Home Archive by category Odisha News (Page 255)

Odisha News

Odisha News
ଭୁବନେଶ୍ୱର,୧୭/୬: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି।ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୭/୬ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଧାଡିଆମ୍ବ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୬/୬: ଦୋକାନ ଘର ଭିତରୁ ମିଳିଲା ବ୍ୟବସାୟୀଙ୍କ ମୃତଦେହ । ଘରେ କେହି ନଥିବା ବେଳେ ମାନସିକ ଭାରସାମ୍ୟ ହରାଇ ବ୍ୟବସାୟୀ ଜଣକ ବେକରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି ।ମୃତକ ହେଉଛନ୍ତି ପାବୁରିଆ ଗାଁର ବ୍ୟବସାୟୀ ଶିବାନନ୍ଦ ଦାସ । କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି।ସୂଚନା ମୁତାବକ, ସୋମବାର ସକାଳୁ ବ୍ୟବସାୟୀ Continue Reading
Odisha News
ଯାଜପୁର,୧୬/୬: ଯାଜପୁର ବ୍ୟାସନଗର ଏବଂ ବିଞ୍ଝାରପୁର ଅଞ୍ଚଳରେ ସମସ୍ତ ଢାବା, ଫାଷ୍ଟଫୁଡ୍ ଷ୍ଟଲ୍ ଏବଂ ଖାଦ୍ୟ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନଗୁଡ଼ିକୁ ଆଗାମୀ ୨ ସପ୍ତାହ ପାଇଁ ବନ୍ଦ ରଖିବାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ନିର୍ଦ୍ଦେଶ ଅନୁଯାୟୀ, ଚାଟ୍, ଗୁପ୍‌ଚୁପ୍, ଆଇସ୍‌କ୍ରିମ୍ ଫ୍ୟାକ୍ଟ୍ରି ତଥା ପାଣି ପାଉଚ୍, ମାଛ, ଚିକେନ୍ ଓ ମଟନ୍ ଦୋକାନଗୁଡ଼ିକ ମଧ୍ୟ ବନ୍ଦ ରହିବ।ଏହି ନିଷ୍ପତ୍ତି ସ୍ଥାନୀୟ ସ୍ୱାସ୍ଥ୍ୟ ଓ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୬/୬ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ୟୁ -ଟେକ୍ କମ୍ପ୍ୟୁଟର ଏଡୁକେସନ୍ (ରାଜ ବାଟି ପରିସରରେ) ଅଗ୍ରଣୀ ଅନୁଷ୍ଠାନ “ପ୍ରଗତି ମହିଳା ସଙ୍ଗଠନ” ପକ୍ଷରୁ ଅନ୍ତର୍ଜାତୀୟ ପିତୃ ଦିବସ ଏବଂ ରଜ ଉତ୍ସବ-୨୦୨୫ ମହା ଆଡ଼ମ୍ବରରେ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଶୁଭଶ୍ରୀ ଭୁକ୍ତା ସ୍ଵାଗତ ଭାଷଣ ଦେଇଥିବା ବେଳେ ସ୍ନେହା ବେହେରା ଅତିଥି ମାନଙ୍କ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୬/୬ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଆୟୋଜିତ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନି ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଏହି ଶୋଭାଯାତ୍ରାରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀମତୀ ଭାରତୀ ବେହେରା , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ Continue Reading
Odisha News
ଭୁବନେଶ୍ୱର, ୧୬/୬ : ଜୁନ୍ ୧୮ ନୁହେଁ,୨୦ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ୍ ଖୋଲିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି। ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ । ପ୍ରବଳ ଖରାକୁ ଦେଖି ରାଜ୍ୟରେ ସ୍କୁଲ ବନ୍ଦ ରହିଛି। ରାଜ୍ୟରେ ଖରାଛୁଟି ବଢିବ କି ନାହିଁ ସେ ସମ୍ପର୍କରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ନିଜର ପ୍ରତିକ୍ରିୟାରେ ଏହି […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୬/୬ : ଓଡ଼ିଶା ଅଣଗେଜେଟେଡ ବନସେବା ସଂଘ ବଲାଙ୍ଗିର ଜିଲ୍ଲା ଡିଭିଜନ ସଭାପତି ବାବୁଲା ଦାସ ଙ୍କ ନେତୃତ୍ୱ ରେ ତିନି ଦଫା ଦାବି କୁ ନେଇ ଲୋଇସିଂହା ରେଞ୍ଜ ଅଫିସ ସମ୍ମୁଖରେ କଳା ବ୍ୟାଚ୍ ପରିଧାନ ପୂର୍ବକ ଶାନ୍ତିପୂର୍ଣ୍ଣ ଧାରଣା ଦେଇଛନ୍ତି।ସରକାର ଙ୍କ ଠାରୁ କୌଣସି ସାହାଯ୍ୟ ସହଯୋଗ ପାଉ ନଥିବାରୁ ଏହି ଧାରଣା ର ମୂଳ ଲକ୍ଷ୍ୟ ବୋଲି ସଭାପତି ଜଣାଇଛନ୍ତି।ତଥ୍ୟ ଅନୁସାରେ,ଓଡ଼ିଶା ଅଣ ଗେଜେଟେଡ୍ ବନସେବା ସଂଘର Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୬/୬ : ବଲାଙ୍ଗିର ବନ ବିଭାଗ ଇତି ମଧ୍ୟରେ ସକ୍ରିୟ ହୋଇ ଅନେକ ଚୋରା କାଠ ଚାଲାଣ ଗାଡ଼ି ସହ କିଛି କାଠ ଚୋର ଙ୍କୁ ଧରି କେସ ରୁଜୁ କରିସାରିଲାଣି।କାଠ ଚୋର ମାନେ ଜଙ୍ଗଲ ବିଭାଗର ଏତାଦୃଶ କାର୍ଯ୍ୟ ରେ ତ୍ରାହି ତ୍ରାହି ଭଜିଲେଣି।ହେଲେ କାଠ ଚୋର ମାନେ ଜଙ୍ଗଲ ବିଭାଗର ଚଢ଼ାଉ ସତ୍ତ୍ୱେ ବେଫିକର୍।ଜଙ୍ଗଲ ଭିତରେ ପଶି ବେଧଡକ ନାମୀ ଦାମୀ ବୃକ୍ଷ କାଟି ଚୋରା ଚାଲାଣ କରିବାରେ […]Continue Reading
Odisha News
ପୁରୀ,୧୬/୬: ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବଙ୍କ ପରଲୋକ ହୋଇଯାଇଛି। ଏକ ଘରୋଇ ହସ୍ପିଟାଲରେ ମାତ୍ର ୬୭ ବର୍ଷ ବୟସରେ ରବିବାର ବିଳମ୍ବିତ ରାତିରେ ତାଙ୍କର ପରୋଲୋକ ହୋଇଛି।ସୂଚନା ଅନୁଯାୟୀ, ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା ଥିଲା। ତାଙ୍କୁ ଏକ ଘରୋଇ ହସ୍ପଟିଲାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଥିଲା।ଶେଷରେ ରବିବାର ବିଳମ୍ବିତ ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ବର୍ଗତଃ ରଣାର୍ଣ୍ଣବ Continue Reading