ବୌଦ୍ଧ, ୨୦/୫ : ସୋମବାର ଅପରାହ୍ନ ୩ ଘଟିକା ସମୟରେ ଜ଼ିଲ୍ଲାପାଳ ଙ୍କ ସଦଭାବନା ଗୃହ ରେ ପହଂଚିଥିଲେ ପୂର୍ବତନ ଜ଼ିଲ୍ଲାପାଳ ତଥା ଡୋମେନ ଆଡ଼ଭାଇଜର, ଓକାକ ଶ୍ରୀଯୁକ୍ତ ସତ୍ୟ ରଞ୍ଜନ ସାହୁ କ୍ଷ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ପ୍ରଦାନ ପୂର୍ବକ ସ୍ୱାଗତ କରାଯାଇଥିଲା ।ଜ଼ିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ ପୂର୍ବକ ଅନଲାଇନ ପ୍ରକ୍ରିୟା ରେ ସମସ୍ତେ ସାମିଲ ହେବାପାଇଁ ସମସ୍ତଙ୍କୁ ଆହ୍ୱାନ କରିଥିଲେ ।ସମସ୍ତ ଙ୍କ Continue Reading
Odisha News
By Our Correspondent Bhubaneswar, May 19 : Council of Scientific and Industrial Research – Institute of Minerals and Materials Technology (CSIR-IMMT), has signed a Memorandum of Understanding with NTPC Mining Limited (A wholly owned subsidiary of NTPC Limited), to pursue research initiatives of direct interest and relevance to coal, mineral processing and Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୧୯/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳର ଜଣେ ଯୁବତୀକୁ ଅଟୋ ରେ ଘରକୁ ଛାଡିବାକୁ କହି ଜୋର ଜବରଦସ୍ତ ନେଇ ତିନି ଜଣ ସାଙ୍ଗ ୭ ଦିନ ଏକ ଭଡା ଘରେ ରଖି ଗଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।ପୀଡିତା ର ଅଭିଯୋଗ ଆଧାରରେ ପୁଲିସ ତିନିଜଣ ଯୁବକ କୁ ଗିରଫ କରିବା ସହ ଝିଅ କୁ ନେଇଥିବା ବ୍ୟବହୃତ ଅଟୋ କୁ ଜବତ କରି […]Continue Reading
ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ, ୧୯/ ୫ : ପିପୁଲସ ୱେଲଫେୟାର ସଜେସନ ଫୋରମ ,ରାଷ୍ଟ୍ରୀୟ ହିନ୍ଦୁ ବୋର୍ଡ ଓ ଥିଙ୍କର୍ସ କ୍ଲବର ୧୨୦ ତମ ଆନ୍ତର୍ଜାତିକ ଆଭାସୀ ଆଲୋଚନା ମିଳିତ ଭାବେ ଶ୍ରୀ ଉମାଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଅଛି ।ଏଥିରେ ଡ଼ ନନ୍ଦ ନନ୍ଦନ ଦାସ, ପୂର୍ବତନ ଶାସନ ସଚିବ, ପୂର୍ତ ବକ୍ତା ଭାବେ ଯୋଗଦେଇ’ ଭାରତରେ ଏକତା ଓ ଶାନ୍ତି’ ବିଷୟରେ ଆଲୋକ ପାତ କରିଥିଲେ ।ସେ ଦର୍ଶାଇଥିଲେ ଯେ ଭାରତ ସ୍ୱାଧୀନତା […]Continue Reading
