ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୩/୨: ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନ ଟିକାବାଲି ଠାରେ ଅଧ୍ୟକ୍ଷ ଶିବ ପ୍ରସାଦ ପଣ୍ଡା ଙ୍କ ଅଧକ୍ଷତାରେ କନ୍ଧମାଳ ଜିଲ୍ଲାର ବିଭିନ୍ନ ବ୍ଲକ ରୁ ଚାରି ଜଣ ଲେଖାଏଁ ଶିକ୍ଷକ ଶିକ୍ଷୟିତ୍ରୀ ଓସିଆରସିସି ଙ୍କୁ ନେଇ ତିନି ଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଅଛି ।ଶିକ୍ଷଣ ଫଳାଫଳ ଓ ଦକ୍ଷତା ଆଧାରିତ ଅନେକ ଶିକ୍ଷଣ ଉପକରଣ ପ୍ରସ୍ତୁତ କରିବା ଯାହାକି ଶିକ୍ଷାର୍ଥୀ ଙ୍କୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୩/୨ : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ସଭାଗୃହ ଠାରେ ରାଷ୍ଟ୍ରୀୟ ପେନସନ ଯୋଜନା ସଂପର୍କିତ ଏକ ସଚେତନତା ଶିବିର ଆଜି ପୂର୍ବାହ୍ନ ୧୦ଘ. ୩୦ ମି. ରୁ ଦିବା ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା କୋଷାଗାର ଅଧିକାରୀ, ବୌଦ୍ଧ ଶ୍ରୀଯୁକ୍ତ ଜଗନ୍ନାଥ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ରାଜ୍ୟ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ଏନପିଏସ୍ ସଂପର୍କିତ ସଚେତନତା ଏବଂ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା,୧୩/୨: ଖୋରଧା ପୌର ପରିଷଦ ଅନ୍ତର୍ଗତ ଗୁରୁଜଙ୍ଗ ଶ୍ରୀ ଶ୍ରୀ ଧବଳେଶ୍ୱର ମନ୍ଦିରରେ ମହାଶିବରାତ୍ରି ପର୍ବ ପାଳନ ପାଇଁ ନୀତି ନିର୍ଘଣ୍ଟ କରାଯାଇଛି।ରାତ୍ର ୧୧ ଟାରେ ମହାଦୀପ ଉଠିବା ସହିତ ହରିହର ଭେଟ ଦର୍ଶନ ଆରମ୍ଭ ହେବ। ମନ୍ଦିର ଟ୍ରଷ୍ଟି ବଦ୍ରି ନାରାୟଣ ସାହୁଙ୍କ ପୌରହିତ୍ୟରେ ଟ୍ରଷ୍ଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଆସନ୍ତା ୧୫ ତାରିଖ ଦିନ ମହାଶିବରାତ୍ରି ପର୍ବ ସୁଚାରୁରୂପେ ପାଳନ ପାଇଁ କାର୍ଯ୍ୟକ୍ରମ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ କଟିମାହା ପଞ୍ଚାୟତର ଡୁଟୁକାଗାଁ ସ୍ଥିତ ଶୁଣ୍ଢୀଗାଡ଼ା ଠାରେ ବ୍ଲକ କଂଗ୍ରେସ ପକ୍ଷରୁ ଏକ ବନ୍ଧୁ ମିଳନ ଓ ମିଶ୍ରଣ ପର୍ବ କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଯାଇଛି।ନବନିଯୁକ୍ତ ଟିକାବାଲି ବ୍ଲକ କଂଗ୍ରେସ ସଭାପତି ଅନିଲ ଭୋଇ (ମଣ୍ଟୁ) ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଦଳୀୟ ସଂଗଠନକୁ ଅଧିକ ଶକ୍ତିଶାଳୀ କରିବା Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୨/୨: ଭାରତୀୟ ପ୍ରଯୁକ୍ତିବିଦ୍ୟା ସଂସ୍ଥାନ (ଆଇଆଇଟି) ଭୁବନେଶ୍ଵର ଆଜି ଏହାର ଅଷ୍ଟଦଶ ପ୍ରତିଷ୍ଠା ଦିବସ ପାଳନ କରିଛି।ଏହି ଅବସରରେ ଓଡ଼ିଶା ସରକାରଙ୍କ ମାନ୍ୟବର ଇଲେକ୍ଟ୍ରୋନିକ ଆଣ୍ଡ ଆଇଟି, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।