ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିିପୋର୍ଟକନ୍ଧମାଳ, ୧୬/୬ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଲାପଡ଼ା ପଞ୍ଚାୟତର ବଇରୀକୁମ୍ପା ନିକଟରେ ରାସ୍ତା କଡରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣଙ୍କ ମୃତଦେହ ଫିରିଙ୍ଗିଆ ପୋଲିସ ଉଦ୍ଧାର କରିଥିଲା। ଏହି ଘଟଣାରେ ପୋଲିସ ୨ ଜଣ ଯୁବକଙ୍କୁ ଗିରଫ କରିଛି ।ଏଥି ସହିତ ହତ୍ୟାରେ ବ୍ୟବହୃତ ପଥର, ବାଇକ, ମୃତ ଯୁବକର ମୋବାଇଲ ଓ ସାଇକେଲକୁ ମଧ୍ୟ ଜବତ କରିଛି ଫିରିଙ୍ଗିଆ ପୋଲିସ । ପ୍ରକାଶ ଯେ, ବୁଧବାର ଜାର୍ଗୀ ପଡ଼ା […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟ ଗଜପତି, ୧୬/୬ : ପାରଳାଖେମୁଣ୍ଡି ସ୍ଥିତ ଆଈ:ଏସ:ଆର:ଡି ସଖୀ ୱାନ ଷ୍ଟପ ସେଣ୍ଟର ତରଫରୁ ରଜ ଉତ୍ସବ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ସଖୀ ୱାନ ଷ୍ଟପ କେନ୍ଦ୍ରର ଆଇନ ପରାମର୍ଶ ଦାତା ଶ୍ରୀ ନାଗେଶ୍ଵର ଚୌଧୁରୀ ଅତିଥି ମାନଙ୍କୁ ସ୍ଵାଗତ ଜଣାଇଥିଲେ । କେନ୍ଦ୍ର ପ୍ରଶାସିକା ଶ୍ରୀମତୀ ସୁନିତା ରଥ ଏହି ଦିବସର ଲକ୍ଷ ଓ ଉଦେଶ୍ୟ ଉପରେ ସମ୍ୟକ ବିବରଣୀ ପ୍ରଦାନ କରିବା ସହ ମଞ୍ଚ ପରିଚାଳନା […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୬ : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ, ବୌଦ୍ଧ ପକ୍ଷ ରୁ ଜଙ୍ଗଲ ଅଧିକାର ନିୟମ -୨୦୦୬ ଅନୁଯାୟୀ ସର୍ବମୋଟ ୧୨ଜଣ ହିତାଧିକାରୀ ଙ୍କୁ ବ୍ୟକ୍ତିଗତ ଜଙ୍ଗଲ ଅଧିକାର ପଟ୍ଟା ବଣ୍ଟନ କରାଯାଇଥିଲା ।ମୁଖ୍ୟଅତିଥି ଭାବେ ଜ଼ିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ, ଜ଼ିଲ୍ଲା ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ ପ୍ରଭାସ ଚନ୍ଦ୍ର Continue Reading
ଭୁବନେଶ୍ବର,୧୪/୬: ଓଡ଼ିଆ ସାହିତ୍ୟର କଥାସମ୍ରାଟ ଫକୀର ମୋହନ ସେନାପତିଙ୍କ ପ୍ରସିଦ୍ଧ କାହାଣୀ ‘ରାଣ୍ଡୀପୁଅ ଅନନ୍ତା’ ଉପରେ ଆଧାରିତ ଚଳଚ୍ଚିତ୍ର ‘ଅନନ୍ତା’ ସିନେମା ହଲ୍ରେ ଦର୍ଶକମାନଙ୍କର ମନ ଜିଣୁଛି।ରଜ ଉପଲକ୍ଷେ ଶୁଭମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରକୁ ସିନେମାପ୍ରେମୀମାନେ ବହୁତ ପ୍ରଶଂସା କରୁଛନ୍ତି।ଭାରତୀୟ ସିନେମାର ପ୍ରସିଦ୍ଧ ଚିତ୍ରନିର୍ମାତା ଓ ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ରଙ୍କ ‘ଅନନ୍ତା’ ଦେଖିବା ପାଇଁ ସିନେମା ହଲ୍ରେ ନାହିଁନଥିବା ଭିଡ଼ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୪/୬ : ବଲାଙ୍ଗୀର ଜିଲ୍ଲା ସ୍ଥିତ ପ୍ରାକୃତିକ ପ୍ରଶିକ୍ଷଣ ଅନୁଷ୍ଠାନ ର ଦ ହ୍ୟୁମାନ ଡେଭଲପମେଣ୍ଟ ଆନୁକୁଲ୍ୟରେ ପ୍ରାକୃତିକ କୃଷି ସମ୍ବନ୍ଧୀୟ ଏକ ପାଞ୍ଚ ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହୋଇଛି।କାର୍ଯ୍ୟକ୍ରମରେ ଏଫ୍ଇଏସ ର ମାଷ୍ଟର ଟ୍ରେନର ଡକ୍ଟର୍ ଅଭୟ ତ୍ରିପାଠୀ ମୁଖ୍ୟ ଅତିଥି ଭାବରେ ଅଂଶ ଗ୍ରହଣ କରିଥିଲେ।କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ପ୍ରକଲ୍ପ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୪/୬ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ସିଏସିଏଲ , ଆଇଏସଆରଡି: , ପ୍ରଭା , ଜେକେପି , ସିସିଡବ୍ଲୁଡି , ଆରକେଏସଏସ , ଗଜପତି ତରଫରୁ ଶିଶୁ ଶ୍ରମ ମୁକ୍ତ ଓଡ଼ିଶା ଗଠନ ଅଭିଯାନ ଉଦେଶ୍ୟରେ ପଦଯାତ୍ରା ଏବଂ ସଚେତନତା ରଥ ମାଧ୍ୟମରେ ସହର ପରିକ୍ରମା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ପ୍ରତିବର୍ଷ ଜୁନ୍ ୧୨ ତାରିଖରେ ପାଳିତ ହେଉଥିବା ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସର ଲକ୍ଷ୍ୟ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୪/୬ : ବିକାଶ ମେଳା ତଥା ପରମ୍ପାରିକ ଖାଦ୍ୟ ମେଳା ର ଦ୍ଵିତୀୟ ଦିନ ର ସନ୍ଧ୍ୟା କାର୍ଯ୍ୟକ୍ରମ ରେ କୃଷି, ରାଜସ୍ୱ, ଉଦ୍ୟାନ, ଉଠାଜଳସେଚନ, ଲିଡ଼ ବ୍ୟାଙ୍କ, ଆର. ସେ. ଟି. ଏବଂ ସି. ଅଫ. ଏଲ ର ବିଭିନ୍ନ ସ୍କିମ ଉପରେ ସ୍ୱତନ୍ତ୍ର ଭାବେ ବୈଠକ କଚେରୀ ପଡିଆ ମଞ୍ଚ ରେ ଅନୁଷ୍ଠିତ ହୋଇଯାଇଛି ।ଏହି ପୃଥକ ପୃଥକ ବୈଠକ ରେ ସମ୍ପୃକ୍ତ ବିଭାଗ ର ବିଭାଗୀୟ ଅଧିକାରୀ ମାନେ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୪/୬ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ବିଶ୍ବ ରକ୍ତଦାତା ଦିବସ ଓ ଭେଷଜ ପ୍ରୟୋଗଶାଳା ପ୍ରାଯୁକ୍ତିକ ବଳରାମ ଗୌଡ଼ଙ୍କ ଅବସର କାଳୀନ ସୃତି ଉଦ୍ଦେଶ୍ୟରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ବିଡ଼ିଓ ଅକ୍ଷୟ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ସହ ପ୍ରଥମେ ନିଜେ ରକ୍ତଦାନ କରିବା ପରେ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୪/୬ : ରଜ ପୂର୍ବରୁ ଦେଖିବାକୁ ମିଳୁଛି ରଜ ଉତ୍ସବ।ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଆଜି ଠୁ ଆରମ୍ଭ ହୋଇଛି ଜିଲ୍ଲା ସ୍ତରୀୟ ବିକାଶ ମେଳା ଓ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା।ସ୍ଥାନୀୟ ପୃଥୀରାଜ ହାଇସ୍କୁଲ ଷ୍ଟାଡିୟମ ରେ ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇଶାଲୱାର ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି।ଏହି ବିକାଶ ମେଳାରେ ମିଳୁଛି ଭିନ୍ନ ଭିନ୍ନ ସ୍ଵାଦର ପିଠା।ସ୍ୱୟଂ ସହାୟିକା ଗୋଷ୍ଠୀ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୩/୬ : ଆଜି ଅପରାହ୍ନରେ ଓଡ଼ିଶାର ମାନ୍ୟବର ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଏବଂ ପ୍ରଭାରୀ ମନ୍ତ୍ରୀ, ଖୋର୍ଦ୍ଧା ଜିଲ୍ଲା ଶ୍ରୀଯୁକ୍ତ ପ୍ରଦୀପ କୁମାର ବଳ ସାମନ୍ତ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ବିକାଶ ମେଳା ଓ ପାରମ୍ପାରିକ ଖାଦ୍ୟ ମେଳାରେ ଉଦଘାଟକ ଭାବେ ଯୋଗଦେଇ ମେଳାକୁ ଉଦଘାଟନ କରିବା ସହ ବିକାଶ ବାହାନକୁ ଜିଲ୍ଲାରେ ପରିକ୍ରମା କରି ସଚେତନତା ବାର୍ତ୍ତା ପ୍ରଚାର ପ୍ରସାର ଏବଂ ଯୋଜନାରେ Continue Reading




