Home Archive by category Odisha News (Page 280)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୪ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଆରକ୍ଷି ଅଧିକାରୀ ରାମେନ୍ଦ୍ର ପ୍ରସାଦଙ୍କ ନିର୍ଦେଶ କ୍ରମେ ବାଲିଗୁଡା ସହରରେ ମୋଟସାଇକେଲ ଚାଳକଙ୍କ ନିମନ୍ତେ ଏକ ସଚେତନତା ଶୋଭାଯାତ୍ରା ସହ ଛାତ୍ରଛାତ୍ରୀ ମାନେ ଏକ ପଥପ୍ରାନ୍ତ ନାଟକ କରି ସଚେତନତା କରାଇଛନ୍ତିା ।ଏହା ମା\’ ପାଟଖଣ୍ଡା ମନ୍ଦିର ସମ୍ମୁଖରୁ ବାହାରି ଛାତ୍ରଛାତ୍ରୀଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ସହ ହାତରେ ପ୍ଲାକାର୍ଡ ଓ ବ୍ୟାନର ଧରି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୪ : ଜିଲ୍ଲା ଷ୍ଟାଡିଅମ ବୌଦ୍ଧ ଠାରେ ଚାଲିଥିବା ୧୫ ବର୍ଷରୁ କମ୍ ଇଣ୍ଟର ଡିଷ୍ଟ୍ରିକ୍ଟ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ର ଆଜି ଷଷ୍ଠ ଦିନର ମ୍ୟାଚ ଫ୍ରେଣ୍ଡ କ୍ଲବ ଓ ଏମଏମୱାଇସି ମାଉଳିସିଙ୍ଗା ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।ଏଥିରେ ଏମଏମୱାଇସି ମାଉଳିସିଙ୍ଗା ୨-୧ ଗୋଲ୍‌ରେ ବିଜୟୀ ହୋଇଛି । ଆଜି ସକାଳେ ଅନୁଷ୍ଠିତ ହୋଇଥିବା ଫୁଟବଲ୍ ମ୍ୟାଚରେ ଅତିଥିଭାବେ ପୂର୍ବତନ ଏନଏସି ଅଧ୍ୟକ୍ଷା ସଂଯୁକ୍ତା ନାୟକ, Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୨/୪ : ଅପ୍ରେଲ ୧୧ ଶୁକ୍ରବାର ଦିନ ଇଟାମାଟି ନିକଟସ୍ଥ ଭୈରବୀ ମନ୍ଦିର ପ୍ରାଙ୍ଗଣରେ Give Blood Save life ପକ୍ଷରୁ ବିଶ୍ୱ ଛେନାପୋଡ଼ ଦିବସ ତୃତୀୟ ଥର ପାଇଁ ପାଳିତ ହୋଇଯାଇଅଛି ।ଏହି କାର୍ଯ୍ୟକ୍ରମରେ ୧୫୦ ରୁ ଉର୍ଦ୍ଧ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦାନ କରିବା ସହିତ ୨୦ କି.ଗ୍ରା. ରୁ ଉର୍ଦ୍ଧ ଛେନାପୋଡ଼ କଟାଯାଇଥିଲା ।ଅନୁଷ୍ଠାନ ର ସଭାପତି ଶ୍ରୀଯୁକ୍ତ ଭାଗିରଥି ବାଇ ସ୍ୱାଗତ ସମ୍ଭାଷଣ ଦେଇଥିବା ବେଳେ ଇଟାମାଟି Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୨/୪ : ଅପ୍ରେଲ ୧୧ ଶୁକ୍ରବାର ଦିନ ଇଟାମାଟି ନିକଟସ୍ଥ ଭୈରବୀ ମନ୍ଦିର ପ୍ରାଙ୍ଗଣରେ Give Blood Save life ପକ୍ଷରୁ ବିଶ୍ୱ ଛେନାପୋଡ଼ ଦିବସ ତୃତୀୟ ଥର ପାଇଁ ପାଳିତ ହୋଇଯାଇଅଛି ।ଏହି କାର୍ଯ୍ୟକ୍ରମରେ ୧୫୦ ରୁ ଉର୍ଦ୍ଧ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦାନ କରିବା ସହିତ ୨୦ କି.ଗ୍ରା. ରୁ ଉର୍ଦ୍ଧ ଛେନାପୋଡ଼ କଟାଯାଇଥିଲା ।ଅନୁଷ୍ଠାନ ର ସଭାପତି ଶ୍ରୀଯୁକ୍ତ ଭାଗିରଥି ବାଇ ସ୍ୱାଗତ ସମ୍ଭାଷଣ ଦେଇଥିବା ବେଳେ ଇଟାମାଟି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୨/୪ : ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ଏବଂ ଜିଲ୍ଲା କ୍ରିକେଟ୍ ଆସୋସିଏସନ୍ ଖୋର୍ଦ୍ଧା ମିଳିତ ଉଦ୍ୟମରେ ଖୋର୍ଦ୍ଧା ବି ଜେ ବି ହାଇସ୍କୁଲ ମିନି ଷ୍ଟାଡିୟମ୍ ରେ ଦୁଇ ଦିନ ଧରି ସମର କ୍ରିକେଟ୍ କୋଚିଙ୍ଗ କ୍ୟାମ୍ପ ଆଜି ଉଦ୍ଘାଟିତ ହୋଇ ଯାଇଛି। ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରୁ ବିଭିନ୍ନ ବୟସ ବର୍ଗର ଶତାଧିକ କ୍ରିକେଟ୍ ଖେଳାଳି ଏହି ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇଥିଲେ।ଓଡ଼ିଶା କ୍ରିକେଟ୍ ଏକାଡେମୀର Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର, ୧୨/୪: ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଥିବା ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକରେ ଥିବାଡ଼ାଙ୍ଗସରଡ଼ା ପଞ୍ଚାୟତ ଅଧିନରେ ଥିବା ପାଣ୍ଡରାଖାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମହାଆଡମ୍ବରରେ ପ୍ରଥମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି।ଏହି ଅବସରରେ ବିଦ୍ୟାଳୟର ବିଭିନ୍ନ ପ୍ରତିଯୋଗିତା, କ୍ରୀଡାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ଓ ବିଭିନ୍ନ ପରୀକ୍ଷାରେ କୃତିତ୍ବ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ Continue Reading
Odisha News
ପୁରୀ,୧୨/୪ : ବିଧାୟକ, ମନ୍ତ୍ରୀ କି ସାଂସଦ ହେଇଛନ୍ତି ବୋଲି ଗର୍ବ କରନ୍ତୁ ନାହିଁ। ଗ୍ରୁପିଜିମ୍ ଓ ଚାଟୁକାରିତା ଛାଡ଼ି ନିଜର ବ୍ୟକ୍ତିତ୍ବର ବିକାଶ କରନ୍ତୁ। ଗାଁକୁ ଯାଆନ୍ତୁ ଅଙ୍ଗନବାଡ଼ିକୁ ଯାଇ ସେଠିକାର ଅବସ୍ଥା ଦେଖନ୍ତୁ। ଡାକ୍ତରଖାନାକୁ ରୋଗୀଙ୍କ କଥା ବୁଝନ୍ତୁ, ସେମାନଙ୍କର ସମସ୍ୟାର ସମାଧାନ କରନ୍ତୁ। ଅଫିସରମାନଙ୍କ ସହ ଉତ୍ତମ ସଂପର୍କ ରଖି କାମ ଆଦାୟ କରିବାର ଶିଖନ୍ତୁ। ଆଜି ପୁରୀଠାରେ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିରର ଶୁଭାରମ୍ଭ କରି ବିଜେପି Continue Reading
Odisha News
ଝାରସୁଗୁଡ଼ା, ୧୨/୪ : ଦୁଇ ଜଣ ନାବାଳିକା ଅପରାଧି ଫେରାର ହୋଇ ଯାଉଥିବାବେଳେ ଝାରସୁଗୁଡ଼ା ପୋଲିସ ଏନକାଉଣ୍ଟର କରିଛି । ଦୁଇ ଅଭିଯୁକ୍ତ ହେଲେ ଶେଖ୍ ଆଶିଷ(୨୨) ଏବଂ ଅଭିଷେକ ବାରିକ(୩୦)। କୋର୍ଟରେ ହାଜର ପାଇଁ ପୋଲିସ ନେଇକି ଯାଉଥିବାବେଳେ ଏହି ଏନକାଉଣ୍ଟର ହୋଇଥିବା ନେଇ ଉତ୍ତରାଞ୍ଚଳ ଆଇଜି ଏବଂ ଝାରସୁଗୁଡ଼ା ଏସପି ସୂଚନା ଦେଇଛନ୍ତି ।ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଗତକାଲି ବେଲପାହାଡ଼ ପୋଲିସ ସେଖ୍ ଆଶିଷ ଓ ଅଭିଷେକ ବାରିକକୁ ଗିରଫ କରିଥିଲା । ଶନିବାର Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୨/୪: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଏବଂ ଆୟୁଷ୍ମାନ ଵୟୋ ବନ୍ଦନା ଯୋଜନା ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଶୁଭାରମ୍ଭ ସ୍ଥାନୀୟ ମିଶନ ପଡିଆରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପରିଷଦ ସଭାପତି ଶ୍ରୀମତୀ ଦେବକୀ ସାହୁ,ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା,ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ,ମୁଖ୍ୟ ଚିକିତ୍ସାଧିକାରୀ ଡ଼ ରମେଶ ଚନ୍ଦ୍ର Continue Reading
Odisha News
ମାଲକାନଗିରି , ୧୨/୪ : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ସହକାରୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗତକାଲି ସନ୍ଧ୍ୟାରେ ନିଜର ୱାଗନର କାରରେ ନଗଦ ଟଙ୍କା ନେଇ ଯାଉଥିବା ବେଳେ ଭିଜିଲାନ୍ସ ମାଡ଼ି ବସିଥିଲା।ମାଲକାନଗିରି ଦୁର୍ନୀତି ନିବାରଣ ବିଭାଗର ଡିଏସପି ସଦାନନ୍ଦ ପାଣିଗ୍ରାହୀଙ୍କ ନେତୃତ୍ୱରେ କୋରାପୁଟ ଡିଭିଜନ ଏବଂ ମାଲକାନଗିରି ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା।ଵିଶେଷ ସୁତ୍ରରୁ Continue Reading