ରର ପରିଚାଳକ ଓ ଅନ୍ତେବାସି ମାନେ ଅଂଶଗ୍ରହଣ Continue Reading
Odisha News
ଭୁବନେଶ୍ୱର, ୨୬/୬ : ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍ଟିାଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି । ଏହି ଦୁଇଟି ପ୍ରକଳ୍ପ ମାଧ୍ୟମରେ ରାଜ୍ୟରେ ୮,୪୫୦ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଲୋକସେବା ଭବନଠାରେ ଜଗତସିଂହପୁର ଜିଲ୍ଲା ଏରସମା ତହସିଲ ଅନ୍ତର୍ଗତ ଜଟାଧାର ମୁହାଣଠାରେ ଏକ କ୍ୟାପ୍ଟିିଭ୍ ଜେଟି ନିର୍ମାଣ ପାଇଁ ଜେ.ଏସ୍.ଡବ୍ଲୁ Continue Reading
ଜଗତସିଂହପୁର, ୨୬/୬ : ଜଣେ ଶିକ୍ଷକଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ଆକାଉଣ୍ଟାଣ୍ଟ। ତାଙ୍କ ନାଁ ସୂର୍ଯ୍ୟକାନ୍ତ ସ୍ୱାଇଁ। ସେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଳକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି।ଗୃହ ନିର୍ମାଣ ପାଇଁ ଉକ୍ତ ଶିକ୍ଷକଙ୍କ ନାଁରେ ଅଗ୍ରୀମ ଦେଢ଼ ଲକ୍ଷ ଟଙ୍କା ଆସିଥିଲା। ସରକାରଙ୍କ ତରଫରୁ ଯୋଗ୍ୟ କର୍ତ୍ତୃପକ୍ଷ ତାଙ୍କ ନାଁରେ ଏହି ଟଙ୍କା ମଞ୍ଜୁର କରିଥିଲେ। କିନ୍ତୁ ବିଲ୍ କରି Continue Reading
ଜଗତସିଂହପୁର, ୨୬/୬ : ଜଣେ ଶିକ୍ଷକଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ଆକାଉଣ୍ଟାଣ୍ଟ। ତାଙ୍କ ନାଁ ସୂର୍ଯ୍ୟକାନ୍ତ ସ୍ୱାଇଁ। ସେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଳକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି।ଗୃହ ନିର୍ମାଣ ପାଇଁ ଉକ୍ତ ଶିକ୍ଷକଙ୍କ ନାଁରେ ଅଗ୍ରୀମ ଦେଢ଼ ଲକ୍ଷ ଟଙ୍କା ଆସିଥିଲା। ସରକାରଙ୍କ ତରଫରୁ ଯୋଗ୍ୟ କର୍ତ୍ତୃପକ୍ଷ ତାଙ୍କ ନାଁରେ ଏହି ଟଙ୍କା ମଞ୍ଜୁର କରିଥିଲେ। କିନ୍ତୁ ବିଲ୍ କରି Continue Reading
ଭୁବନେଶ୍ବର, ୨୬/୬ : ଅବକାରୀ ବିଭାଗ ପକ୍ଷରୁ ନିଶାମୁକ୍ତ ଅଭିଯାନ ଅନ୍ତର୍ଗତ ଏକ ପଦଯାତ୍ରା ଗୁରୁବାର ଜୁନ୍ ୨୬ରେ ଆନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ନିରୋଧୀ ଦିବସ ଅବସରରେ ଅନୁଷ୍ଠିତ ହୋଇଥିଲା। ପଦଯାତ୍ରାରେ ଅଧିକ ସଂଖ୍ୟକ ଯୁବ ପିଢ଼ି ସାମିଲ ହୋଇଥିଲେ । ଏହି ଦିବସରର ଶୀର୍ଷକ ଥିଲା, ଆମେ ସଂକଳ୍ପ ନେବା ନିଶା ନୁହେଁ ଜୀବନ ବାଛିବା।ଅବକାରୀ ବିଭାଗ ପକ୍ଷରୁ ଏହି ନିଶାମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଆମେ ସଂକଳ୍ପ ନେବା ନିଶା ନୁହେଁ Continue Reading
