ପୁରୀ,୨୬/୫: ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁରୀକୁ ନିମନ୍ତ୍ରଣ କରାଯାଇଛି। ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ସମସ୍ତ କେନ୍ଦ୍ରମନ୍ତ୍ରୀ, ଘଊଇ ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ନିମନ୍ତ୍ରଣ ହୋଇଥିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।ଅନ୍ୟପକ୍ଷେ ରଥଯାତ୍ରା ପାଇଁ ପୁରୀ ଚଳଚଞ୍ଚଳ ହୋଇ ଉଠିଛି। ରଥଖଳାରେ ମହାରଣା ସେବାୟତ ମାନେ ରଥ ନିର୍ମାଣ Continue Reading
Odisha News
ମମତା ମହାପାତ୍ରଙ୍କ ରିପୋର୍ଟକୁଏତ, ୨୬/୫ : ଗତ ଶୁକ୍ରବାର – ୨୩- ମଇ ତାରିଖରେ, ଭାରତୀୟ ପ୍ରବାସୀ ପରିଷଦ, ଫାହାହିଲ୍ କ୍ଷେତ୍ର କମିଟି ଏମ୍ବ ଖୈତାନର ସିଟି କ୍ଲିନିକ୍ ର ସହିତ ମିଳିତ ସହଯୋଗରେ ଏକ ଚିକିତ୍ସା ଶିବିର ଆୟୋଜନ ହୋଇ ଯାଇଛି।ଉଦ୍ଘାଠନୀ ସମାରୋହରେ ବିପିପି ଉପାଧ୍ୟକ୍ଷ ଶ୍ରୀ ସମ୍ପଥ କୁମାର ଅଧ୍ୟକ୍ଷତା କରିଥିଲେ। ଫାହାହିଲ୍ କ୍ଷେତ୍ର ସଭାପତି ଶ୍ରୀ ରାଜେଶ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସୁଲେବିୟା ଶିବିର ସଂଯୋଜକ ଶ୍ରୀ ପ୍ରସନ୍ନନ ଧନ୍ୟବାଦ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୬/୫ : ଖବର ସଂଗ୍ରହ ବେଳେ ବଡ ଖବର ର ସାମ୍ବାଦିକ ବିଜୟ ପଧାନ ଙ୍କୁ ଠିକାଦାର ଙ୍କ ଭଡ଼ାଟିଆ ଗୁଣ୍ଡା ଙ୍କ ଅତର୍କିତ ଆକ୍ରମଣ ରେ ଲହୁଲୁହାନ ହୋଇଯାଇଥିଲେ।ତାଙ୍କ ହାତ ଗୋଡ ବାନ୍ଧି ଗ୍ରାମ ମଝି ରେ କଙ୍ଗାରୁ କୋର୍ଟ କରି ମନ୍ଦିର ରେ ଶପଥ କରାଇ,ଆଗକୁ ଏ ସମ୍ପର୍କରେ ନିଉଜ୍ଜ୍ କଲେ ତାଙ୍କୁ ତଥା ତାଙ୍କ ପରିବାର କୁ ଜୀବନରେ ମାରିବା ପାଇଁ ଧମକ ଦେଇଥଲେ।ଏହାର ପ୍ରତିବାଦ ରେ […]Continue Reading
ଭୁବନେଶ୍ୱର, ୨୬/୫ : ୨୭ ତାରିଖକୁ ଆସୁଛି ଲଘୁଚାପ । ଲଘୁଚାପ ସୃଷ୍ଟି ହେବାର ୨ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହେବ । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ ପ୍ରଭାବରେ ସାତ ଦିନ ପର୍ୟ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି । ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ । ସକ୍ରିୟ ରହିଲେ ଓଡ଼ିଶାରେ ମୌସୁମୀ ଆଗମନ ନେଇ ସ୍ଥିତି ଅନୁକୂଳ […]Continue Reading
ଭୁବନେଶ୍ୱର,୨୬/୫: ଆଜି ହେଉଛି ସାବିତ୍ରୀ ଅମାବାସ୍ୟା। ଏହି ଉପଲକ୍ଷେ ସକାଳୁ ରାଜଧାନୀର ବିଭିନ୍ନ ମନ୍ଦିରରେ ମହିଳାମାନଙ୍କର ଭିଡ଼ ପରିଲକ୍ଷିତ ହୋଇଛି। ଓଡ଼ିଆ ଘରର ପରମ୍ପରା ଅନୁଯାୟୀ, ସଧବା ମହିଳାମାନେ ଏହି ବ୍ରତ ପାଳନ କରିଥାନ୍ତି। ମହିଳାମାନେ ଉପବାସ ରଖିବା ସହ କେହି କେହି ଘରେ ପୂଜାର୍ଚ୍ଚନା କରୁଥିବା ବେଳେ କେହି କେହି ମନ୍ଦିର ଯାଇ ସ୍ବାମୀଙ୍କ ଦୀର୍ଘଜୀବନ କାମନା କରିଥାନ୍ତି।