ସେହିପରି ପଟ୍ଟନାୟକ ଗ୍ରୁପ୍ ଅଫ୍ ଇଣ୍ଡଷ୍ଟ୍ରିଜ୍ର ଅଧ୍ୟକ୍ଷ ଏବଂ ରବିସନ୍ସ ଫାଉଣ୍ଡେସନ୍ର Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୨ : ବୌଦ୍ଧ ପିମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ଚଳିତ ୨୦୨୫-୨୬ ଶିକ୍ଷା ବର୍ଷ ପାଇଁ ପ୍ରବନ୍ଧନ ସମିତିର ତୃତୀୟ ବୈଠକ ତାରିଖ ୧୨.୦୨.୨୦୨୬ ରେ ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଅନିରୁଦ୍ଧ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ସନକ ମେହେର ସମିତିର ସଦସ୍ୟ ମାନଙ୍କୁ ସ୍ବାଗତ କରିଥିଲେ । ବିଦ୍ୟାଳୟର ସୁପରିଚାଳନା ପାଇଁ ଆବଶ୍ୟକ ପ୍ରସ୍ତାବ Continue Reading
କଟକ, ୧୨/୨ : ପ୍ରକାଶ ପାଇଲା ଓଟିଇଟି ୨୦୨୫ର ରେଜଲ୍ଟ। ୨୦୨୫ ଡିସେମ୍ବର ୧୭ ତାରିଖରେ ହୋଇଥିଲା ପରୀକ୍ଷା। ଚଳିତ ବର୍ଷ ମୋଟ ପାସ ହାର ରହିଛି ୬୮.୯୭ ପ୍ରତିଶତ ।ପେପର ୧ ରେ ୭୧.୧୬ ଓ ପେପର ୨ ରେ ୬୮.୦୬ ପାସ ହାର ରହିଛି। ମୋଟ ୧୬୦୪୨୦ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୦୬୦୪୧ ଉତ୍ତୀର୍ଣ୍ଣ ହୋଇଛନ୍ତି। ଅପରାହ୍ନ ୪ଟାରୁ ରେଜଲ୍ଟ ବୋର୍ଡ ୱେବସାଇଟ www.bseodisha.ac.inରେ ଉପଲବ୍ଧ ହେବ ।ଖବର ଅନୁଯାୟୀ, ଗତ ବର୍ଷ OTET ପ୍ରଶ୍ନପତ୍ର […]Continue Reading
ରାୟଗଡ଼ା, ୧୨/୨ : ବଡ଼ ଅଘଟଣରୁ ବର୍ତ୍ତିଲେ ଆନ୍ଦୋଳନକାରୀ। ରାୟଗଡା ଶିରିଗୁଡ଼ା ଛକରେ ବ୍ରେକ୍ ଫେଲ୍ ହେଲା ପୋଲିସ ବସ୍। ଅଳ୍ପକେ ବର୍ତ୍ତିଲେ ଶତାଧିକ ଆନ୍ଦୋଳନକାରୀ। ରାୟଗଡା ସହରର ଶିରିଗୁଡ଼ା ଛକରେ ବନ୍ଦର ପ୍ରଭାବରେ ଅନେକ ଯାନବାହାନ ଅଟକିଥିଲା ।ଶତାଧିକ ଆନ୍ଦୋଳକାରୀ ରାସ୍ତାରେ ବିକ୍ଷୋଭ କରୁଥିଲେ।ସାମ୍ବାଦିକମାନେ ମଧ୍ୟ ଖବର ସଂଗ୍ରହ କରୁଥିଲେ। ସେହି ସମୟରେ ରାୟଗଡ଼ାରୁ ନବରଙ୍ଗପୁରର ଯାଉଥିଲେ ୩୮ଜଣ ପୋଲିସ କର୍ମୀ। ତେବେ ହଠାତ ପୋଲିସ ବସ୍ ବ୍ରେକ ଫେଲ୍ Continue Reading
ଭୁବନେଶ୍ୱର,୧୨/୨: ଭାରତୀୟ ଚାଷୀ ଏବଂ ଟ୍ରେଡ୍ ୟୁନିୟନଗୁଡିକ ପକ୍ଷରୁ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍ ବାତିଲ ଦାବିରେ ୧୦ ଟ୍ରେଡ୍ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ତେବେ ଏହି ବନ୍ଦ ଡାକରାରେ ବେଶି ପ୍ରଭାବିତ ହୋଇଛନ୍ତି ସାଧାରଣ ଲୋକେ।ବିଭିନ୍ନ ସ୍ଥାନରେ ବନ୍ଦ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଏହି ବନ୍ଦ ଯୋଗୁ ଭୁବନେଶ୍ୱର ଜୟଦେବ ବିହାର ଛକରେ ପ୍ରବଳ ହଙ୍ଗାମା ଦେଖିବାକୁ ମିଳିଛି। Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୨/୨ : ପ୍ରାଣନାଥ ସ୍ୱୟଂ ଶାସିତ ମହାବିଦ୍ୟାଳୟ ର ଅଧ୍ୟକ୍ଷା ଡ. ବିନ୍ଦୁଶ୍ରୀ ମିଶ୍ର ନୁଆଦିଲ୍ଲୀ ଠାରେ ଅନୁଷ୍ଠିତ ହୋଇଥିବା ଗଣତନ୍ତ୍ର ଦିବସ ପ୍ୟାରେଡରେ ମହାବିଦ୍ୟାଳୟର ଏନସିସି କ୍ୟାଡେଟ ସିନିୟର ଅଣ୍ଡର ଅଫିସର (ଏସ.ୟୁ.ଓ) ଗଙ୍ଗାଧର ପ୍ରଧାନ, ଜୁନିଅର ଅଣ୍ଡର ଅଫିସର (ଜେ.ୟୁ.ଓ) ପ୍ରଦ୍ୟୁମ୍ନ ପ୍ରଧାନ, କ୍ୟାଡେଟ ଅର୍ଚ୍ଚିତା ସୁନ୍ଦରା ଅଂଶଗ୍ରହଣ କରିଥିବା ବେଳେ ଏବଂ ନୂଆଦିଲ୍ଲୀର ସୈନିକ କ୍ୟାମ୍ପରେ ମ୍ୟାପ Continue Reading




