Home Archive by category Odisha News (Page 258)

Odisha News

Odisha News
ଭୁବନେଶ୍ୱର ୨୨/୫: ପୁଣି ଓଡିଶାକୁ ଫେରିଛି କରୋନା । ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶାକୁ କରୋନା ଫେରିଛି । ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ ।ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି। ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ। ଆକ୍ରାନ୍ତ ଜଣଙ୍କ ପୁରୁଷ ଥିବା ବେଳେ ଏବେ ସେ ହୋମ୍ କ୍ୱାରେଣ୍ଟାଇନରେ ଥିବା ସୂଚନା ମିଳିଛି । ଓଡିଶାକୁ କରୋନାର ନୂଆ ମାମଲା ସାମନାକୁ ଆସିବା ପରେ ରାଜ୍ୟବାସୀଙ୍କ ମଧ୍ୟରେ ଛନକା ପସିଛି […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୨/୪: ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ସ୍ନାତକ ପାଠ୍ୟକ୍ରମ କଳା, ବାଣିଜ୍ୟ ଓ ବିଜ୍ଞାନ ବାର୍ଷିକ ପରୀକ୍ଷା ଫଳ ୨୦୨୨-୨୦୨୫ ଶିକ୍ଷା ବର୍ଷ ଫଳାଫଳ ବୁଧବାର ପ୍ରକାଶିତ ହୋଇଛି । ଚଳିତବର୍ଷ ୧୧୦୫ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିବା ବେଳେ ୯୯୪ ଜଣ ପାସ କରିଛନ୍ତି। ପାସ ହାର ୯୦ ପ୍ରତିଶତ ରହିଛି ।ଚଳିତ ବର୍ଷ ଛାତ୍ରଙ୍କ ତୁଳନାରେ ଛାତ୍ରୀ ମାନେ ଆଗରେ ରହିଛନ୍ତି ଓ ଛାତ୍ରୀ ପାସ ହାର ୯୪.୮ % […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧/୫ : ବୁଧବାର ସକାଳ ୯ ଘଟିକା ସମୟ ରେ ଜ଼ିଲ୍ଲାପାଳ ଙ୍କ ସଦଭାବନା ଗୃହ ରେ ବୌଦ୍ଧ ଜ଼ିଲ୍ଲା ରେଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ୨୦୨୫ରେ A1ଗ୍ରେଡ଼ରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ର ଛାତ୍ରୀ ଏବଂ ଶତ ପ୍ରତିଶତ ପାସ କରିଥିବା ବିଦ୍ୟାଳୟର ଜିଲ୍ଲା ସ୍ତରୀୟ ସମ୍ବର୍ଦ୍ଧନା ସମାରୋହ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ସୁବ୍ରତ Continue Reading
Odisha News
ଭୁବନେଶ୍ୱର, ୨୧/୫ : ସ୍ଥଗିତ ରହିଲା ପଞ୍ଚାୟତ ଉପନିର୍ବାଚନ। ବିଜ୍ଞପ୍ତି ପ୍ରକାଶ ପାଇବାର କିଛି ସମୟ ଭିତରେ ବଡ଼ ନିଷ୍ପତି ନିଆଯାଇଛି। ସଅଳ ମୌସୁମୀ ପାଇଁ ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଏନେଇ ସାମ୍ବାଦିକ ସମ୍ମଳନୀରେ ସ୍ପଷ୍ଟ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର ସଚିବ ଶ୍ରୀଯୁକ୍ତ ସନ୍ତୋଷ ଦାସ। ମୌସୁମୀ ଶେଷ ହେଲେ ପୁଣି ଥରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସେ ସୂଚନା ଦେଇଛନ୍ତି।ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ, ଓ ୱାର୍ଡମେମ୍ବରଙ୍କୁ ମିଶାଇ ୧୧୩୧ Continue Reading
Odisha News
ଭୁବନେଶ୍ୱର, ୨୧/୫ : ଆଜି ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ।ଚଳିତ ବର୍ଷ ପାସ ହାର ୮୨.୭୭ ପ୍ରତିଶତ ରହିଛି। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଆଦି ପରୀକ୍ଷାର ଫଳ ଅପରାହ୍ନ ୪ଟା ରେ ପ୍ରକାଶ ପାଇଛି। ୧୪୨୫୧୨ ଛାତ୍ର ପାସ୍ ହୋଇଛନ୍ତି । ୧୭୬୨୫୧ ଜଣ ଛାତ୍ରୀ ପାସ୍ କରିଛନ୍ତି। ଭୁବନେଶ୍ୱର ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ କାର‌୍ୟ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ସେମାନଙ୍କର www.chseodisha.nic.in ଏବଂ Continue Reading
Odisha News
ଭୁବନେଶ୍ୱର,୨୧/୫: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା।ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ କର୍ମଚାରୀମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିର କରିଛନ୍ତି Continue Reading
Odisha News
ଭୁବନେଶ୍ୱର, ୨୧/୫: ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି । ଆସନ୍ତା ଜୁନ୍ ମାସରୁ ୩,୫୦୦ ଟଙ୍କା ବର୍ଦ୍ଧିତ ଭତ୍ତା ପାଇବେ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକ। ହିତାଧିକାରୀଙ୍କୁ ଜୁନ୍ ସୁଦ୍ଧା ୮୦ବର୍ଷ ହୋଇଥିଲେ ବର୍ଦ୍ଧିତ ଟଙ୍କା ମିଳିବ ।ଏନେଇ ରାଜ୍ୟ ସରକାର ଡିଏସଏସଓଏସଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ୱାରା ୪ ଲକ୍ଷ ୧୭ ହଜାର ୪୯୬ ଜଣ ଉପକୃତ ହେବେ ।ଏହା ସେମାନଙ୍କ ପାଇଁ ଏକ ଖୁସି […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧/୫: ମଙ୍ଗଳବାର ଦିନ ସକାଳ ୯ ଘଟିକା ସମୟରେ ବୌଦ୍ଧ ବ୍ଲକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ପଞ୍ଚାୟତ ସମିତିର ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶି ପ୍ରତ୍ୟୁଷ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବୌଦ୍ଧ ବିଧାୟକ ତଥା ସରକାରୀ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ ଯୋଗ ଦେଇଥିଲେ । ପ୍ରାରମ୍ଭରେ ବିଡ଼ିଓ ଯୁଧିଷ୍ଠିର ମେହେର ସମସ୍ତଙ୍କୁ ସ୍ବାଗତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୫ : ମଙ୍ଗଳବାର ଦିନ ଦିବା ଘ.୧୧.୩୦ ମିନିଟ ସମୟରେ ବୌଦ୍ଧ ଠାରେ ନିର୍ମାଣାଧୀନ ୩୦୦ ଶଯ୍ୟା ବିଶିଷ୍ଟ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ।ଜୁନ ମାସର ଶେଷ ସୁଦ୍ଧା ଉକ୍ତ ଡାକ୍ତରଖାନା ଶୁଭାରମ୍ଭ ପାଇଁ ଧାର୍ଯ୍ୟ ରଖାଯାଇଥିବା ବେଳେ ନିର୍ମାଣର ପ୍ରଗତି ସମ୍ପର୍କ ରେ ଜିଲ୍ଲାପାଳ ଅନୁଧ୍ୟାନ କରିଥିଲେ ।ତା ସହିତ ସ୍ବାସ୍ଥ୍ୟ ବିଭାଗ ସହିତ ସମ୍ପୃକ୍ତ ଅନ୍ୟାନ୍ୟ ବିଭାଗର Continue Reading