Home Archive by category Odisha News (Page 26)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୮ : କନ୍ଧମାଳ ଜିଲ୍ଲାରୁ ଦାଦନ ସମସ୍ୟା ଦୂର କରି ସ୍ଥାନୀୟ ଅଞ୍ଚଳରେ ସ୍ଥାୟୀ ରୋଜଗାର ସୃଷ୍ଟି କରିବା ଲକ୍ଷ୍ୟରେ ‘ବିକଶିତ କନ୍ଧମାଳ–ଦାଦନମୁକ୍ତ କନ୍ଧମାଳ’ ଅଭିଯାନ ଅଧୀନରେ କୋଟଗଡ଼ ବ୍ଲକସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।ସୋସିଆଲ ୱର୍କର୍ସ ଆସୋସିଏସନ ଅଫ କନ୍ଧମାଳ (ସ୍ୱାକ୍) ପକ୍ଷରୁ କୋଟଗଡ଼ ସ୍ଥିତ ଆଦିବାସୀ ସାଂସ୍କୃତିକ ଭବନଠାରେ ଏହି ବୈଠକ ଆୟୋଜିତ ହୋଇଥିଲା।ଗୁଗୁରମାହା ପଞ୍ଚାୟତର ସରପଞ୍ଚ ମୋସେସ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୮ : ବୌଦ୍ଧଜିଲ୍ଲା ସଡ଼କ ସୁରକ୍ଷା କମିଟି ସମୀକ୍ଷା ବୈଠକ ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ଜିଲ୍ଲା ହାଇୱେ ସୁରକ୍ଷା ଟ୍ୟାକ୍ସ ଫୋର୍ସ କମିଟି ମିଟିଂ,ମୋଟର ଭେହିକିଲ୍ ଆଇନ୍ ଅନୁଯାୟୀ ଜୋରିମାନା ସଂଗ୍ରହ, ଜିଲ୍ଲାରେ ଘଟୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାର ସମ୍ପର୍କିତ ସମୀକ୍ଷା, ପୂର୍ବତନ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକର କାର୍ଯ୍ୟବିବରଣୀ ଏବଂ ସଡ଼କ Continue Reading
Odisha News
ଫୁଲବାଣୀ,୨୫/୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଦମ୍ପତିଙ୍କ ଘର କନ୍ଧମାଳ ଜିଲା ନେଡ଼ିପଙ୍ଗାରେ।ମିଳିଥିବା ସୂଚନା ମୁତାବକ, ନିଃସନ୍ତାନ ଦମ୍ପତି ବାଲିଗୁଡ଼ା ଅଞ୍ଚଳର ଜଣେ ଗୁଣିଆଠାରୁ ଔଷଧ ଆଣି ଖାଇଥିଲେ। ପରେ ଦୁହେଁ ଗୁରୁତର ହୋଇପଡିଥିଲେ। ସେମାନଙ୍କୁ ଫୁଲବାଣୀ ଜିଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା। Continue Reading
Odisha News
ଭୁବନେଶ୍ଵର, ୨୫/୮: ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିର ଖବର। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ପ୍ରମୁଖ ନଦୀଗୁଡ଼ିକରେ ବର୍ତ୍ତମାନ ବନ୍ୟା ବିପଦ ଟଳିଯାଇଛି। ବୈତରଣୀ, ସାଳନ୍ଦୀ, ସୁବର୍ଣ୍ଣରେଖା ଓ ବ୍ରାହ୍ମଣୀ ନଦୀରେ ବନ୍ୟା ସ୍ଥିତି ନଥିବା ବେଳେ ବଂଶଧାରାର ଉପର ମୁଣ୍ଡରେ ସୃଷ୍ଟି ହୋଇଥିବା ଆକସ୍ମିକ ବନ୍ୟା ସ୍ଥିତିରେ ସୁଧାର ଆସିଛି। ତେବେ ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।ହୀରାକୁଦ ଡ୍ୟାମରୁ ବର୍ତ୍ତମାନ ୧୬ଟି Continue Reading
Odisha News
କେନ୍ଦ୍ରାପଡ଼ା, ୨୫/୮ ରାଜକନିକା: କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟବିଦାରକ ଅଘଟଣ ଘଟିଛି। ନଦୀ ପାର ହେବା ପାଇଁ ଡଙ୍ଗାରେ ଚଢ଼ୁଥିବା ସମୟରେ ଜଣେ ବୃଦ୍ଧଙ୍କୁ କୁମ୍ଭୀର ନଦୀ ଭିତରକୁ ଟାଣିନେଇଥିବା ଅଭିଯୋଗ ହୋଇଛି। ଘଟଣା ପରଠାରୁ ବୃଦ୍ଧ ନିଖୋଜ ରହିଛନ୍ତି।