Home Archive by category Odisha News (Page 282)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୧୦/୪ : ଓଡ଼ିଆ ପକ୍ଷ ପାଳନ ଅବସରରେ ଗୁରୁବାର ଦିନ କନ୍ଧମାଳ ଜ଼ିଲ୍ଲା ଖଜୁରୀପଡା ରେ ଜ଼ିଲ୍ଲା ପ୍ରଶାସନ ର ସଂସ୍କୃତି ବିଭାଗ ପକ୍ଷରୁ ଲୋକକଳା ପାଇଁ ଦିନଟିଏ ଦିବସ ପାଳିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏଥିରେ କନ୍ଧମାଳ ଜ଼ିଲ୍ଲାର ୧୨ ଗୋଟି ବ୍ଳକର କଳାକାର ମାନେ ଯୋଗଦେଇ ଦେଇଥିଲେ କ୍ଷ ଏଥିରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ Continue Reading
Odisha News
ବଲାଙ୍ଗୀର, ୧୦/୪: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ହୋଇଥିଲା। ଏହି ଘଟଣା ପ୍ରଘଟ ହେବାର କିଛି ଘଣ୍ଟା ପରେ ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ସଇଁତଲାରୁ ଉକ୍ତ ଶିଶୁପୁତ୍ରକୁ ପ୍ରଶାସନିକ ଟିମ ଉଦ୍ଧାର କରିଛନ୍ତି।ଉଦ୍ଧାର ଶିଶୁକୁ ସିଡବ୍ଳୁସିରେ ହାଜର କରାଯିବା ପରେ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ସଂସ୍ଥାକୁ ପଠାଯାଇଛି । ଶିଶୁ ପୁତ୍ରଟି ବର୍ତ୍ତମାନ ସୁସ୍ଥ ଥିବା କୁହାଯାଇଛି। ଶିଶୁ ଉଦ୍ଧାର ପରେ ବଲାଙ୍ଗୀର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୦/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫର ୧୨୭ ବାଟାଲିୟନ ପକ୍ଷରୁ ସାହସୀ ସୈନିକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦେଶ୍ୟରେ କ୍ୟାମ୍ପ ପରିସରରେ ବୀରତ୍ୱ ଦିବସ ପାଳିତ ହୋଇଯାଇଛି ।ଏହି ଉତ୍ସବରେ କମାଣ୍ଡାଣ୍ଟ ପଙ୍କଜ ବର୍ମା ଏବଂ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ରହି ନିଷ୍ଠା ଏବଂ ଆନ୍ତରିକତାର ସହିତ ସେମାନଙ୍କର କର୍ତ୍ତବ୍ୟ ପାଳନ କରିଥିବା ବାହିନୀ କର୍ମଚାରୀଙ୍କ ଅବଦାନକୁ ପ୍ରଶଂସା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୦/୪ : ଖୋର୍ଦ୍ଧା ଜିଲ୍ଲା ଉନ୍ନୟନ ତଦାରଖରେ ଥିବା ରାଜ୍ୟ ସରକାରଙ୍କ ବିଜ୍ଞାନ ଓ କାରିଗରୀ, ଶ୍ରମ ଏବଂ ରାଜ୍ୟ କର୍ମଚାରିବୀମା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ ଗତକାଲି ଠାରୁ ତିନିଦିନିଆ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସି ଆଜି ବେଗୁନିଆ ଓ ବୋଲଗଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ଗସ୍ତ କରି ନୂତନ ଭାବେ ଚାଲୁରହିଥିବା ପ୍ରକଳ୍ପ ଗୁଡିକର ନିର୍ମାଣ କାର୍ଯ୍ୟ ବୁଲିଦେଖିବା ସହ ଉପୁଜୁଥିବା ସମସ୍ୟା Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୯/୪: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନଓଡିଏଲ) ଗୁଣାତ୍ମକ ବିଜୁଳି ସେବା ଯୋଗାଇବା ଦିଗରେ ସର୍ବଦା ଗୁରୁତ୍ଵ ଦେବା ସହ ସାମାଜିକ ଦାୟିତ୍ଵବୋଧତା ତଥା ସିଏସଆର ବିନିଯୋଗ କ୍ଷେତ୍ରରେ ମଧ୍ୟ ଗୁରୁଦାୟିତ୍ଵ ବହନ କରୁଛି।