ବରଗଡ଼,୧୯/୫: ବରଗଡ଼ ଜିଲାରେ ୨୦୨୦ରେ ସଂଘଟିତ ଏକ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ଅତିରିକ୍ତ ଜିଲା ଦୌରା ଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍ ଅଭିଯୁକ୍ତ ବାପାଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି । ଏହା ସହିତ ପୀଡ଼ିତା ୧୦ ଲକ୍ଷ କ୍ଷତିପୂରଣ ଦେବା ଦିଗରେ ପଦକ୍ଷେପ ନେବାକୁ ଡିଏଲ୍ଏସ୍ଏଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ପ୍ରକାଶ ଥାଉକି, ଗତ ୨୦୨୦ ଫେବୃଆରୀ ୨୨ରେ ଏହି ଘଟଣାକୁ ନେଇ ବରଗଡ଼ ଟାଉନ ଥାନାରେ ଏକ ମାମଲା Continue Reading
କଟକ,୧୯/୫: କାଠଯୋଡ଼ି ନଦୀରେ ବୁଡ଼ି ୨ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଛି। ରବିବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ସୋମବାର ଆଉ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସିଡିଏସ୍ଥିତ ବୀରେନ ମିତ୍ର ପାର୍କ ନିକଟରେ ଏହି ଦୁଇ ଇଞ୍ଜିନିୟର ବୁଡ଼ି ଯାଇଥିଲେ। ମୃତ ଇଞ୍ଜିନିୟର୍ ମହାରାଷ୍ଟ୍ରର ବାସିନ୍ଦା ବୋଲି ସୂଚନାରୁ ଜଣାପଡ଼ିଛି।ରୁତିକେସ ମାତାଲ (୨୫) ଏବଂ ଋତିକ୍ ବ୍ରିଜନେ (୨୫) ନାମକ ଦୁଇ ଯୁବ ଇଞ୍ଜିନିୟର ଗାଧୋଇବା ପାଇଁ ଅନ୍ୟ ଦୁଇଜଣଙ୍କ ସହିତ ନଦୀକୁ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୯/୫: ବିଶ୍ୱସ୍ତ ସୂତ୍ରରୁ ସୂଚନା ଆଧାରରେ, ଖୋର୍ଦ୍ଧା ଅବକାରୀ ବିଭାଗ ଅଧିକାରୀମାନେ ରବିବାର ସକାଳେ ଖୋର୍ଦ୍ଧା ନୂଆ ବସ୍ ଷ୍ଟାଣ୍ଡ,ଟି.ଏଲ.ସି, ରୋଡ୍ ନିକଟରୁ ଏକ ବୋଲେରୋ ମ୍ୟାକ୍ସ ପିକ୍ ଅପ୍ ଭ୍ୟାନରେ ବେଆଇନ ଭାବରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ଅଭିଯୋଗରେ ଦୁଇଜଣଙ୍କୁ ଗିରଫ କରିବା ସହିତ ୨୦ ଲକ୍ଷ ଟଙ୍କା ମୂଲ୍ୟର ୨୦୦ କିଲୋଗ୍ରାମ ଗଞ୍ଜେଇ ଜବତ କରିଛନ୍ତି ।ଗିରଫ ଅଭିଯୁକ୍ତ ମାନେ ହେଲେ କେନ୍ଦୁଝର ଯୋଡା Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୮/୫: ବଲାଙ୍ଗିର ସାମ୍ବାଦିକ ଭବନ ଠାରେ ସାମ୍ବାଦିକ ପ୍ରଶାନ୍ତ ମିଶ୍ର ଙ୍କ ପ୍ରତିପନ୍ନ ପୁସ୍ତକ ଷ୍ଟେଟ ୟୁନୀୟନ୍ ଅଫ ଜର୍ଣାଲିଷ୍ଟ ବଲାଙ୍ଗିର ଶାଖା ଆନୁକୂଲ୍ୟରେ ଉନ୍ମୋଚନ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ ର କୁଳପତି ପ୍ରଫେସର ଡ.ଉମାବଲ୍ଲଭ ମହାପାତ୍ର,ମୁଖ୍ୟବକ୍ତା ଡ.ନୃପରାଜ୍ ସାହୁ,କୁଳସଚିବ, ସମ୍ବଲପୁର ବିଶ୍ୱବିଦ୍ୟାଳୟ,ସମ୍ମାନିତ ଅତିଥି ଶ୍ରୀଯୁକ୍ତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର,୧୮/ ୫ : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକ ରେ ନିଜର ସନ୍ତୋଷ ପ୍ରକାଶ କରିଛନ୍ତି।ସମୀକ୍ଷାରୁ ଜଣା ଯାଇଛି ଯେ ବୌଦ୍ଧ ଜିଲ୍ଲାବାସୀଙ୍କୁ ଉନ୍ନତ ଗମନାଗମନ ସୁବିଧା ଉପଲବ୍ଧା କରିବା ପାଇଁ ପ୍ରାୟ ୨୮ କୋଟି Continue Reading




