ଭୁବନେଶ୍ୱର, ୧୮/୬: ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆସନ୍ତା ୨୦ ଜୁନ (ଶୁକ୍ରବାର) ଭୁବନେଶ୍ୱରରେ ଏକ ରାଜ୍ୟସ୍ତରୀୟ ସମାବେଶ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ସମାବେଶରେ ବିପୁଳ ଜନସମାଗମ ହେବାର ସମ୍ଭାବନା ରହିଥିବାରୁ ସହରରେ ଟ୍ରାଫିକ ସମସ୍ୟା ଉପୁଜିବାର ଆଶଙ୍କା କରାଯାଉଛି।ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଓ କଟକ ମହାନଗର ଅଞ୍ଚଳରେ Continue Reading
Odisha News
ଜଳେଶ୍ୱର, ୧୮/୬ : ଓଡିଶା -ପଶ୍ଚିମ ବଙ୍ଗ ସୀମାନ୍ତ ତାଜପୁର ବେଳାଭୂମିରେ ଏକ ଅଘଟଣ ଘଟିଯାଇଛି । ସମୁଦ୍ରରେ ଗାଧୋଇବା ବେଳେ ୩ ପର୍ଯ୍ୟଟକ ଭାସିଯାଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ମୃତ, ଜଣେ ଗୁରୁତର ଅବସ୍ଥାରେ ଉଦ୍ଧାର ଓ ଅନ୍ୟ ଜଣେ ନିଖୋଜ ଅଛନ୍ତି ।ସୂଚନା ଅନୁସାରେ ସମୁଦ୍ରରେ ଗାଧୋଇବା ବେଳେ ୩ଜଣ ପର୍ଯ୍ୟଟକ ବୁଡିଯାଇଥିଲେ । ଖବର ପାଇ ସ୍ଥାନୀୟ ପ୍ରଶାସନ ପର୍ୟ୍ୟଟକଙ୍କୁ ଉଦ୍ଧାର ପାଇଁ ସ୍ପିଡ ବୋଟ ପଠାଇଥିଲା । ଉଦ୍ଧାରକାରି ଟିମ […]Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୮/୬ : ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ପେକ୍ଷାଳୟ ରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭,ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ଆୟୋଜିତ ହୋଇଯାଇଛି।ଏହି କର୍ମଶାଳା ରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଜିଲ୍ଲାପାଳ ଗୌରୱ ଶୀୱାଜୀ ଈସାଲୱାର ଯୋଗଦେଇ ସରକାର ଙ୍କ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଦ୍ୱାରା ରାଜ୍ୟ ସହ ଜିଲ୍ଲା ର ବିକାଶ ଘଟୁଛି ଏବଂ ବୁଦ୍ଧିଜୀବୀ ଙ୍କ ଉପଦେଶରେ ଅଧିକ Continue Reading
ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର
ଭୁବନେଶ୍ୱର,୧୮/୬: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛିକିଛି ସ୍ଥାନରେ ବଜ୍ରପାତ ସହିତପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ବର୍ଷା କରାଇବ।ଅନ୍ୟପଟେ ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟଭୁବନେଶ୍ୱର, ୧୮/୬: ଟାଟା ପାୱାରର ସମ୍ପୂର୍ଣ୍ଣ ସହାୟକ ସଂସ୍ଥା ତଥା ଭାରତର ଅଗ୍ରଣୀ ରୁଫ୍ଟପ୍ ସୋଲାର କମ୍ପାନି ଟାଟା ପାୱାର ରିନୁଏବଲ୍ ଏନର୍ଜି ଲିମିଟେଡ୍ (ଟିପିଆର୍ଇଏଲ୍) ପକ୍ଷରୁ ଏହାର ‘ଘର ଘର ସୋଲାର’ ଅଭିଯାନ ଅଧୀନରେ ଓଡ଼ିଶାର ଭୁବନେଶ୍ୱରରେ ଭାରତର ସବୁଠୁ ସୁଲଭ ରୁଫଟପ୍ ସୋଲାର ସମାଧାନର ଶୁଭାରମ୍ଭ କରାଯାଇଛି।କମ୍ପାନିର ଗ୍ରାହକ କୈନ୍ଦ୍ରୀକ ଫାଇନାନ୍ସ ମଡେଲ୍ ଓଡ଼ିଶା ଜନସଂଖ୍ୟାର ବ୍ୟାପକ ବର୍ଗ ପାଇଁ ରୁଫ୍ଟପ୍ ସୋଲାରକୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୬ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ପୋଲିସ ଦ୍ୱାରା ଜଣେ ମୋବାଇଲ ଲୁଟେରା ଯୁବକ ଗିରଫ ହୋଇଛନ୍ତି।