ଉପାନ୍ତ ଓ ଗ୍ରାମାଞ୍ଚଳରେ ମୌଳିକ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ଆରମ୍ଭ କରାଯାଇଥିବା ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା ଗାଡି Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ, ୯/୪ : କଳା, ସଂସ୍କୃତି, ପରମ୍ପରା ଓ ଲୋକନୃତ୍ୟର ଏନ୍ତୁଡ଼ି ଶାଳ କହିଲେ କିଛି ଅତ୍ୟୁକ୍ତି ହେବନାହିଁ। ଓଡିଆଙ୍କ ବାରମାସରେ ତେର ପର୍ବରେ ନୟାଗଡ଼ରଦ ଦଣ୍ଡ ଯାତ୍ରା ଅନ୍ୟତମ ।ଚୈତ୍ର ଆରମ୍ଭରୁ ଜଗତଜନନୀ ମହାମାୟା ମା’ କାଳୀଙ୍କ ୨୧,୧୭,୧୩ ଓ ୭ ଦିନିଆ ଅଲୌକିକ ଦଣ୍ଡଯାତ୍ରା ଆରମ୍ଭ ହୋଇ ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ପର‌୍ୟ୍ୟନ୍ତ ଏହା ଧୁମଧାମରେ ଅନୁଷ୍ଠିତ ହୋଇଥାଏ।ମହାକାଳୀଙ୍କ କୃପାଭିକ୍ଷା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୯/୪ : ଆଜି ପୂର୍ବାହ୍ନ୍ନରେ ପ୍ରାଣନାଥ ସ୍ୱୟଂ ଶାସିତ ମହାବିଦ୍ୟାଳରେ ଜିଲାସଂସ୍କୃତି ବିଭାଗ ପକ୍ଷରୁ ଗତ ୧ ତାରିଖରୁ ଆରମ୍ଭ ହୋଇଥିବା ଓଡ଼ିଆ ପକ୍ଷ ପାଳନର ଆଜି ଅଷ୍ଟମ ଦିବସରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟାକ୍ଷା ବିଦୁଶ୍ରୀ ମିଶ୍ର ଶିବିରକୁ ଉଦଘାଟନ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ପ୍ରାଧ୍ୟାପକ ଶୁଭେନ୍ଦୁ କୁମାର ମହାନ୍ତି, ପ୍ରାଧ୍ୟାପକ ପ୍ରିୟବ୍ରତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୪ : ଜ଼ିଲ୍ଲା ସ୍ତରୀୟ ଓଡ଼ିଆ ପକ୍ଷ ପାଳନ ସମାରୋହ -୨୦୨୫ ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲାପାଳ, ବୌଦ୍ଧ ଶ୍ରୀ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ ।ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ – ଜ଼ିଲ୍ଲାପାଳ Continue Reading
Odisha News
ଭୁବେନେଶ୍ୱର, ୯/୪: ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମନୋଜ କୁମାର ପରିଡ଼ା ମୁଖ୍ୟ ସୂଚନା ଆୟୁକ୍ତଭାବେ ନିଯୁକ୍ତ ହୋଇଛନ୍ତି ।ଏହା ସହିତ ପୂର୍ବତନ ଆଇପିଏସ୍ ଅଧିକାରୀ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ହାଇକୋର୍ଟ ଆଇନଜୀବୀ କଳ୍ପନା ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଆଇଏଏସ୍ ପବିତ୍ର ମଣ୍ଡଳ ସୂଚନା ଆୟୋଗର ସଦସ୍ୟଭାବେ ନିଯୁକ୍ତ ହୋଇଛନ୍ତି । ଏ ନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି ।୧୯୮୭ ବ୍ୟାଚ୍ ଆଇଏଏସ୍ ଅଧିକାରୀ ମନୋଜ କୁମାର ଏଜିଏସୟୁଟି କ୍ୟାଡର ଅଟନ୍ତି । ସେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୪ : ମଙ୍ଗଳବାର ଆଜି ଅପରାହ୍ନ ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ମାନ୍ୟବର ମନ୍ତୀ ଙ୍କ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ୨୦୨୫ ଅନୁଷ୍ଠିତ ହୋଇଯାଇଛି ।ମାନ୍ୟବର ମନ୍ତ୍ରୀ, ଗୃହ ଓ ନଗର ଉନ୍ନୟନ ଏବଂ ସାର୍ବଜନୀନ ଉଦ୍ୟୋଗ, ଓଡ଼ିଶା ସରକାର ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ମହାପାତ୍ର ଜିଲ୍ଲା ଓ ଏହାର ସହରାଞ୍ଚଳର ପାନୀୟଜଳ ସମସ୍ୟା, ପରିମଳ ବ୍ୟବସ୍ଥା ପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରି Continue Reading