Home Archive by category Odisha News (Page 267)

Odisha News

Odisha News
ଓଡ଼ିଶା,୩୦/୫ : ସିକ୍କିମରେ ଟୁରିଷ୍ଟ ବସ୍ ଦୁର୍ଘଟଣାରେ ଓଡ଼ିଶା ବିଜେପି ମହିଳା ମୋର୍ଚ୍ଚାର ରାଜ୍ୟ ସମ୍ପାଦିକା ଇତିଶ୍ରୀ ଜେନା ନିଖୋଜ । ଗତକାଲି ରାତିରେ ସିକ୍କିମର ତିସ୍ତା ନଦୀକୁ ଖସିପଡ଼ି ତୀର୍ଥ ଯାତ୍ରୀ ବସ୍ ଦୁର୍ଘଟଣାର ଶିକାର ହୋଇଛି । ହଜାରେ ଫୁଟ୍ ତଳକୁ ବସ୍ ଖସି ନଦୀକୁ ଖସିପଡ଼ିଥିଲା । ୨ ଜଣ ଉଦ୍ଧାର ହୋଇଥିବା ବେଳେ ୯ ଯାତ୍ରୀ ଏବେ ବି ନିଖୋଜ ରହିଛନ୍ତି।ସୂଚନା ମୁତାବିକ, ପର‌୍ୟ୍ୟଟକ ମାନେ ସିକ୍କିମକୁ ବୁଲିବା ପାଇଁ ଯାଇଥିବା […]Continue Reading
Odisha News
କଟକ, ୩୦/୫ : ରାଜ୍ୟରେ ପୁଣି ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜଧାନୀ ଭୁବନେଶ୍ୱର, ଖୋର୍ଦ୍ଧା ପରେ ଏବେ କଟକକୁ ବ୍ୟାପିଲାଣି। କଟକରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।୪୫ ବର୍ଷୀୟ ଜଣେ ବ୍ୟକ୍ତି ଟେଷ୍ଟ ରିପୋର୍ଟ ଆସିବା ପରେ ପଜିଟିଭ୍ ଥିବା ଜଣାପଡ଼ିଛି। ବ୍ୟକ୍ତି ଜଣଙ୍କ ଗତ କିଛି ଦିନ ଧରି ଆକ୍ରାନ୍ତଜଣକ ଜ୍ଵର ଓ ଥଣ୍ଡାରେ ପିଡିତ ଥିଲେ ।ସେ କୋଭିଡ ଟେଷ୍ଟ କରିବା ପରେ ପଜିଟିଭ ଆସିଥିବା ଜଣାପଡ଼ିଛି । ଏବେ […]Continue Reading
Odisha News
କାମାକ୍ଷାନଗର, ୩୦/୫: ଓଡ଼ିଶାର ପ୍ରଥମ ଭାଜପା ବିଧାୟକ ତଥା କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୭୪ ବର୍ଷ ବୟସରେ ସେ ଶେଷ ନିଶ୍ଚାସ ତ୍ୟାଗ କରିଥିବା ସୂଚନା ମିଳିଛି।ପଟ୍ଟନାୟକ କାମାକ୍ଷାନଗର ନିର୍ବାଚନମଣ୍ଡଳିରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ରାଜ୍ୟର ରାଜନୀତିରେ ତାଙ୍କର Continue Reading
Odisha News
ଅନୁଗୁଳ, ୩୦/୫: ଦିନକୁ ଦିନ ବଢି ଚାଲିଛି ବଡବଡିଆଙ୍କ ଲାଞ୍ଚ ନେବା। ଏପରିକି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡୁଛନ୍ତି ଅନେକ ବିଶିଷ୍ଟ ବ୍ୟକ୍ତି।ତେବେ ପୁଣି ଆଉ ଜଣେ ବଡ ବାବୁ ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି। ସେ ହେଉଛନ୍ତି। ଅନୁଗୁଳ ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀ। ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୁଖ୍ୟଯନ୍ତ୍ରୀଙ୍କ ଘରେ ଚାଲିଛି ରେଡ୍। ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଚଢାଉ। ଅନୁଗୋଳ, Continue Reading
Odisha News