ଗିରଫ ଯୁବକ ହେଲେ ଉକ୍ତ ଥାନା ପ୍ଳିହେରୀର ସୂର୍ଯ୍ୟ ପ୍ରଧାନ (୧୯) ବୋଲି ଡିଏସପି ତଥା ଦାରିଙ୍ଗବାଡି ଥାନା ଇନଚାର୍ଜ କନକ କୁମାର ମାଝୀ କହିଛନ୍ତି। ପୋଲିସ ଗିରଫ ଯୁବକଠାରୁ ବିଭିନ୍ନ କମ୍ପାନୀର ନୂଆ ମୋବାଇଲ ୧୩ ଟି ଜବତ କରିବା ସହ ଚୋରିରେ ବ୍ୟବହୃତ ଫ୍ଲାସ, କଟର, ସ୍କ୍ର୍ୟୁ Continue Reading
ବଲାଙ୍ଗୀର, ୧୭/୬ : ରାଜ୍ୟରେ କୃଷିର ବିକାଶ ପାଇଁ ଅଧିକରୁ ଅଧିକ ଚାଷୀଙ୍କ ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ଆମେ ପ୍ରତିବଦ୍ଧତାର ସହ କାମ କରୁଛୁ । ୫ ବର୍ଷ ମଧ୍ୟରେ ୧୫ ଲକ୍ଷ ହେକ୍ଟର ଅଣଜଳସେଚିତ ଜମିକୁ ଆମେ ଜଳସେଚନ ଯୋଗାଇ ଦେବାର ଲକ୍ଷ୍ୟ ରଖିଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀରଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଅନୁଷ୍ଠିତ ହୋଇାଯାଇଛି । […]Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୭/୬ : ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଶ୍ରୀଯୁକ୍ତ ସଚିନ ରାମଚନ୍ଦ୍ର ଯାଦବ ଆଜି ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ସରକାରଙ୍କ ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଓ କୃଷକ ଶକ୍ତି ସମାବେଶ ସମୀକ୍ଷା କରିଛନ୍ତି।ଏହା ପରେ ପଥରଚେପା ପଡିଆ କୁ ଯାଇ କ୍ଷେତ୍ର ପରିଦର୍ଶନ କରିଛନ୍ତି।ଏହି ଅବସରରେ ସେ ସରକାରଙ୍କ ବିଭିନ୍ନ ଜନ ହିତକର ଯୋଜନାର ସୁଫଳ ଲୋକମାନଙ୍କ ପାଖେ ପହଞ୍ଚାଇବା ପାଇଁ ସମସ୍ତ ଅଧିକାରୀ ଙ୍କୁ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୭/୬ : ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଦେଓଗାଁ ର ସିଙ୍ଘାମୁଣ୍ଡା ଗ୍ରାମ ପଂଚାୟତରେ ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ପାଳିତ ହୋଇଯାଇଛି।ଏହି ଶିବିର ରେ ଆଇନ ସେବା ପ୍ରାଧିକରଣ ସଚିବ ପଵିତ୍ରାନନ୍ଦ ପ୍ରଧାନ,ଉପସ୍ଥିତ ଶିଶୁ ଓ ଜନସାଧାରଣ ମାନଙ୍କୁ ଶିଶୁ ର ଅଧିକାର,ବାଲ୍ୟ ବିବାହ ଉଚ୍ଛେଦ , ପୋସ୍କୋ ଆଇନ,ଶିଶୁ ଶ୍ରମିକ ଉଚ୍ଛେଦ ଉପରେ ବିସ୍ତୃତ ବିବରଣୀ ରଖିଥିଲେ।ଏହା ସହ ନିଃସହାୟ ଶିଶୁ Continue Reading
ବ୍ରହ୍ମପୁର, ୧୭/୬ : ଗୋପାଳପୁରରେ ଲଜ୍ଜା । ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ ।ଗୋପାଳପୁର ବେଳାଭୂମିରେ ଯୁବତୀ ଜଣକ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରିଥିଲା ।ସୋମବାର ୭ ଜଣ ଯୁବକଙ୍କୁ ଅଟକ ରଖାଯାଇଥିଲା । ଆଜି ଗୋପାଳପୁର ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି । ଘଟଣାସ୍ଥଳକୁ ଯାଇ ଛାନ୍ଭିନ୍ କରିବ ପୋଲିସ […]Continue Reading




