Home Archive by category Odisha News (Page 273)

Odisha News

Odisha News
ଭୁବନେଶ୍ୱର,୨୧/୫: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା।ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ କର୍ମଚାରୀମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିର କରିଛନ୍ତି Continue Reading
Odisha News
ଭୁବନେଶ୍ୱର, ୨୧/୫: ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି । ଆସନ୍ତା ଜୁନ୍ ମାସରୁ ୩,୫୦୦ ଟଙ୍କା ବର୍ଦ୍ଧିତ ଭତ୍ତା ପାଇବେ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକ। ହିତାଧିକାରୀଙ୍କୁ ଜୁନ୍ ସୁଦ୍ଧା ୮୦ବର୍ଷ ହୋଇଥିଲେ ବର୍ଦ୍ଧିତ ଟଙ୍କା ମିଳିବ ।ଏନେଇ ରାଜ୍ୟ ସରକାର ଡିଏସଏସଓଏସଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ୱାରା ୪ ଲକ୍ଷ ୧୭ ହଜାର ୪୯୬ ଜଣ ଉପକୃତ ହେବେ ।ଏହା ସେମାନଙ୍କ ପାଇଁ ଏକ ଖୁସି […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧/୫: ମଙ୍ଗଳବାର ଦିନ ସକାଳ ୯ ଘଟିକା ସମୟରେ ବୌଦ୍ଧ ବ୍ଲକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ପଞ୍ଚାୟତ ସମିତିର ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶି ପ୍ରତ୍ୟୁଷ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବୌଦ୍ଧ ବିଧାୟକ ତଥା ସରକାରୀ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ ଯୋଗ ଦେଇଥିଲେ । ପ୍ରାରମ୍ଭରେ ବିଡ଼ିଓ ଯୁଧିଷ୍ଠିର ମେହେର ସମସ୍ତଙ୍କୁ ସ୍ବାଗତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୫ : ମଙ୍ଗଳବାର ଦିନ ଦିବା ଘ.୧୧.୩୦ ମିନିଟ ସମୟରେ ବୌଦ୍ଧ ଠାରେ ନିର୍ମାଣାଧୀନ ୩୦୦ ଶଯ୍ୟା ବିଶିଷ୍ଟ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ।ଜୁନ ମାସର ଶେଷ ସୁଦ୍ଧା ଉକ୍ତ ଡାକ୍ତରଖାନା ଶୁଭାରମ୍ଭ ପାଇଁ ଧାର୍ଯ୍ୟ ରଖାଯାଇଥିବା ବେଳେ ନିର୍ମାଣର ପ୍ରଗତି ସମ୍ପର୍କ ରେ ଜିଲ୍ଲାପାଳ ଅନୁଧ୍ୟାନ କରିଥିଲେ ।ତା ସହିତ ସ୍ବାସ୍ଥ୍ୟ ବିଭାଗ ସହିତ ସମ୍ପୃକ୍ତ ଅନ୍ୟାନ୍ୟ ବିଭାଗର Continue Reading
Odisha News
