Home Archive by category Odisha News (Page 276)

Odisha News

Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୬/୫ : ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳର ପାନୀୟ ଜଳ ଯୋଗାଣ ଓ ନୂତନ ନଳକୂପ ଖନନ, ନଳ କୂପର ମରାମତି ସମ୍ବନ୍ଧୀୟ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ସଂପର୍କରେ ଶୁକ୍ରବାର ଦିନ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ସମୀକ୍ଷା କରିଛନ୍ତି ଚିଲିକା ବିଧାୟକ ତଥା ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ।ବିଶେଷ କରି ବର୍ତ୍ତମାନ ଗ୍ରୀଷ୍ମ ଋତୁରେ ପାନୀୟ ଜଳ ସମସ୍ୟାର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୫: (ଶୁକ୍ରବାର) ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରାପ୍ତ ସୂଚନା ଅନୁଯାୟୀ ଜ଼ିଲ୍ଲାପାଳ ଙ୍କ ସଦଭାବନା ସଭାଗୃହ ଠାରେ କଣ୍ଟାମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀର ସମସ୍ତ ବିଏଲଓ ଏବଂ ଏ ଇ ଆର ଓ ମାନଙ୍କୁ ନେଇ ସମୀକ୍ଷା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଣ୍ଟାମାଳ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ମଣିପୁର ଗ୍ରାମରେ ଛେଳି ଚରାଇବାକୁ ଯାଇଥିବା ବେଳେ ମୁକୁଳା ଟ୍ରାନ୍ସଫର୍ମରେ ଲାଗି ପେନାପୁସି ଗ୍ରାମର ସମିତି ପ୍ରଧାନ (୩୩)ଙ୍କ ଚାଲିଗଲା ଜୀବନ ।ଘଟଣାରୁ ପ୍ରକାଶ ଯେ, ଶୁକ୍ରବାର ସକାଳେ ଛେଳି ନେଇ ମଣିପୁର ଗ୍ରାମ ଆଡେ ଚରାଇବାକୁ ଯାଇଥିଲେ । ହେଲେ ମଣିପୁର ରେ ଥିବା ପାଚେରୀ ବିହୀନ ଟ୍ରାନ୍ସଫର୍ମରେ ଲାଗି ସମିତି ଙ୍କ ଜୀବନ Continue Reading
Odisha News
କଟକ,୧୬/୫: ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ। ଏଥିସହିତ ରାଜାଙ୍କ ୩ ସହଯୋଗୀଙ୍କ ଜାମିନ ଆବେଦନ ବି ଖାରଜ ହୋଇଛି। ମାନସ ବାରିକ, ଉତ୍କଳ ଦାସ, ସୁଶାନ୍ତ ସାମଲଙ୍କ ଜାମିନ ଆବେଦନ ଖାରଜ ହୋଇଥିବା ଜଣପାଡ଼ିଛି।ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ବ୍ୟାପକ ଆର୍ଥିକ ଅନିୟମତତା ହୋଇଥିବା ନେଇ ସଂସ୍ଥାର ତତ୍କାଳୀନ ସଭାପତି ଓ ସମ୍ପାଦକଙ୍କୁ ଗିରଫ କରିଥିଲେ। ପରେ ତଦନ୍ତ ବେଳେ ଏହି Continue Reading
Odisha News
ଭୁବନେଶ୍ୱର, ୧୬/୫ : ଗୋଟିଏ ପଟେ ଭାରତ ସହିତ ନୀବିଡ଼ ସମ୍ପର୍କ, ଆଉ ଗୋଟେ ଭାରତର ଚୀର ଶତ୍ରୁ ପାକିସ୍ତାନକୁ ଯୁଦ୍ଧାସ୍ତ୍ର ଯୋଗାଇ ପିଠିରେ ଛୁରୀ ଭୁଶି ଥିବା ତୁର୍କୀକୁ ଏବେ ସବୁଆଡ଼ୁ ବୟକଟ୍ କରାଯାଉଛି । ଭାରତୀୟ ବ୍ୟବସାୟୀମାନେ ସ୍ୱତଃପ୍ରତ ଭାବେ ତୁର୍କୀ ସହିତ ବ୍ୟବସାୟିକ ସମ୍ପର୍କ ଛିନ୍ନ କରୁଛନ୍ତି । ଓଡ଼ିଶାରେ ମଧ୍ୟ ସମାନ ସ୍ଥିତି ଉତ୍ପନ୍ନ ହୋଇଛି । ଆଉ ତୁର୍କୀ ସେଓ ବିକିବେନି ବୋଲି ଫଳ ବ୍ୟବସାୟୀମାନେ କହିଛନ୍ତି ।ଭଦ୍ରକର ଜଣେ […]Continue Reading