ନିଖୋଜ ବୃଦ୍ଧ ହେଲେ ଗଙ୍ଗାଧର ପ୍ରସାଦ ଦିଆ ଗାଁର ପରେଶ୍ୱର ବେହେରା। ସ୍ଥାନୀୟ ସୂତ୍ର ଅନୁସାରେ, ସେ ଆୟତା ବଜାରକୁ ଯିବା ପାଇଁ ପ୍ରଖର ସ୍ରୋତ ଥିବା ନଦୀ ପାର କରିବାକୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ପଞ୍ଚାୟତ ର ସରପଞ୍ଚ ଚନ୍ଦ୍ରିକା ମଲିକ ଙ୍କୁ ସରପଞ୍ଚ ପଦବୀ ଦେଇଥିବା ପଞ୍ଚାୟତ ବାସୀଙ୍କ ତାଙ୍କର ଅସନ୍ତୁଷ୍ଟ କାର୍ଯ୍ୟ କଳାପ କୁ ଦେଖି ତାଙ୍କୁ ପଦଚ୍ୟୁତ କରି ନାଏବ ସରପଞ୍ଚ ପଦବୀ ରେ ଥିସବା ଦୀପକ ପ୍ରଧାନଙ୍କୁ ସରପଞ୍ଚ ପଦବୀ ଦେବା ପାଇଁ ଅନାସ୍ଥା ପ୍ରସ୍ତାବ କରିଥିଲେ ତାହା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଅନାସ୍ଥା ପ୍ରସ୍ତାବ ପରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୮ : ବୌଦ୍ଧ ଜିଲ୍ଲାର ବୌଦ୍ଧ ବ୍ଲକ ଅନ୍ତର୍ଗତ ସୀମାନ୍ତ ଆମ୍ବଝରୀ ପଞ୍ଚାୟତରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମିନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଜିଲ୍ଲା ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା,ଉପ-ଜିଲ୍ଲାପାଳ ବିନୟ କୁମାର ଭୋଇ, ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୁଗଳ କିଶୋର ବିଶ୍ୱାଳ, ତହସିଲଦାର ଅନିତା କୁମାରୀ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୪/୮: ଖୋରଧା ଜିଲ୍ଲାରେ ଚାଲିଥିବା ୨୦୨୬ ମସିହାର ସ୍ୱତନ୍ତ୍ର ଗଭୀର ଭୋଟର ତାଲିକା ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ଭୋଟରଙ୍କ ଦାବି ଓ ଆପତ୍ତି ସମ୍ପର୍କିତ ମୋଟ ୧୨,୪୬୫ଟି ଆବେଦନ ମିଳିଛି।ଜୁଲାଇ ୫ରୁ ଅଗଷ୍ଟ ୧୯, ୨୦୨୬ ମଧ୍ୟରେ ଜିଲ୍ଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରୁ ଫର୍ମ-୬, ଫର୍ମ-୭ ଓ ଫର୍ମ-୮ ଜରିଆରେ ଏହି ଆବେଦନଗୁଡ଼ିକ ଦାଖଲ ହୋଇଛି। ଏଥିରୁ ୬,୮୮୮ଟି ଆବେଦନ ଅନୁମୋଦିତ, ୧,୯୫୮ଟି ଖାରଜ Continue Reading
Odisha News
ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ/ଓଡ଼ିଶା, ୨୪/୮: ଥିଙ୍କର୍ଶ କ୍ଲବ ର ଷଷ୍ଠ ବର୍ଷ ୧୬୦ ତମ ଆଭାସୀ ଆଲୋଚନା କଳିଙ୍ଗ ଆଇ ଏ ଏସ ଏକାଡେମୀ ମିଳିତ ଆନୁକୂଲ୍ୟରେ ଓଡ଼ିଶାରେ ପରିବେଶ ସୁରକ୍ଷା ଓ ଜନସଚେତନତା ବିଷୟରେ ଅନୁଷ୍ଠିତ ହୋଇଯାଇଛି ।କଳିଙ୍ଗ ଏକାଡେମୀ ର ନିର୍ଦେଶକ ଦୀପକ ରାଉତ ପ୍ରାରମ୍ଭିକ ସୂଚନାଦେଇ ଏହି ଆଲୋଚନା ସମସ୍ତଙ୍କୁ ପ୍ରେରଣା ଯୋଗାଇବ ବୋଲି କହିଥିଲେ ।ପରିବେଶବିତ୍ ସ୍ତମ୍ଭକାର ଡ଼ ଜୟକୃଷ୍ଣ ପାଣିଗ୍ରାହୀ ପରିବେଶ ର ବିଭିନ୍ନ ଦିଗ ଉପରେ ବିଶଦ Continue Reading
Odisha News
ଜଗତସିଂହପୁର, ୨୪/୮ : ନାଉଗାଁ ତହସିଲର ବରିଷ୍ଠ ରାଜସ୍ୱ ସହାୟକ ଭଞ୍ଜ କିଶୋର ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ସୋମବାର ସକାଳୁ ସକାଳୁ ରଘୁନାଥପୁର ବ୍ଲକ ପାଟେଣୀ ଗାଁ ସ୍ଥିତ ପୈତୃକ ବାସଭବନ, କାର୍ଯ୍ୟାଳୟ ଓ ଶ୍ୱଶୁର ଘର ସମେତ ଆଦି ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି ।ରଘୁନାଥପୁର ବ୍ଲକ ପାଟେଣୀ ଗାଁରେ ୭୦୦୦ ବର୍ଗ ଫୁଟ୍ ପରିମିତ ଏକ ଦୁଇ ମହଲା କୋଠା, ୪୦୦୦ ବର୍ଗ ଫୁଟ୍ ପରିମିତ ଜମି ଉପରେ […]Continue Reading