ଭୁବନେଶ୍ବର,୨୯/୫: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଜଣେ ବରିଷ୍ଠ ଅଧିକାରୀ ଗୁରୁବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଫାସରେ ପଡ଼ିଛନ୍ତି। ଭୁବନେଶ୍ବରସ୍ଥିତ କାର୍ଯ୍ୟାଳୟରେ କାର୍ଯ୍ୟରତ ‘ଇଡି’ର ଉପନିର୍ଦ୍ଦେଶକ ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଛନ୍ତି। ଅଭିଯୁକ୍ତ ଅଧିକାରୀ ହେଲେ ଚିନ୍ତନ ରଘୁବଂଶୀ।ସୂଚନା ଅନୁସାରେ ଖଣିଜନିତ ଏକ ମାମଲାର ରଫାଦଫା କରିବା ପାଇଁ ୨୦୧୩ର ଭାରତୀୟ ରାଜସ୍ବ ସେବା (ଆଇଆରଏସ୍‌) ଅଧିକାରୀ ତଥା ଇଡିର ଉପନିର୍ଦ୍ଦେଶକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ର ଗୁରୁବାର ୨୪ ଦିନରେ ମା ‘ଙ୍କ ବିଶ୍ରାମ ଦିବସ ଥିବାରୁ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନ ତମାମ ପୂଜକ ମାନଙ୍କ ଦ୍ୱାରା ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚନା ଚାଲିଥିବା ବେଳେ ଭକ୍ତଙ୍କ ସଂଖ୍ୟା ମଧ୍ୟ ଅନ୍ୟ ଦିନ ତୁଳନାରେ ଗୁରୁବାର ଅଧିକ ସଂଖ୍ୟକ ଭକ୍ତଙ୍କ ସମାଗମ Continue Reading
Odisha News
ଭୁବନେଶ୍ୱର, ୨୯/୫ : ସମ୍ବଲପୁରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଶୀତଳ ଷଷ୍ଠୀ ଯାତ୍ରାକୁ ଆହୁରି ଭବ୍ୟ ଓ ପ୍ରଚାର ପ୍ରସାର ପାଇଁ ଅନୁଦାନ କରିଛନ୍ତି ।ମୁଖ୍ୟମନ୍ତ୍ରୀ ଏକ୍ସରେ କହିଛନ୍ତି, ଶୀତଳ ଷଷ୍ଠୀ ଯାତ୍ରା’ ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ ସମ୍ପନ୍ନ ‘ଶୀତଳ […]Continue Reading
Odisha News
ଭୁବନେଶ୍ୱର, ୨୯/୫ : ଲକ୍ଷପତି ଦିଦି ଯୋଜନା କେବଳ ରୋଜଗାରର ପାଇଁ ନୁହେଁ, ଏହାର ମୂଳ ଉଦ୍ଦେଶ୍ୟ ହେଉଛି ମହିଳାମାନଙ୍କୁ ଆର୍ଥିକ ସ୍ୱାଧୀନତା ଦେବା ଏବଂ ଗ୍ରାମାଞ୍ଚଳ ମହିଳାଙ୍କ ମଧ୍ୟରେ ନେତୃତ୍ୱ ଭାବନା ଜାଗ୍ରତ କରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫ ଅବସରରେ କହିଛନ୍ତି ।ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ମିଶନ ଶକ୍ତି ବିଭାଗ ପକ୍ଷରୁ ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ ଆୟୋଜିତ ହୋଇଛି । Continue Reading
Odisha News
ଭୁବନେଶ୍ୱର,୨୯/୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଓଡ଼ିଶାରେ ପାଣିପାଗକୁ ପ୍ରଭାବିତ କରୁଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତ ସୃଷ୍ଟି ହୋଇଛି।ପାରାଦୀପରୁ ୧୨୦କିମି ଦୂରରେ ଅଛି ଅବପାତ। ଘନୀଭୂତ ହେଇ ଗଭୀର ଅବପାତରେ ପରିଣତ ହେବ। ଏନେଇ ୪ ଜିଲାକୁ ଅରେଞ୍ଜ ଓ ୨୬ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୩ ଦିନ, ଅର୍ଥାତ ମେ ୩୧ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୯/୫ : ବୁଧବାର ଓଡ଼ିଶାର ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତ (ଖୋର୍ଦ୍ଧା ଜିଲ୍ଲା ପ୍ରଭାରୀ ମନ୍ତ୍ରୀ) ଏକ ଦିନିକିଆ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାର ବିଭିନ୍ନ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ ଉନ୍ନୟନ ଅଗ୍ରଣୀ ଯୋଜନା ଗୁଡିକର ଜିଲ୍ଲା ପ୍ରଶାସନ ଓ ବିଭାଗୀୟ ଉଚ୍ଚ ପଦସ୍ତ ଅଧିକାରୀ Continue Reading