Odisha News
ବୈପାରୀଗୁଡ଼ା,୧୬/୫ : ଶୁକ୍ରବାର ସକାଳୁ ସକାଳୁ ଓଡ଼ିଶାରେ ଦୁଇଟି ପୃଥକ ସଡ଼କ ଦୁର୍ଘଟଣାରେ ଚାରି ଜଣଙ୍କର ମୃତ୍ୟୁ ଘଟିଛି। ପ୍ରଥମ ଘଟଣାଟି କୋରାପୁଟ ଜିଲା ବୈପାରୀଗୁଡ଼ା ଥାନା ଅଧୀନରେ ୩୨୬ ଜାତୀୟ ରାଜଥର ଗୌଡଗୁଦ ଛକ ନିକଟରେ ଘଟିଥିଲା, ଯେଉଁଥିରେ ତିନି ଜଣଙ୍କର ମୃତ୍ୟୁ ହୋଇଛି।ଏହି ଘଟଣା ଘଟିଥିଲା ଯେତେବେଳେ ନୟାଗଡ଼ରୁ ମାଲକାନଗିରି ଯାଉଥିବା ଏକ କାର ଚାଳକ ନିୟନ୍ତ୍ରଣ ହରାଇବାରୁ ଗାଡି ରାସ୍ତା କଡରେ ଗଛରେ ଧକ୍କା ଦେଇଥିଲା। ଦୁର୍ଘଟଣା ସମୟରେ କାରରେ ଛଅ ଜଣ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୬/୫ : ନୟାଗଡ଼ ଜିଲ୍ଲାରେ ଭାରତୀୟ ସେନାବଳର ସମ୍ମାନ ଓ ମନୋବଳ ବୃଦ୍ଧି ସହିତ ଭାରତର ସୁରକ୍ଷା ଜଣାଇବାକୁ “ପରାକ୍ରମ ଶୋଭାଯାତ୍ରା”ର ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ତିନିବାହିନୀର ବୀର ଯବାନଙ୍କୁ କୃତଜ୍ଞତା ଭାବ ପ୍ରକାଶ କରି ଜିଲ୍ଲାସ୍ତରୀୟ ତ୍ରିରଙ୍ଗା ମୋଟରସାଇକେଲ ଶୋଭାଯାତ୍ରା ନୟାଗଡ଼ ସହର ଦୁର୍ଗାପ୍ରସାଦ ପଡ଼ିଆ ଠାରୁ ସକାଳ ୮ଘଟିକାରେ ଆରମ୍ଭହୋଇ ପୂରୁଣା ସହର ସ୍ଥିତ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ସହର Continue Reading
Odisha News
ବରଗଡ଼,୧୬/୫ : ବରଗଡ ସହର ଉପକଣ୍ଠ ହଳଦୀପାଲି ଛକରେ ଏକ ହୁଣ୍ଡାଇ କ୍ରେଟା ଗାଡି ଭିତରେ ଶୁକ୍ରବାର ସକାଳୁ ଜଣେ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣା ଆଲୋଡ଼ନ ଖେଳାଇ ଦେଇଛି। ମୃତ ଯନ୍ତ୍ରୀ ହେଲେ, ଚଦ୍ର ଶେଖର ଝାଡ଼ିଆ ।ସେ ବରଗଡ଼ ଜିଲା ବରପାଲି ବ୍ଲକରେ କାର୍ଯ୍ୟରତ ଥିଲେ। ତାଙ୍କ ଶରୀର ବିଭିନ୍ନ ସ୍ଥାନରେ ଜଳି ପୋଡି ଯାଇଥିବା ପରିଲକ୍ଷିତ ହୋଇଛି। ସେହିପରି କାରରେ ଲାଗିଥିବା ଏସି ଖରାପ ଥିବା ଯୋଗୁଁ ଏସି ସଟସର୍କିଟ ଯୋଗୁଁ ତାଙ୍କ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।ଅସ୍ଥାୟୀ ପୀଠରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ Continue Reading
Odisha News
ବିଶ୍ୱ ଭୁଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୬/୫ : ନୟାଗଡ ଜିଲ୍ଲା ଓକିଲ ସଂଘର ସ୍ୱତନ୍ତ୍ର କାର୍ଯ୍ୟକ୍ରମ ରେ ନୟାଗଡ଼ ଜଜସିପ ପ୍ରଶାସନିକ ଦାୟିତ୍ୱ ରେ ଥିବା ଓଡିଶା ଉଚ୍ଚନ୍ୟାୟାଳୟ ନ୍ୟାୟାଧୀଶ ଜଷ୍ଟସ ଚିତ୍ତରଞ୍ଜନ ଦାଶ ଯୋଗଦେଇ ଥିଲେ ।ଏହି ଅବସରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଜଷ୍ଟିସ ଦାଶ ମହାପ୍ରଭୁ ଶ୍ରୀଜଗନ୍ନାଥ ଙ୍କ ଚରଣ ରେ ପ୍ରଦୀପ ପ୍ରଜ୍ଜଳନ କରିଵା ପରେ ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ସଭାପତି ଶ୍ରୀ ରଣଜିତ ଦାଶ ସମ୍ପାଦକ ଶ୍ରୀ ସ୍ବଦେଶ Continue Reading