ଭୁବନେଶ୍ୱର,୨୦/୫: ଭାରତକୁ ପୁଣି ଫେରିଛି କୋଭିଡ ଭୟ। ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଚିନ୍ତା ବଢ଼ିଛି। ଏହିସବୁ ଭିତରେ ରାଜ୍ୟବାସୀ କିପରି ସର୍ତକତା ଅବଲମ୍ବନ କରିବେ, ସେନେଇ ପରାମର୍ଶ ଦେଇଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ।ସେ କହିଛନ୍ତି, ବହୁବିଧ ରୋଗରେ ଆକ୍ରାନ୍ତ ଥିବା ଲୋକେ ସାବଧାନ ରୁହନ୍ତୁ। କିଡ୍‌ନୀ ଭଳି ଗୁରୁତର ରୋଗୀ ହୋଇଥିଲେ ମାକ୍ସ ପିନ୍ଧନ୍ତୁ । ଏବେ ବ୍ୟାପିଥିବା କୋଭିଡ୍ ଓମିକ୍ରନ୍‌ର ସବ୍‌ଭାରିଆଣ୍ଟ ଓଡ଼ିଶାରୁ ଚିହ୍ନଟ ହେଲେ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୦/୫ : ନିର୍ବାଚନ ପରଠାରୁ ଅଶାନ୍ତ ହୋଇ ପଡିଛି ସୁକିନ୍ଦା । ବିଗତ ଦିନରେ ବିଜେପି କର୍ମୀ ବିଭିନ୍ନ ବ୍ୟକ୍ତିଙ୍କୁ ମାଡ଼ ମାରି ଲହୁ ଲୁହାଣ କରିଛନ୍ତି । ସୁକିନ୍ଦାରେ ଆଜି ବିଜେପି କର୍ମୀଙ୍କ ଗୁଣ୍ଡାରାଜ ସୀମା ଟପିଛି ।ଆଜି ବିଜେଡିର ଜଣେ ଯୁବ କର୍ମୀଙ୍କୁ ପୋଲିସ ଉପସ୍ଥିତିରେ ମାଡ଼ ମାରି ଅପହରଣ କରାଯାଇଛି । ଅପହରଣର ପ୍ରାୟ ୬ ଘଣ୍ଟା ପରେ ଜନ ସାଧାରଣଙ୍କ ତୀବ୍ର ପ୍ରତିକ୍ରିୟା ଓ ବିଜେଡି ଥାନା […]Continue Reading
Odisha News
କଟକ, ୨୦/୫ : କଟକ ବୟାଳିଶମୌଜା ବଉଳକୁଦର ଯୁବକ ଅପହରଣ ମାମଲାରେ କମିଶନରେଟ୍ ପୋଲିସ ପର୍ଦ୍ଦାଫାସ କରିଛି । ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ ।ଅପହରଣର ମୁଖ୍ୟ ଅଭିଯୁକ୍ତ ଜିମ୍ ଟ୍ରେନର ରାଜେଶ ଦାସଙ୍କ ସମେତ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ନାବାଳକ ରହିଛି ।ଅନଲାଇନ୍ ସେୟାର ମାର୍କେଟ ଟଙ୍କାକୁ ନେଇ ଏହି ଅପହରଣ ହୋଇଥିବା ପୋଲିସ କମିଶନର ଏସ୍. ଦେବଦତ୍ତ […]Continue Reading
Odisha News
ଭୁବନେଶ୍ୱର,୨୦/୫: ଯୁକ୍ତ ୩ ନାମଲେଖା ପାଇଁ ଆବେଦନର ଶେଷ ତାରିଖ ମେ’ ୨୦ ଥିବା ବେଳେ ଏହାକୁ ନେଇ ଚିନ୍ତାରେ ପଡିଯାଇଛନ୍ତି ଛାତୀଛାତ୍ର। କାରଣ ଏବେ ପର‌୍ୟ୍ୟନ୍ତ +୨ ପରୀକ୍ଷା ଦେଇଥିବା ପିଲାମାନଙ୍କର ଫଳାଫଳ ପ୍ରକାଶ ପାଇ ନାହିଁ। ତେବେ ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଙ୍ଗଳବାର ସୂଚନା ଦେଇଛନ୍ତି କି ଆସନ୍ତା ଦୁଇ ଦିନ ମଧ୍ୟରେ ଯୁକ୍ତ ୨ ପରୀକ୍ଷାଫଳ ପ୍ରକାଶ କରାଯିବ। ଅନ୍ୟପଟେ ଯୁକ୍ତ ୩ରେ ନାମଲେଖା ଆବେଦନର ସମୟସୀମା ବୃଦ୍ଧି […]Continue Reading
Odisha News
ନୂଆଦିଲ୍ଲୀ, ୨୦/୫: ପୁଣି ଥରେ କରୋନା ଭୟ ଘାରିଛି । ଧିରେ ଧିରେ କାୟା ବିସ୍ତାର କରୁଛି କରୋନା ମହାମାରୀ । ସିଙ୍ଗାପୁର, ହଂକଂ । ପରେ ଏବେ ଭାରତରେ ମଧ୍ୟ କୋଭିଡ୍ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାର ପରିଲକ୍ଷିତ ହେଉଛି । ଦେଶରେ ଗତକାଲି ରିପୋର୍ଟ ସୁଦ୍ଧା କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫୭ରେ ପହଁଚିଛି । କେନ୍ଦ୍ର ସରକାର ଏହା ଉପରେ ତୀକ୍ଷଣ ନଜର ରଖିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଉଚ୍ଚ […]Continue Reading