ଭୁବନେଶ୍ୱର,୧୨/୨: ଭାରତୀୟ ଚାଷୀ ଏବଂ ଟ୍ରେଡ୍ ୟୁନିୟନଗୁଡିକ ପକ୍ଷରୁ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍ ବାତିଲ ଦାବିରେ ୧୦ ଟ୍ରେଡ୍ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ତେବେ ଏହି ବନ୍ଦ ଡାକରାରେ ବେଶି ପ୍ରଭାବିତ ହୋଇଛନ୍ତି ସାଧାରଣ ଲୋକେ।ବିଭିନ୍ନ ସ୍ଥାନରେ ବନ୍ଦ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଏହି ବନ୍ଦ ଯୋଗୁ ଭୁବନେଶ୍ୱର ଜୟଦେବ ବିହାର ଛକରେ ପ୍ରବଳ ହଙ୍ଗାମା ଦେଖିବାକୁ ମିଳିଛି। Continue Reading