ଭୁବନେଶ୍ୱର, ୨୬/୬ : ରାଜ୍ୟରେ ଆଜିଠୁ ଜାରି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ୨୮ ତାରିଖ ଯାଏଁ ଲାଗି ରହିବ ବର୍ଷା। ତେବେ ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଏହି ଜିଲ୍ଲା ଗୁଡ଼ିକରେ ବର୍ଷା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ। ସେହିଭଳି ରଥଯାତ୍ରାରେ ପ୍ରବଳ ବର୍ଷା। ପ୍ରବଳ ବର୍ଷା ପ୍ରଭାବରେ ଭିଜିବ ଶ୍ରୀକ୍ଷେତ୍ର। Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୬ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି-ବୁଡ଼ାଗୁଡ଼ା ରାସ୍ତା ବିଚ୍ଛିନ୍ନ ଘଟଣାରେ ଆସିଛି ସୁଧାର। ବୁଧବାର ସକାଳ ଠାରୁ ସମସ୍ତ ପ୍ରକାର ଗାଡ଼ିମୋଟର ଚଳାଚଳ ଆରମ୍ଭ ହୋଇଛି। ଗୁମାଡି ନଦୀର ଉକ୍ତ ଡାଇଭର୍ସନ ଉପରେ ହ୍ୟୁମ୍ ପାଇପ୍ ପକାଯାଇ ମରାମତି କରାଯାଇଛି।ମଙ୍ଗଳବାର ବର୍ଷା କମିବା ପରେ ସନ୍ଧ୍ୟାରେ ଗୁମାଡି ନଦୀରେ ଜଳସ୍ତର କମିଥିଲା ଓ ଠିକାସଂସ୍ଥା ପକ୍ଷରୁ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୨୫/୬ : ନୟାଗଡ଼ ସାମ୍ବାଦିକ ଭବନ ପରିସରରେ ଆଜି ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ଭବନ ଓ ରୋଟାରୀ କ୍ଲବ ସହଭାଗିତାରେ ଅନୁଷ୍ଠିତ ଏହି ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦଘାଟନ କରିବା ସହ ପ୍ରଥମ ରକ୍ତଦାତା ଭାବେ ରକ୍ତଦାନ କରିଥିଲେ ।ତାଙ୍କ ଜୀବନର ଏହା ୫୦ ତମ ରକ୍ତଦାନ ବୋଲି ସେ ସୂଚନା ଦେଇଥିଲେ । ଅନ୍ୟତମ ଅତିଥି ଭାବେ ପୈାର ପରିଷଦ […]Continue Reading
ବୌଦ୍ଧ, ୨୫/୬ : ବୁଧବାର ସକାଳ ୯ ଘଟିକା ସମୟରେ ତାଲିମ ଗ୍ରହଣ କରୁଥିବା ଓଡିଶା ପ୍ରଶାସନିକ ସେବାର ୨୦ ଜଣ ଅଧିକାରୀ ।ଓଡିଶା ସରକାରଂକ ଓଡିଶା ପରିକ୍ରମା କାର୍ଯ୍ୟକ୍ରମ ଆନୁକୁଲ୍ୟରେ ତାଲିମ ନେଉଥିବା ଉକ୍ତ ୨୦ ଜଣ ଓଡିଶା ପ୍ରଶାସନିକ ସେବା ଅଧିକାରୀ ଦୁଇ ଦିନିଆ ବୌଦ୍ଧ ଜିଲ୍ଲା ଗସ୍ତରେ ଆସିଛନ୍ତି ।ଗତକାଲି ସମସ୍ତ ଙ୍କୁ ସର୍କିଟ ହାଉସ ଠାରେ ବୌଦ୍ଧ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଇଥିଲା । ପରେ ସେମାନେ ଡମ୍ବରୁଗଡ ମଠ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୫/୬ : ବିଶ୍ୱ ପ୍ରସିଦ୍ଧ ଗୁଣ୍ଡିଚା ଯାତ୍ରା ପ୍ରତ୍ୟେକ ବର୍ଷ ଆଷାଢ଼ ମାସ ଶୁକ୍ଳପକ୍ଷ ଦ୍ଵିତୀୟା ତିଥି ପୁଷ୍ୟା ନକ୍ଷତ୍ରରେ ପବିତ୍ର ଘୋଷଯାତ୍ରା ବା ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହୋଇଥାଏ।ଭକ୍ତ ବତ୍ସଳ ମହାପ୍ରଭୁ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ,ମା ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନ ଲକ୍ଷ ଲକ୍ଷ ଭକ୍ତଜନଙ୍କ ଗ୍ରହଣରେ ରଥରେ ବିରାଜମାନ କରି ୯ ଦିନ ଯାତ୍ରାରେ ଜନ୍ମବେଦୀକୁ ଗମନ କରିଥାନ୍ତି।ମହାପ୍ରଭୁଙ୍କ Continue Reading