ପୌରାଣିକ ଅନୁଯାୟୀ, ମହାସତୀ ସାବିତ୍ରୀ ସ୍ବାମୀ ସତ୍ୟବାନଙ୍କୁ ଯମରାଜାଙ୍କ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୫ : କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ସ୍ଥାନୀୟ ଶିକ୍ଷା ନିକେତନ ପରିସର ମଧ୍ୟରେ ଦେବର୍ଷି ନାରଦଙ୍କ ଜୟନ୍ତୀ ମହୋତ୍ସବ ରବିବାର ପାଳିତ ହୋଇଯାଇଛି ।ଖବରଦାତା ପ୍ରମୋଦ କୁମାର ଦଣ୍ଡସେନାଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ମୁଖ୍ୟବକ୍ତା ଭାବେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ସାହୁ, ସମ୍ମାନିତ ଅତିଥି ଭାବେ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୫/୫ : ନୟାଗଡ ଜିଲ୍ଲାର ଓକିଲ ସଙ୍ଘ ସମୂହ ସଭାପତି,ସମ୍ପାଦକ ଏବଂ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଆଜି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ବରିଷ୍ଠ ଆଇନଜୀବୀ ତଥା ଜିଲ୍ଲା ଓକିଲ ସଙ୍ଘ ସଭାପତି ଶ୍ରୀ ରଣଜିତ ଦାଶ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ।ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ରେ ରାଜ୍ୟରେ ଆଇନଜୀବୀ ପରିବାର କୁ ଆୟୁଷ୍ମାନ ଯୋଜନା ସ୍ୱାସ୍ଥ୍ୟ ଚିକିତ୍ସା ରେ ଅନ୍ତର୍ଭୁକ୍ତ କରିବା ସହିତ ନୟାଗଡ Continue Reading
ଭୁବନେଶ୍ୱର,୨୫/୫: ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନ ଅନୁଯାୟୀ ଓଡ଼ିଶାରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଝଟ୍କା ପବନ ମଧ୍ୟ ବହିବ। ଆଗାମୀ ୨୭ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।ତେବେ ଏହା ବାତ୍ୟା ରୂପ ନେବାର କୌଣସି ଆଶଙ୍କା ନାହିଁ ବୋଲି ପାଣିପାଗ କେନ୍ଦ୍ର ସ୍ପଷ୍ଟ କରିଛି। Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୪/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକର ହାଟପଦା ଠାରେ ନୂତନ ବସଷ୍ଟାଣ୍ଡ ନିର୍ମାଣ ପାଇଁ ତତ କାଳୀନ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଶିଳାନ୍ୟାସ କରିଥିଲେ ।ହେଲେ ଅଦ୍ୟାବଧି ସୁଦ୍ଧା ଏକ ସୁଲଭ ବସଷ୍ଟାଣ୍ଡ ପାଇଁ ଜମି ଅଧିଗ୍ରହଣ ହୋଇ ନ ଥିବାରୁ ପ୍ରାୟ ୧ ବର୍ଷ ରୁ ଅଧିକ ହବ ଠିକାସଂସ୍ଥା ବସଷ୍ଟାଣ୍ଡ ନିର୍ମାଣ କାମ କରିପାରୁ ନ ଥିବା ଅଭିଯୋଗ କରି ଆସୁଥିଲେ ।ବାରମ୍ବାର […]Continue Reading
ଭୁବନେଶ୍ୱର,୨୪/୫: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି।ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ଚଉଉୠକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୃତକ ଜଣ ହେଲେ ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ। ସେ ପାଟ୍ରୋଲିଂ କରୁଥିବା ବେଳେ ଶିକାରୀଙ୍କ ଗୁଳିରେ Continue Reading




